Browsing Category
ରାଜ୍ୟ
ବିଧାୟକ ମହମ୍ମଦ ମୋକିମଙ୍କୁ ଆଶ୍ୱସ୍ତି
କଟକ: କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍ଙ୍କୁ ଆଶ୍ଵସ୍ତି । ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶ ଉପରେ ହାଇକୋର୍ଟଙ୍କ ରହିତାଦେଶ । ରହିତାଦେଶ ପରେ ମୋକିମଙ୍କ ବିଧାୟକ ପଦ ବଜାୟ ରହିଲା । ଆସନ୍ତା ଫେବୃଆରୀ ୨୨ ତାରିଖରେ ପରବର୍ତ୍ତୀ ଶୁଣାଣି ହେବ।
ସୂଚନାନୁଯାୟୀ, ବିଧାୟକ ମହମ୍ମଦ ମୋକିମ୍ଙ୍କୁ ଭିଜିଲାନ୍ସ…
ବିଜେଡିରୁ ବହିଷ୍କୃତ ହେଲେ ରାଜେନ୍ଦ୍ର…
ଭୁବନେଶ୍ୱର ୧୯/୧୦: ବିଜେଡିରୁ ବହିଷ୍କୃତ ହେଲେ ପୂର୍ବତନ ବିଧାୟକ ରାଜେନ୍ଦ୍ର ପ୍ରସାଦ ଦାସ । ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ବିଦା ହେଲେ ରାଜୁ ଦାସ । ଦଳୀୟ ସୁପ୍ରିମୋ ନବୀନ ପଟ୍ଟନାୟକ ନିର୍ଦ୍ଦେଶ କ୍ରମେ ଦଳରୁ ବାହାର କରାଗଲା ।
ସୂଚନା ଥାଉକି, ଧାମନଗର ଉପ-ନିର୍ବାଚନରେ ସ୍ୱାଧୀନ ପ୍ରାର୍ଥୀ…
୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୩ କୋଭିଡ୍…
ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୨ ବର୍ଷ ବୟସ ମଧ୍ୟରେ ୮ ଜଣ ସଂକ୍ରମିତ ରହିଛନ୍ତି ।…
ଆସୁଛି ବାତ୍ୟା !
ଭୁବନେଶ୍ୱର: ଆସୁଛି ବାତ୍ୟା । ବିଭିନ୍ନ ମଡେଲ ବାତ୍ୟା ଆକଳନ କରୁଥିବା ବେଳେ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ବି ବାତ୍ୟାର ଆଭାସ ଦେଇଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ଆକଳନ ଅନୁୟାୟୀ ୨୪ ରୁ ୨୬ ତାରିଖ ମଧ୍ୟରେ ରାଜ୍ୟରେ ବାତ୍ୟା ହୋଇପାରେ । ତେବେ ୨୨ ତାରିଖ ସୁଦ୍ଧା ବାତ୍ୟା ନେଇ…
ପୁରସ୍କାର ପାଇଲା କନ୍ଧମାଳ ହଳଦୀ
ଫୁଲବାଣୀ: କନ୍ଧମାଳ ହଳଦୀକୁ ପୁଣି ମିଳିଲା ଏନଆଇପି ଆୱାର୍ଡ l କୃଷି ବର୍ଗରେ ସବୁଠାରୁ ଅଧିକ ଭୋଟ ପାଇ ଏହି ପୁରସ୍କାର ପାଇଛି କନ୍ଧମାଳ ହଳଦୀ l ନୂଆଦିଲ୍ଲୀରେ ଆଇପି କନଫରେନ୍ସରେ କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋଏଲଙ୍କ ଉପସ୍ଥିତିରେ ଏହି ପୁରସ୍କାର ଦିଆଯାଇଛି। ତେବେ ଏହି ପୁରସ୍କାର ଗ୍ରହଣ କରିବାକୁ କେହି…
ଫ୍ୟାମିଲି କୋର୍ଟରେ ପୁଣିଥରେ ହାଜର ହେଲେ…
କଟକ: କଟକ ଫ୍ୟାମିଲି କୋର୍ଟରେ ପୁଣିଥରେ ହାଜର ହେଲେ ସାଂସଦ ଅନୁଭବ ମହାନ୍ତି ଏବଂ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ । ହେଲେ ବର୍ଷାଙ୍କ ସାକ୍ଷ୍ୟଗ୍ରହଣ କାର୍ଯ୍ୟ ଆଜିବି ସମ୍ପର୍ଣ୍ଣ ହୋଇପାରିନାହିଁ । ସାକ୍ଷ ସମ୍ବନ୍ଧୀୟ କାଗଜପତ୍ରର ନକଲ ଅନୁଭବଙ୍କୁ ଦିଆଯାଇନଥିବାରୁ ଆଜି ସାକ୍ଷ୍ୟ ଗ୍ରହଣ ସମ୍ଭବ…
୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୯ କୋଭିଡ୍…
ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୯ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୨ ବର୍ଷ ବୟସ ମଧ୍ୟରେ ୪ ଜଣ ସଂକ୍ରମିତ ରହିଛନ୍ତି ।…
ଜାମିନ ଆବେଦନ ଶୁଣାଣି ବେଳେ କାନ୍ଦିଲେ…
ଝାରପଡା ଜେଲରେ ଥିବା ବ୍ଲାକମେଲର ଅର୍ଚ୍ଚନା ନାଗଙ୍କ ଜାମିନ ମାମଲାରେ ରାୟ ସଂରକ୍ଷିତ ରଖିଛନ୍ତି କୋର୍ଟ । ଶୁକ୍ରବାର ଏସଡିଜେଏମ କୋର୍ଟରେ ଜାମିନ ଆବେଦନ କରିଥିଲେ ଅର୍ଚ୍ଚନା । ଏହି ମାମଲାରେ କୋର୍ଟ ଉଭୟ ପକ୍ଷଙ୍କ ଯୁକ୍ତି ଶୁଣିବା ପରେ ରାୟ ସଂରକ୍ଷିତ ରଖିଛନ୍ତି । ଅର୍ଚ୍ଚନାଙ୍କ ବିରୋଧରେ ସଙ୍ଗୀନ ଦଫା…
ନବୀନ୍ଙ୍କ ବଡ଼ ଘୋଷଣା, ସରିଲା ଚୁକ୍ତି…
ଭୁବନେଶ୍ୱର: ଜନ୍ମଦିନ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଡ଼ ଘୋଷଣା କରିଛନ୍ତି । ରାଜ୍ୟରେ ଲାଗୁ ହୋଇଥିବା ଚୁକ୍ତି ଭିତ୍ତିକ ଚାକିରୀ ବ୍ୟବସ୍ଥା ଉଚ୍ଛେଦ କରିବା ନେଇ କ୍ୟାବିନେଟ୍ରେ ନିଷ୍ପତ୍ତି ହୋଇଛି ।
ଚୁକ୍ତି ଭିତ୍ତିକ ନିଯୁକ୍ତି ଉଚ୍ଛେଦ ନେଇ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି ।…
୧୮ ତାରିଖରେ ଘୂର୍ଣ୍ଣିବଳୟ, ୨୦ ତାରିଖରେ…
୧୮ରେ ଘୂର୍ଣ୍ଣିବଳୟ, ୨୦ରେ ଲଘୁଚାପ କ୍ଷେତ୍ର । ୧୮ ତାରିଖ ବେଳକୁ ଉତ୍ତର-ଆଣ୍ଡାମାନ ସାଗର ଓ ତା’ର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି । ୨୦ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ପରିଣତ ହୋଇପାରେ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ ।…