thelifelinemedia
Latest Odisha News, Breaking News Today
Browsing Category

ରାଜ୍ୟ

ଆସୁଛି ଆଉ ଏକ ଲଘୁଚାପ

୨୪ ଘଣ୍ଟା ଭିତରେ ଅବପାତରେ ପରିଣତ ହେବ ସୁଦୃଶ୍ୟ ଲଘୁଚାପ। ଯାହାର ପ୍ରଭାବରେ ରବିବାର ପର୍ଯ୍ୟନ୍ତ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହା ପରେ ୧୨ ଓ ୧୩ ତାରିଖରେ ବର୍ଷାର ପରିମାଣ କମିଯିବ। ସେହିପରି ଆସନ୍ତା ୧୮ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା…

ପୁରୀ ଜିଲ୍ଲାପାଳଙ୍କ ଟ୍ବିଟର ଆକାଉଣ୍ଟ…

ପୁରୀ : ପୁରୀ ଜିଲ୍ଲାପାଳଙ୍କ ଟ୍ବିଟର ଆକାଉଣ୍ଟ ହ୍ୟାକ୍‌ ଏନେଇ ଆଇ.ଟି. ବିଭାଗକୁ ଅଭିଯୋଗ ଜଣାଇଛନ୍ତି ଜିଲ୍ଲାପାଳ ଖୁବ୍‌ ଶିଘ୍ର ନିଆଯିବ କାର୍ଯ୍ୟାନୁଷ୍ଠାନ କିଏ ଏବଂ କାହିଁକି ଆକାଉଣ୍ଟ ହ୍ୟାକ୍‌ କରିଛି ତଦନ୍ତ ପରେ ସ୍ପଷ୍ଟ ହେବ ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ସୂଚନା…

୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୬୯ କୋଭିଡ୍…

ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୧୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୯ ଜଣ ସଂକ୍ରମିତ…

୧୪ ଜିଲ୍ଲାରେ ପ୍ରବଳ ବର୍ଷିବ !

୧୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା। ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।  ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି।  ଏହି ସବୁ ଜିଲ୍ଲା ଗୁଡିକ ହେଲା- ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ନୟାଗଡ଼,…

ଭୁବନେଶ୍ୱରରେ ମେଡିସିନ ଷ୍ଟୋରରେ ଚଢାଉ,…

ଭୁବନେଶ୍ୱର ୦୯/୦୯: ରାଜଧାନୀରେ ବ୍ରାଣ୍ଡ ନାଁରେ ନକଲି ଔଷଧ ବିକ୍ରି ହେଉଥିବା ଅଭିଯୋଗ । ଏହି ଅଭିଯୋଗ ପରେ ରାଜଧାନୀର ବିଭିନ୍ନ ମେଡିସିନ ଷ୍ଟୋରରେ ଡ୍ରଗ କଣ୍ଟ୍ରୋଲ ବିଭଗର ଚଢ଼ାଉ କରାଯାଇଛି । ରସୁଲଗଡ ସ୍ଥିତ ସ୍ଵସ୍ତିକ ଡ୍ରଗ ହାଉସରେ ଚଢ଼ାଉ କରିଛି ଡ୍ରଗସ୍ କଣ୍ଟ୍ରୋଲ ବିଭାଗ । ପ୍ରଥମେ କଟକରେ ଏଭଳି…

ବର୍ଷା ଅନୁଭବ ବିବାଦ; ଉଭୟ ଫ୍ୟାମିଲି…

କଟକ ୦୯/୦୯: ବର୍ଷା ଅନୁଭବ ପାରିବାରିକ ବିବାଦ ମାମଲା। ବର୍ଷା ଓ ଅନୁଭବଙ୍କୁ ୫ ହଜାର ଟଙ୍କା ଲେଖାଏଁ ଦାଖଲ ପାଇଁ ନିର୍ଦ୍ଦେଶ। ଉଭୟଙ୍କୁ ସେପ୍ଟେମ୍ୱର ୧୪ ତାରିଖ ସୁଦ୍ଧା ଟଙ୍କା ଦାଖଲ କରିବାକୁ କଟକ ଫାମିଲି କୋର୍ଟ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଉଭୟ ପକ୍ଷଙ୍କ ପିଟିସନକୁ କୋର୍ଟ ମଞ୍ଜୁରୀ ଦେଇଛନ୍ତି।…

ପୁଣି ରାଜଧାନୀରେ ଆତ୍ମହତ୍ୟା

ରାଜଧାନୀରେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ଏୟାରଫିଲ୍ଡ ଥାନା ଭୀମଟାଙ୍ଗୀ ହାଉସିଂ ବୋର୍ଡ କଲୋନୀରୁ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ପରିଚୟ ଅଶୋକ କୁମାର ପ୍ରଧାନ‌(୩୩) ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ, ଯୁବକ ଜଣକ ଅନେକ ସମୟରେ ଗଞ୍ଜେଇ ଓ ଡ୍ରଗ୍ସ ସେବନ କରୁଥିଲେ। ସେ ଜଣେ…

୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୫୪ କୋଭିଡ୍…

ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୫୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୦୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୨ ଜଣ ସଂକ୍ରମିତ…

ବଙ୍ଗୋପସାଗରରେ ସୃଷ୍ଟିହେଲା ଲଘୁଚାପ; ୫…

ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ଏବଂ ପାର୍ଶ୍ୱବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହେବା ସହ ଏହି ଲଘୁଚାପ ପ୍ରଭାବରେ ଆସନ୍ତାକାଲି (ଶୁକ୍ରବାର) ଠାରୁ ଆଗାମୀ ୫ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟର ବିଭିନ୍ନ…

୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ…

ବ୍ରହ୍ମପୁର: ଲାଞ୍ଚ ନେବା ଅଭିଯୋଗରେ ଆଜି ଗଂଜାମ ଜିଲ୍ଲା ଶିକ୍ଷା ବିଭାଗର ଦୁଇ ଜଣ କନିଷ୍ଠ କିରାଣୀଙ୍କୁ ବ୍ରହ୍ମପୁର ଭିଜିଲାନ୍ସ ବିଭାଗ ଗିରଫ କରିଛି। ସେମାନେ ହେଲେ ଗଂଜାମ ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର କନି‌ଷ୍ଠ କିରାଣି ସୁଶୀଲ କୁମାର ପଟ୍ଟନାୟକ ଏବଂ ଆସ୍କା ସ୍ଥିତ ଜୟପୁର ନୋଡ଼ାଲ୍…