Browsing Category
ରାଜ୍ୟ
ମହା କାର୍ତ୍ତିକର ପହିଲି ପଞ୍ଚୁକ,…
ଆଠଗଡ ୦୪/୧୧: ମହାକାର୍ତ୍ତିକର ପହିଲି ପଞ୍ଚକ । ଚନ୍ଦ୍ରଚୁଡ଼ ବେଶରେ ଦର୍ଶନ ଦେଉଛନ୍ତି ବାବ ଧବଳେଶ୍ୱର । କାର୍ତ୍ତିକ ମାସ ଧର୍ମର ମାସ ହୋଇଥିବାରୁ ଦେବ ଦେବ ମହାଦେବଙ୍କୁ ଦର୍ଶନ କଲେ କୋଟି ଜନ୍ମର ପୂର୍ଣ୍ଣ୍ୟ ମିଳିବା ସହିତ ମାନସିକ ଶାନ୍ତି ମିଳିଥାଏ ବୋଲି ଧାର୍ମିକ ବିଶ୍ୱାସ ରହିଛି ।
ହେଲେ ଚଳିତ…
ହାତୀ ଆକ୍ରମଣରେ ଫରେଷ୍ଟ ଗାର୍ଡ ମୃତ,…
ଅନୁଗୁଳ ୦୪/୧୧: ଅନୁଗୁଳ ନାଲକୋ ନିକଟସ୍ଥ କୁଲାଡ଼ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ମୃତ । ମୃତ ବ୍ୟକ୍ତି ହେଲେ ଶରତ ଘଡେଇ । ସେ ଅନୁଗୁଳରେ ଫରେଷ୍ଟ ଗାର୍ଡ ଭାବେ କାର୍ଯ୍ୟରତ ଥିଲେ । ହାତୀ ଘଉଡାଇବା ପାଇଁ ଯାଇଥିବା ବେଳେ ହାତୀ ତାଙ୍କୁ ମାରିଦେଇଛି । ତାଙ୍କ ଘର ତାଳଚେର ଥାନା ଅନ୍ତର୍ଗତ ଜନ୍ଦାବହାଳ ବୋଲି…
୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୫ କୋଭିଡ୍…
ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮ ଜଣ କ୍ୱାରେଣ୍ଟାଇନ୍ ରହିଥିବା ବେଳେ ୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା…
କଟକରେ ରାସ୍ତାଉପରେ କଲେଜ ଛାତ୍ରୀଙ୍କୁ…
କଟକରେ କଲେଜ ଛାତ୍ରୀଙ୍କୁ ଯୁବକର ଛୁରାମାଡ । ପ୍ରତାପନଗରୀ ନିକଟରେ କଲେଜ ଛାତ୍ରୀଙ୍କୁ ଆକ୍ରମଣ କରାଯାଇଛି । ବସରେ ଫେରିବା ବେଳେ ଆକ୍ରମଣ କରିଥିଲେ ଜଣେ ଯୁବକ । ଛାତ୍ରୀଙ୍କ ହାତ ଓ ଗୋଡରେ କ୍ଷତ ଚିହ୍ନ ଥିବା ବେଳେ ଆକ୍ରମଣର କାରଣ ଅସ୍ପଷ୍ଟ ରହିଛି । ଏନେଇ ଥାନାରେ ମାମଲା ରୁଜୁ ହୋଇଛି ।
ସାକ୍ଷୀଗୋପାଳ ମନ୍ଦିରରେ ଭକ୍ତଙ୍କୁ ରାଧା…
ଭକ୍ତଙ୍କୁ ରାଧା ପାଦ ଛୁଇଁବା ମନା । କଟକଣା ଲଗାଇଲା ପୁରୀ ଜିଲ୍ଲା ପ୍ରଶାସନ । ଏନେଇ ସୂଚନା ଦେଇଛନ୍ତି ଉପଜିଲ୍ଲାପାଳ ଭବତରଣ ସାହୁ । ସାକ୍ଷୀଗୋପାଳ ମନ୍ଦିରରେ ରାଧାଙ୍କ ଦର୍ଶନ କରିପାରିବେ ଭକ୍ତ ହେଲେ, ପାଦ ଛୁଇଁବାକୁ ପ୍ରଶାସନ ପକ୍ଷରୁ କରାଗଲା ମନା । ଆସନ୍ତାକାଲି ସାକ୍ଷୀଗୋପାଳ ମନ୍ଦିରରେ ଅଁଳା ନବମୀ…
ଧବଳେଶ୍ୱର ପୀଠରେ ୧୪୪ ଧାରା: ଏବର୍ଷ…
ଆଠଗଡ ପୀଠରେ ଜାରି ହୋଇଛି ୧୪୪ ଧାରା । ଏହାକୁ ଦୃଷ୍ଟିରେ ରଖି ଏବର୍ଷ ଧବଳେଶ୍ୱର ଯାତ୍ରା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି ପ୍ରଶାସନ । ଧବଳେଶ୍ୱର ପୀଠକୁ କୌଣସି ଶ୍ରଦ୍ଧାଳୁଙ୍କୁ ଯିବାକୁ ଅନୁମତି ଦିଆଯିବନି । ଆଗକୁ ପଞ୍ଚୁକ ଓ ବଡ ଓଷା ଥିବାରୁ ଏମିତି କରିବାକୁ ନିଷ୍ପତ୍ତି ନିଆଯାଇଛି । ଏନେଇ…
ଅର୍ଚ୍ଚନା ନାଗ ଗିରଫ ମାମଲା, ଆସନ୍ତା ୫ରେ…
ଭୁବନେଶ୍ୱର ୦୧।୧୧: ବ୍ଲାକମେଲ୍ କ୍ୱିନ୍ ଅର୍ଚ୍ଚନା ନାଗ ଗିରଫ ମାମଲା । ଆସନ୍ତା ୫ ତାରିଖରେ ଅର୍ଚ୍ଚନାଙ୍କ ମାମଲାର ହେବ ଶୁଣାଣି । ଅକ୍ଷୟ ପରିଜାଙ୍କ ପକ୍ଷରୁ ହୋଇଥିବା ଅଭିଯୋଗ ଉପରେ ଶୁଣାଣି ହେବ । ଭୁବନେଶ୍ୱର ଏସ୍ଡିଜେଏମ୍ କୋର୍ଟ କରିବେ ଶୁଣାଣି । ପୂର୍ବରୁ ଗତ ଅକ୍ଟୋବର ୧୪ ତାରିଖରେ ମାମଲାର…
୨୪ ଘଣ୍ଟାରେ ଚିହ୍ନଟ ହେଲେ ୩୭ କୋଭିଡ୍…
ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୨ ଜଣ କ୍ୱାରେଣ୍ଟାଇନ୍ ରହିଥିବା ବେଳେ ୧୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୦୭ ଜଣ ସଂକ୍ରମିତ…
ବନ୍ଦ କୋଠରୀରୁ ୪ଜଣଙ୍କ ମୃତଦେହ ମିଳିବା…
ବରଗଡ଼ ୩୧।୧୦ : ବରଗଡ ଭେଡେନ ଜାମଡୋଲ ଗାଁରେ ଗୋଟିଏ ଘରୁ ୪ ଗଳିତ ଶବ ଉଦ୍ଧାର ଘଟଣାରେ ପୋଲିସର ତନାଘନା। ଘର ଭିତରୁ ହତ୍ୟା ପାଇଁ ବ୍ୟବହାର ହୋଇଥିବା ହାତୁ଼ଡି, ବିଷ ପାଉଡର, କିଛି ଔଷଧ ଏବଂ ଘରର ତାଲା ଚାବି ଜବତ କରିଛି ପୋଲିସ ।
ଖବର ଅନୁଯାୟୀ, ରବିବାର ସଂଧ୍ୟାରେ ଏହି ଗାଁର ଗୋଟିଏ ଘରେ ୪ ଜଣଙ୍କ…
ଡିଜି କ୍ୟାମ୍ପ ଅଫିସରେ ରାଜ୍ୟ ପୋଲିସର…
ଭୁବନେଶ୍ୱର ୩୧।୧୦: ଧାମନଗର ଉପନିର୍ବାଚନ ନେଇ ସଜାଗ ରାଜ୍ୟ ପୋଲିସ । ଡିଜି କ୍ୟାମ୍ପ ଅଫିସରେ ଗୁରୁତ୍ୱପୂର୍ଣ୍ଣ ବୈଠକ । ପୋଲିସ ଡିଜି ସୁନୀଲ ବଂଶଲଙ୍କ ଅଧ୍ୟକ୍ଷତାରେ ଚାଲିଛି ବୈଠକ । ଏହି ବୈଠକରେ ଗୁଇନ୍ଦା ବିଭାଗ ନିର୍ଦ୍ଦେଶକ ସଂଜୀବ ପଣ୍ଡା, ଆଇନ୍ ଶୃଙ୍ଖଳା ଏଡିଜି ରାଧାକୃଷ୍ଣ ଶର୍ମୀ ପ୍ରମୁଖ ଉପସ୍ଥିତ…