thelifelinemedia
Latest Odisha News, Breaking News Today
Browsing Category

ରାଜ୍ୟ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୯ କୋଭିଡ୍…

ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩ ଜଣ ସଂକ୍ରମିତ ରହିଛନ୍ତି ।…

ଜଟିଳ ହେଉଛି ଦିନେଶ-ଦୀପିକା ବିବାଦ

ବ୍ରହ୍ମପୁର ୦୭/୧୦: ଦିନେଶ୍-ଦୀପିକା ବିବାଦ ଏବେ ହାଟରେ ପଡ଼ି ଦାଣ୍ଡରେ ଗଡ଼ୁଛି। କେତେବେଳେ ଘରେ ପରିବାରବର୍ଗ ତ ଆଉ କେତେବେଳେ ଚାବି ପକେଇ ବାହାରେ। ଏସବୁ ଭିତରେ ଦୀପିକା ନ୍ଯାୟ ଦାବିରେ ଧାରଣା ଜାରି ରଖିଛନ୍ତି। ତାଙ୍କ ଧାରଣା ଏବେ ପହଞ୍ଚିଛି ୬୬ ଦିନରେ ପହଞ୍ଚିଛି। ତେବେ ଏପର୍ଯ୍ଯନ୍ତ ଦିନେଶଙ୍କ ଦେଖା…

ପ୍ରକାଶ ପାଇଲା ଓସିଏସ ରେଜଲ୍ଟ

ଭୁବନେଶ୍ୱର: ଓଡିଶା ସିଭିଲ ସର୍ଭିସ ପରୀକ୍ଷା ୨୦୨୦-୨୧ର ରେଜଲ୍ଟ ପ୍ରକାଶ କରିଛି ଓଡିଶା ଲୋକସେବା ସେବା ଆୟୋଗ । ତେଜସ୍ୱିନୀ ବେହେରା ଓସିଏସ ଟପ୍ପର ହୋଇଛନ୍ତି । ମୋଟ ୩୯୨ ଜଣ ପ୍ରାର୍ଥୀ ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି। ୨୪୪ ଜଣ ପୁଅ କୃତକାର୍ଯ୍ୟ ହୋଇଥିବା ୧୪୮ ଜଣ ଝିଅ କୃତକାର୍ଯ୍ୟ ହୋଇଛନ୍ତି।…

୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୩ କୋଭିଡ୍…

ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୧ ଜଣ ସଂକ୍ରମିତ ରହିଛନ୍ତି ।…

୧୦ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ବର : ବଙ୍ଗୋପସାଗରରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଏବେ ଦକ୍ଷିଣ-ଉପକୂଳ ଆନ୍ଧ୍ରପ୍ରଦେଶରେ ସମୁଦ୍ର ପୃଷ୍ଠରୁ ୩.୧ କିଲୋମିଟର ଉପରେ ରହିଛି । ଏହାର ପ୍ରଭାବରେ ଉପକୂଳ ଆନ୍ଧ୍ରପ୍ରଦେଶ ଓ ଓଡ଼ିଶାରେ ବର୍ଷା ଲାଗି ରହିଛି । ଅନ୍ୟପକ୍ଷରେ ଦକ୍ଷିଣ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି…

କଟକରେ ଭସାଣି ଶୋଭାଯାତ୍ରା ବେଳେ ୨ ସାହି…

କଟକ: ଦଶହରା ‌ପରେ ମା’ ଦୁର୍ଗାଙ୍କ ଭସାଣି ଶୋଭାଯାତ୍ରା ସମୟରେ ଗୁରୁବାର କଟକ ସହରରେ ୨ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ହୋଇଛି। ଉଭୟ ଗୋଷ୍ଠୀର ଉତ୍ତ୍ୟକ୍ତ ଲୋକେ ଢେଲାପଥର ମାଡ଼ କରିଥିବା ଜଣାପଡ଼ିଛି। ସୁରକ୍ଷା ପାଇଁ ମୁତୟନ ଥିବା କିଛି ପୁଲିସ କର୍ମଚାରୀ ସାମାନ୍ୟ ଆହତ ଥିବା ଜଣାଯାଇଛି। ଉତ୍ତେଜନାମୂଳକ…

ପ୍ରବଳ ବର୍ଷା ପାଇଁ ଶ୍ରୀକ୍ଷେତ୍ରରେ…

ପ୍ରତିକୂଳ ପାଗ ଓ ପ୍ରବଳ ବର୍ଷା ପାଇଁ ଗୁରୁବାର ଶ୍ରୀକ୍ଷେତ୍ରରେ ପ୍ରସିଦ୍ଧ ଗୋଷାଣି ଯାତ୍ରା ସ୍ଥଗିତ ରହିଛି। ପରମ୍ପରା ଅନୁସାରେ ସିଂହଦ୍ଵାର ପାଖରେ ସାତ ସାହି ୪୨କନ୍ଦିର ପ୍ରାୟ ୬୦ଟି ମେଢ଼ ଏକାଠି ହେବା ପାଇଁ ଆୟୋଜନ ହୋଇଥିଲା। କିନ୍ତୁ ୦ବର୍ଷା ପାଇଁ ଗୁରୁବାର ତାହା ସ୍ଥଗିତ ରହିଛି। ଆସନ୍ତାକାଲି ପାଗ…

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୯ କୋଭିଡ୍…

ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୬ ଜଣ ସଂକ୍ରମିତ ରହିଛନ୍ତି ।…

ନୀଳଚକ୍ର ଉପରେ ଚଢ଼ିଗଲେ ପୂଜକ,…

ପୁରୀ, ୦୫/୧୦: ପୁଣି ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାକୁ ନେଇ ଉଠିଲା ପ୍ରଶ୍ନ । ଶ୍ରୀମନ୍ଦିର ବେଢ଼ା ଭିତରେ ଥିବା ଅଗ୍ନିଶ୍ଵର ମନ୍ଦିର ପୂଜକ ନୀଳଚକ୍ର ଉପରେ ଚଢ଼ିଯାଇଥିବା ଅଭିଯୋଗ ହୋଇଛି । ସେବାୟତ ମାନେ ପୋଲିସକୁ ଖବର ଦେବାପରେ ସମ୍ପୃକ୍ତ ପୂଜକ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ସେବାୟତଙ୍କ…

ଆହୁରି ୫ ଦିନ ଲାଗି ରହିବ ବର୍ଷା,…

ଦୁର୍ବଳ ହୋଇଛି ପଶ୍ଚିମ ବଙ୍ଗୋପସାଗର ସୃଷ୍ଟି ହୋଇଥିବା ଲଘୁଚାପ । ହେଲେ ଏବେ ବି ଆନ୍ଧ୍ର ଉପକୂଳରେ ସକ୍ରିୟ ରହିଛି । ଯଦିଓ ଲଘୁଚାପ ଦୁର୍ବଳ ହୋଇଛି, ତଥାପି ରାଜ୍ୟରେ ଆଗାମୀ ୫ ଦିନ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ପଶ୍ଚିମ ବଙ୍ଗୋପସାଗର ଓ ଆନ୍ଧ୍ର ଉପକୂଳରେ ସୃଷ୍ଟି ହୋଇଥିବା…