Browsing Category
ରାଜ୍ୟ
ଏଥର ଦଶହରାରେ ଭିଜିବ ଓଡ଼ିଶା
ଭୁବନେଶ୍ୱର, ୨୬/୦୯: ଚଳିତ ବର୍ଷ ଦୁର୍ଗା ପୂଜାର ମାହୋଲ ଟିକେ ଫିକା ପଡ଼ିବାର ସମ୍ଭାବନା ରହିଛି । କାରଣ ଏଥର ଦଶହରାରେ ଭିଜିବ ଓଡ଼ିଶା । ଦକ୍ଷିଣ ଚୀନ୍ ସାଗରରେ ଟାଇଫୁନ ନୋରୁର ପ୍ରଭାବରେ ଆସନ୍ତା ଅକ୍ଟୋବର ୨ ରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଲଘୁଚାପ…
୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୪ କୋଭିଡ୍…
ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୬ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୬୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୨୫ ଜଣ ସଂକ୍ରମିତ ରହିଛନ୍ତି ।…
NH କଡ଼ରେ ପଡିଛି ଯୁବକଙ୍କ ମୃତଦେହ
ଭୁବନେଶ୍ୱର ୨୫।୦୯: ଜାତୀୟ ରାଜପଥ କଡ଼ରେ ପଡିଛି ମୃତଦେହ । ଚନ୍ଦକା ଥାନା କଣ୍ଟାବାଡ଼ ପଞ୍ଚାୟତ ଗୋଡିବାରି ଜାତୀୟ ରାଜପଥ କଡ଼ରେ ପଡିଛି ମୃତଦେହ । ଏବେ ଯାଏଁ ପରିଚୟ ଅସ୍ପଷ୍ଟ ରହିଛି । ଚନ୍ଦକା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।
ଖବର ଅନୁଯାୟୀ, ରବିବାର ସକାଳେ ଜାତୀୟ ରାଜପଥ କଡ଼ରେ ଏହି…
ରାଜ୍ୟରେ ସକ୍ରିୟ ଘୂର୍ଣ୍ଣିବଳୟ
ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲାଗିରହିଛି ବର୍ଷା । ୨୭ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସମ୍ଭାବନା । ଏହା ପ୍ରଭାବରେ ୨ ଦିନ ବର୍ଷା ସମ୍ଭାବନା । ଦକ୍ଷିଣ ଓଡ଼ିଶାରେ ସ୍ଥାନେ ସ୍ଥାନେ ହୋଇପାରେ ପ୍ରବଳ ବର୍ଷା । ପୁଣି ଅକ୍ଟୋବର ପ୍ରଥମ ସପ୍ତାହରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି । ଏହା…
୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୧୧ କୋଭିଡ୍…
ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୧୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୩ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୮୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୨୬ ଜଣ ସଂକ୍ରମିତ ରହିଛନ୍ତି ।…
ନକଲି ଔଷଧ ବିକ୍ରି ମାମଲା; ୨ ମାଷ୍ଟର…
କଟକ ୨୪/୦୯: କଟକ ନକଲି ଔଷଧ କାରବାର ମାମଲାରେ ପୁଲିସକୁ ସଫଳତା। ଚିହ୍ନଟ ହେଲେ ନକଲି ଔଷଧ ଯୋଗାଇଥିବା ବିହାରର ଦୁଇ ବ୍ୟବସାୟୀ। ଏନେଇ କଟକ ଡିସିପି ପିନାକ ମିଶ୍ରଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି।
ସେ କିହିଛନ୍ତି, କଟକ ନକଲି ଔଷଧ କାରବାରରେ ଔଷଧ ଯୋଗାଉଥିବା ଦୁଇ ବ୍ୟବସାୟୀଙ୍କୁ ପୁଲିସ ଚିହ୍ନଟ…
ହସ୍ପିଟାଲରୁ ଡିସଚାର୍ଜ ହେଲେ ଅଭିନେତା…
ଭୁବନେଶ୍ୱର ୨୪/୦୯: ହସ୍ପିଟାଲରୁ ଡିସଚାର୍ଜ ହେଲେ ଓଲିଉଡ ଷ୍ଟାର ବାବୁସାନ ମହାନ୍ତି । ଗତ କିଛି ଦିନ ହେବ ଅସୁସ୍ଥ ହୋଇ ଭୁବନେଶ୍ୱରର ଘରୋଇ ମେଡିକାଲରେ ଚିକିତ୍ସିତ ହେଉଥିଲେ । ତେବେ ଡିସଚାର୍ଜ ପୂର୍ବରୁ ବାବୁସାନଙ୍କୁ ଭେଟିବାକୁ ଆସିଥିଲେ ପତ୍ନୀ ତୃପ୍ତି ଶତପଥୀ । ବାବୁସାନ୍ଙ୍କୁ ଦେଖା କରିବାକୁ ସେ…
୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୨୨ କୋଭିଡ୍…
ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୦ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୯୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୬ ଜଣ ସଂକ୍ରମିତ ରହିଛନ୍ତି ।…
ରତ୍ନଭଣ୍ଡାର ମରାମତି ପ୍ରସଙ୍ଗ : ତର୍ଜମା…
ଭୁବନେଶ୍ୱର ୨୩।୦୯: ରତ୍ନଭଣ୍ଡାର ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଆଇନମନ୍ତ୍ରୀ ଜଗନ୍ନାଥ ସାରକା । ଯେତେବେଳେ ଆବଶ୍ୟକ ପଡେ ସେବେ ମରାମତି କଥା ଆସେ । ଏଏସ୍ଆଇ ଯେଉଁ ଚିଠି ଲେଖିଛନ୍ତି ତାକୁ ତର୍ଜମା କରିବା ପରେ ନିଷ୍ପତ୍ତି ନିଆଯିବ । ଆଲୋଚନା ପର୍ଯ୍ୟାଲୋଚନା ପରେ ହିଁ ନିଷ୍ପତ୍ତି ନିଆଯାଇ ପାରିବ ।…
ଭରତିଆ ଟାୱାରେ ଅଗ୍ନିକାଣ୍ଡ, ୪ ମହଲା…
କଟକ, ୨୩/୦୯: ବାଦାମବାଡି ଭରତିଆ ଟାୱାରେ ଅଗ୍ନିକାଣ୍ଡ ଘଟିଛି । ଟାୱାରର ୪ ମହଲା ଉପରେ ନିଆଁ ଲାଗିଥିବା ଜଣାପଡ଼ିଛି । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ଅଗ୍ନିସମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଥିବା ଜଣାପଡ଼ିିଛି ।