Browsing Category
ରାଜ୍ୟ
ଦୁର୍ଗାପୂଜାକୁ ନେଇ ପୋଲିସର ପ୍ରସ୍ତୁତି,…
କଟକ : ଦୁର୍ଗାପୂଜାକୁ ନେଇ କମିଶନରେଟ୍ ପୋଲିସର ପ୍ରସ୍ତୁତି । ସହରର ବିଭିନ୍ନ ସମ୍ବେଦନଶୀଳ ସ୍ଥାନମାନଙ୍କ ଉପରେ କଡ଼ା ନଜର ରଖାଯିବ । ଏହାସହ ସହରକୁ ଜଗିବେ ୫୫ ପ୍ଲାଟୁନ୍ ପୋର୍ସ ବୋଲି କହିଛନ୍ତି ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ।
ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ସହରକୁ ଜଗିବେ ପୋଲିସ…
ଦଶହରା ପୂର୍ବରୁ ଏସ୍ଟିଏଫ୍କୁ ସଫଳତା,…
ଭୁବନେଶ୍ୱର,୦୧/୧୦: ଏସଟିଏଫ୍ ପଞ୍ଝାରେ ବ୍ରାଉନସୁଗାର ବେପାରୀ । ଭୁବନେଶ୍ବର ହଳଦୀପଡିଆ ବସ୍ତିରୁ ୧ କେଜି ୧୫୦ ଗ୍ରାମ ବ୍ରାଉନସୁଗାର ଜବତ କରିଛି ଏସଟିଏଫ ଟିମ୍ । ଏଥିରେ ଜଡ଼ିତ ବ୍ରାଉନସୁଗାର ବେପାରୀ ସିଦ୍ଧାର୍ଥ ନାୟକକୁ ଗିରଫ କରିଛି ପୋଲିସ୍ । ଜବତ ବ୍ରାଉନସୁଗାରର ଆନୁମାନିକ ମୁଲ୍ୟ ୧ କୋଟି ୧ ଲକ୍ଷ…
ଭିଜିବ ପାର୍ବଣ, ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର, ୦୧/୧୦: କରୋନା ଡର କମିଛି । ଦୀର୍ଘ ୨ ବର୍ଷ ପରେ ଦଶହରା ଉତ୍ସବ ପାଳନ ପାଇଁ ସବୁ ଅପେକ୍ଷା କରିଛନ୍ତି । କିନ୍ତୁ, ସବୁ ଆଶା ଓ ଉତ୍ସାହକୁ ପାଣିଚିଆ କରିଦେବ ପାଣିପାଗ । ବର୍ଷା ପ୍ରତିଦିନ ହେଉଛି । ଆଗକୁ ଆହୁରି ବଢ଼ିବ । ଏମିତିକି ଆସନ୍ତା ନବମୀ ଓ ଦଶମୀ ଦିନ ପ୍ରବଳ ବର୍ଷା ହୋଇପାରେ । କୃଷି…
୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୪୬ କୋଭିଡ୍…
ଭୁବନେଶ୍ୱର: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୬ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୬୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୩ ଜଣ…
ଗାଡି ଚାଳକଙ୍କୁ ବଡ ଆଶ୍ୱସ୍ତି
ଭୁବନେଶ୍ୱର ୩୦/୦୯: ଗାଡି ଚାଳକଙ୍କୁ ବଡ ଆଶ୍ୱସ୍ତି । ବଢିବ ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍ ଅବଧି । ଡେଡଲାଇନ ବଢାଇବାକୁ ସରକାର ପକ୍ଷରୁ ଦିଆଯାଇଛି ପ୍ରସ୍ତାବ । ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍ ଅବଧି ଗୋଟିଏ ମାସ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି ସରକାର ।
ଏନେଇ ହାଇକୋର୍ଟକୁ…
୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୩ କୋଭିଡ୍…
ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୯ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୮୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୨୦ ଜଣ ସଂକ୍ରମିତ ରହିଛନ୍ତି…
୨୪ ଘଣ୍ଟା ମଧ୍ୟରେ ୨୦ ଜିଲ୍ଲାରେ ପ୍ରବଳ…
ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଏବଂ ଏହାର ଆଖପାଖ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସହ ବର୍ତ୍ତମାନ ଏହା ଆନ୍ଧ୍ରପ୍ରଦେଶ ଉପକୂଳରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବସ୍ଥିତ ରହିବା ସହ ସମୁଦ୍ର ପତନଠାରୁ ୧.୫ କିଲୋମିଟର ପର୍ଯ୍ୟନ୍ତ ବିସ୍ତାରିତ ହୋଇ ସକ୍ରିୟ ରହିଛି।…
ORHDC ଦୁର୍ନୀତି ମାମଲା: କଂଗ୍ରେସ୍…
କଟକ,୨୯/୦୯: ORHDC ଦୁର୍ନୀତି ମାମଲାରେ ଦଣ୍ଡାଦେଶ ଶୁଣାଇଲେ ଭିଜିଲାନ୍ସ କୋର୍ଟ । କଟକ ସଦର ବିଧାୟକ ତଥା ମେଟ୍ରୋ ବିଲ୍ଡର୍ସର ପରିଚାଳନା ନିର୍ଦ୍ଦେଶକ ମହମ୍ମଦ ମୋକିମ୍ଙ୍କୁ ୩ ବର୍ଷ ଜେଲ୍ ଦଣ୍ଡ ଶୁଣାଇଛନ୍ତି କେର୍ଟ । ମୋକିମ୍ମଙ୍କ ସହିତ ଅନ୍ୟ ୩ ଜଣଙ୍କୁ ମଧ୍ୟ ଜେଲ୍ ଦଣ୍ଡ ଶୁଣାଇଛନ୍ତି କୋର୍ଟ ।…
୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୮୦ କୋଭିଡ୍…
ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୮୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୬ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୭୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୧ ଜଣ ସଂକ୍ରମିତ ରହିଛନ୍ତି…
ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ…
ପୁରୀ ୨୮/୦୯: ପୁରୀରେ ଭାରତର ବରିଷ୍ଠ କ୍ରିକେଟ ଖେଳାଳି ହରଭଜନ ସିଂ। ଆଜି ଅପରାହ୍ଣରେ ହରଭଜନ ସିଂ ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ଚତୁର୍ଦ୍ଧା ବିଗ୍ରହଙ୍କୁ ଦର୍ଶନ କରି ଆଶିଷ ଭିକ୍ଷା କରିଛନ୍ତି। ଏହାସହ ମା ବିମଳା ଓ ମହାଲକ୍ଷ୍ମୀଙ୍କ ସହ ପାର୍ଶ୍ଵ ଦେବାଦେବୀଙ୍କ ଦର୍ଶନ ମଧ୍ୟ କରିଛନ୍ତି। ତେବେ…