thelifelinemedia
Latest Odisha News, Breaking News Today
Browsing Category

ରାଜ୍ୟ

ରାଜ୍ୟ କଂଗ୍ରେସର ୯ ଗ୍ୟାରେଣ୍ଟି, ୨୪…

ରାଜ୍ୟ କଂଗ୍ରେସର ୯ ଗ୍ୟାରେଣ୍ଟି, ୨୪ ନିର୍ବାଚନୀ ଇସ୍ତାହାରରେ ସବୁ ବର୍ଗକୁ ଗୁରୁତ୍ଵଭୁବନେଶ୍ୱର : ୨୦୨୪ ସାଧାରଣ ନିର୍ବାଚନ ପାଇଁ ଇସ୍ତାହାର ପତ୍ର ପ୍ରକାଶ କରିଛି ରାଜ୍ୟ କଂଗ୍ରେସ । ସବୁ ବର୍ଗକୁ ସୁହାଇଲା ଭଳି ୯ ଗ୍ୟାରେଣ୍ଟି ରଖିଛି ଦଳ। ୨୪ ବର୍ଷର ବିଜେଡ଼ି ଶାସନ ଓ ୯ ବର୍ଷର ବିଜେପି ଶାସନରେ ଯାହା…

ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ…

ସମ୍ବଲପୁର: ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଗୁରୁତର। କାର ଦୁର୍ଘଟଣାରେ ପ୍ରସନ୍ନ ଆଚାର୍ଯ୍ୟ ଆହତ ହୋଇଛନ୍ତି। ଭୁବନେଶ୍ଵରରୁ ବରଗଡ଼ ଫେରୁଥିବାବେଳେ ରେଢାଖୋଲ ବେଲଗଡ ଠାରେ ଘଟିଥିଲା ଏକ ଦୁର୍ଘଟଣା। ଏକ ଟ୍ରକ୍ ସହ କାରର ମୁହାମୁହିଁ ଧକ୍କା ହେବା ଫଳରେ ଗୁରୁତର ଭାବେ ଆହତ ହୋଇଛନ୍ତି। ତାଙ୍କୁ…

ତାତିରୁ ମିଳିବ ଆଶ୍ୱସ୍ତ, ୩ ଦିନ ଏହି ସବୁ…

ଭୁବନେଶ୍ବର: ରାଜ୍ୟରେ ତାତିରୁ ମିଳିଛି ସାମାନ୍ୟ ଆଶ୍ୱସ୍ତି । କାଳବୈଶାଖୀ ବର୍ଷା ପ୍ରଭାବରେ ରାଜ୍ୟରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି । ଆଜିଠୁ ୩ ଦିନ ଧରି ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି । ଏନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପେଗ କେନ୍ଦ୍ର । …

ମେଣ୍ଟକୁ ନେଇ ବିଜେଡ଼ି ଚୁପ୍, କାହିଁକି…

ଭୁବନେଶ୍ୱର: ମେଣ୍ଟକୁ ନେଇ ବିଜୁ ଜନତା ଦଳ ଚୁପ। ନବୀନ ନିବାସରେ ବୈଠକ ସରିବା ପରେ ଲାଗୁଥିଲା ମେଣ୍ଟ ଚର୍ଚ୍ଚାରେ ସ୍ପଷ୍ଟ ଚିତ୍ର ସାମ୍ନାକୁ ଆସିବ । କିନ୍ତୁ ସେମିତି କିଛି ହେଲାନି। ବୈଠକ ପରେ ନେତା ବାହାରକୁ ଆସିଲେ। କହିଲେ ନିର୍ବାଚନ ରଣ କୌଶଳ ନେଇ ଆଲୋଚନା ହେଲା। ଜିଲ୍ଲା ପର୍ଯ୍ୟବେକ୍ଷକ ବରିଷ୍ଠ…

ସରିଲା ବିଜେଡିର ଗୁରୁତ୍ୱପୂର୍ଣ୍ଣ ବୈଠକ,…

ଭୁବନେଶ୍ବର: ନବୀନ ନିବାସରେ ଶେଷ ହୋଇଛି ବିଜେଡିର ଗୁରୁତ୍ୱପୂର୍ଣ୍ଣ ବୈଠକ। ନିର୍ବାଚନ ତାରିଖ ଘୋଷଣା ହେବାକୁ ଆଉ କିଛିଦିନ ବାକି ଥିବାବେଳେ ନିର୍ବାଚନମଣ୍ଡଳୀର ସ୍ଥିତି ସମ୍ପର୍କରେ ରିପୋର୍ଟ ଦେଇଥିଲେ ବିଭିନ୍ନ ଜିଲ୍ଲାରେ ନିୟୋଜିତ ଥିବା ଦଳର ପର୍ଯ୍ୟବେକ୍ଷକ। ପ୍ରତି ନିର୍ବାଚନମଣ୍ଡଳୀରେ ଦଳର ସ୍ଥିତି ନେଇ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବଢିଲା…

ଭୁବନେଶ୍ବର: ରାଜ୍ୟ ସରକାର ଆଜି ସବୁ ବର୍ଗର ଶ୍ରମିକଙ୍କ ପାଇଁ ସର୍ବନିମ୍ନ ମଜୁରୀ ବୃଦ୍ଧି କରିଛନ୍ତି । ଚାରୋଟି ବର୍ଗ ଯଥା ଅଣକୁଶଳୀ, ଅର୍ଦ୍ଧ କୁଶଳୀ, କୁଶଳୀ ଓ ଅତ୍ୟନ୍ତ କୁଶଳୀ ଶ୍ରମିକ ଏହି ନିଷ୍ପତ୍ତି ଦ୍ବାରା ଉପକୃତ ହେବେ । ଏ ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି ।…

ନିୟମକୁ ଫୁ, ଫର୍ମ ପକାଇବାକୁ ଟଙ୍କା…

ଭୁବନେଶ୍ୱର: ସଧାରଣ ବର୍ଗଙ୍କ ପାଇଁ ୧୦୦୦। ଏସସି, ଏସଟି ଏବଂ ଶାରିରୀକ ଭିନ୍ନକ୍ଷମଙ୍କ ପାଇଁ ୫୦୦। ସରକାରୀ ଚାକିରୀ ଆବେଦନ ପାଇଁ ଏଭଳି ଫି ମାଗୁଛି ଏସଏସବି ବା ରାଜ୍ୟ ପ୍ରବରଣ ମଣ୍ଡଳୀ। ୨୦୨୨ ବିଜ୍ଞପ୍ତି ଅନୁସାରେ ରାଜ୍ୟ ସରକାର ଫି ଛାଡ କରିଛନ୍ତି।ଏହାକୁ ରାଜ୍ୟର ସମସ୍ତ ନିଯୁକ୍ତି ସଂସ୍ଥା କାର୍ଯ୍ୟକାରୀ…

ଦିଲ୍ଲୀରୁ ଫେରି ମେଣ୍ଟ ପ୍ରସଙ୍ଗରେ…

ଭୁବନେଶ୍ୱର: ଓଡ଼ିଶାରେ ବିଜେପି- ବିଜେଡି ମେଣ୍ଟ ନେଇ ଆଲୋଚନା ଚାଲିଥିବା କଥାକୁ ଶେଷରେ ସ୍ୱୀକାର କରିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ଆଜି ଦିଲ୍ଲୀରୁ ଫେରିବା ପରେ ମେଣ୍ଟ ଚର୍ଚ୍ଚା ନେଇ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ମନମୋହନ କହିଛନ୍ତି, ଆଲୋଚନା ଚାଲିଛି । ସବୁ ଠିକ୍ ଚାଲିଛି । ଆମର…

ତାତିରୁ ମିଳିବ ଆଶ୍ୱସ୍ତି, କାଲିଠୁ…

ଭୁବନେଶ୍ୱର : ତାତିରେ ଲାଗିବ ବ୍ରେକ ଗୁଳୁଗୁଳିରୁ ମିଳିବ ଆଶ୍ୱସ୍ତି। ଆସନ୍ତା କାଲିଠୁ ଓଡିଶାର କିଛି କିଛି ସ୍ଥାନରେ ହାଲକା ମଧ୍ୟମ ଧାରଣ ବର୍ଷା ହେବ। ପଶ୍ଚିମା ଝଡ ପ୍ରଭାବରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ବାଲେଶ୍ବର,…

ଓଡିଶାରେ ଗଡିଲା ତୃତୀୟ ବନ୍ଦେ ଭାରତ…

ଭୁବନେଶ୍ଵର: ଆଉ ଗୋଟିଏ ପାଦ ଆଗେଇଲା ଓଡ଼ିଶାର ରେଳ ଭିତ୍ତିଭୂମି । ରାଜ୍ୟକୁ ମିଳିଲା ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍‌ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ବିଶାଖାପାଟଣା-ଭୁବନେଶ୍ଵର ବନ୍ଦେ ଭାରତ ଏକ୍ସପ୍ରେସ୍‌ ସେବାର ଶୁଭାରମ୍ଭ କରିଛନ୍ତି। ଗୁଜୁରାଟର ଅହମ୍ମଦାବାଦ ଗସ୍ତରେ ଥିବା ବେଳେ…