Browsing Category
ରାଜ୍ୟ
ବଡ଼ ବନ୍ୟା ଟାଳିବାକୁ ପ୍ରଶାସନକୁ ସଜାଗ…
ଭୁବନେଶ୍ବର: ବର୍ତ୍ତମାନ ସ୍ଥିତି ଅନୁଯାୟୀ ମଧ୍ୟମ ଧରଣର ବନ୍ୟା ବୋଲି କହି ପାରିବା। ପ୍ରବଳ ବନ୍ୟାକୁ ଏଡ଼ାଇ ପାଇଁ ପଦକ୍ଷେପ ନିଆଯାଉଛି। ଏହା କହିଛନ୍ତି ସ୍ୱତନ୍ତ୍ର ରିଲିଫ କମିସନର ପ୍ରଦୀପ ଜେନା। ସେ କହିଛନ୍ତି, ତେଲ ନଦୀରେ ୫ ଲକ୍ଷ କ୍ୟୁସେକ ପାଣି ଆସୁଥିବାରୁ ହୀରାକୁଦର ୮ଟି ଗେଟ ବନ୍ଦ କରାଗଲା। ତେଣୁ…
ହୀରାକୁଦ ଜଳଭଣ୍ଡାରରୁ ୮ଟି ଗେଟ୍ ବନ୍ଦ
ସମ୍ବଲପୁର: ମହାନଦୀର ତଳିଆ ଅଞ୍ଚଳବାସୀଙ୍କୁ ସାମାନ୍ୟ ଆଶ୍ବସ୍ତି ମିଳିଛି। ହୀରାକୁଦ ଜଳଭଣ୍ଡାରରୁ ୮ଟି ଗେଟ୍ ବନ୍ଦ ହୋଇଛି। ଡ୍ୟାମରୁ ୮ଟି ଗେଟ୍ ବନ୍ଦ ହେବା ପରେ ୨୬ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଛି। ହୀରାକୁଦ ଜଳଭଣ୍ଡାରର କଣ୍ଟ୍ରୋଲ ରୁମ୍ ପକ୍ଷରୁ ସୂଚନା। ସୂଚନା ଅନୁସାରେ ଡ୍ୟାମର…
୧୯ ଅଗଷ୍ଟରେ ଆଉ ଏକ ଲଘୁଚାପ
ଭୁବନେଶ୍ୱର: ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳର ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ଅବପାତ ରୂପରେ ଉତ୍ତର-ଛତିଶଗଡ ଏବଂ ପାର୍ଶ୍ୱବର୍ତ୍ତୀ ପୂର୍ବ-ମଧ୍ୟପ୍ରଦେଶ ଅଞ୍ଚଳରେ ସକ୍ରିୟ ରହିଛି। ଗତ ୬ ଘଣ୍ଟା ମଧ୍ୟରେ ଅବପାତ ଘଣ୍ଟା ପ୍ରତି ୨୧ କିମି ବେଗରେ ଗତି…
୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୮୮ କୋଭିଡ୍…
ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୮୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮୬ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୦୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୧୪ ଜଣ ସଂକ୍ରମିତ…
୧୨ ଘଣ୍ଟାରେ ଅବପାତର ରୂପ ନେବ ଲଘୁଚାପ
ଓ୍ବେଲମାର୍କ ଲୋ’ପ୍ରେସର ପରିଣତ ହେଲା ଲଘୁଚାପ । ଆସନ୍ତା ୧୨ ଘଣ୍ଟାରେ ଅବପାତର ରୂପ ନେଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଛତିଶଗଡ଼ ଆଡ଼କୁ ମୁହାଁଇବ । ଆଜି ୧୦ ଜିଲ୍ଲାରେ ମୂଷଳଧାରାରେ ବର୍ଷା ହୋଇପାରେ । ୧୦ ଜିଲ୍ଲାକୁ ରେଡ୍ , ୧୧ ଜିଲ୍ଲାକୁ ଅରେଞ୍ଜ ଏବଂ ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି ।…
ଟ୍ୱିନ୍ସିଟିରେ ପ୍ରବଳ ବର୍ଷା ନେଇ ଆଲର୍ଟ
ଭୁବନେଶ୍ୱର: ଟ୍ବିନସିଟିରେ ପ୍ରବଳ ବର୍ଷା ନେଇ ସତର୍କତା ଜାରି କଲା ପାଣିପାଗ କେନ୍ଦ୍ର । ବିଭିନ୍ନ ସ୍ଥାନରେ ସୃଷ୍ଟି ହୋଇପାରେ ଟ୍ରାଫିକ ସମସ୍ୟା । ତଳିଆ ଅଞ୍ଚଳ ଜଳମଗ୍ନ ହେବା ସମ୍ଭାବନା । ଘଣ୍ଟାପ୍ରତି ୨୦ରୁ ୩୦ ମିଲିମିଟର ବର୍ଷା ଆକଳନ କରିଛି ପାଣିପାଗ କେନ୍ଦ୍ର ।
ତେଣୁ ଏହି ବର୍ଷା ସମୟରେ…
ପ୍ରବଳ ବର୍ଷା ଓ ବନ୍ୟା ନେଇ…
ଭୁବନେଶ୍ବର: ରାଜ୍ୟରେ ବର୍ଷା ଜାରି ରହିଛି। ମହାନଦୀ ଓ ବୈତରଣୀରେ ବନ୍ୟାଜଳସ୍ତରବ ବଢ଼ିଛି। ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆଜି ଘନୀଭୂତ ହେଉଛି। ଏହା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ। ଅବପାତ ପରେ ଛତିଶଗଡ଼ ମୁହାଁ ହେବ ଲଘୁଚାପ। ଏହାର ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା…
୭ ଜିଲ୍ଲାକୁ ରେଡ ଆଲର୍ଟ ଜାରି
ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆଜି ଘନୀଭୂତ ହେଉଛି। ଏହା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ। ଅବପାତ ପରେ ଛତିଶଗଡ଼ ମୁହାଁ ହେବ ଲଘୁଚାପ। ଏହାର ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଅଛି। ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ…
କଟକରେ ଅପମିଶ୍ରିତ ଛେନା ବିକ୍ରି ଅଭିଯୋଗ
କଟକ: ନିଆଳି ଛେନାର ମାନକୁ ନେଇ ସନ୍ଦେହ । ନିଆଳି ଓ ଗୋବିନ୍ଦପୁର ଅଞ୍ଚଳରୁ କଟକକୁ ଆସୁଥିବା ଛେନାର ମାନକୁ ନେଇ ଅଭିଯୋଗ ହେବା ପରେ ସିଏମସି ଓ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ଚଢଉ କରାଯାଇଛି । କଟକ ଲିଙ୍କରୋଡ ନିକଟରେ ଥିବା ଛେନା ବ୍ୟବସାୟ କେନ୍ଦ୍ରରେ ଚଢଉ କରାଯାଇ ନମୂନା ସଂଗ୍ରହ କରାଯାଇଛି ।…
ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ?
ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ ୩୧ ତାରିଖରେ ସରୁଛି । ତାଙ୍କ ସ୍ଥାନରେ କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ସେ ନେଇ ଏବେ ପାୱାର କରିଡର୍ରେ ଚର୍ଚ୍ଚା ଚାଲିଛି ।
୨୦୨୨ ଫେବୃଆରୀରେ ଶ୍ରୀ ମହାପାତ୍ରଙ୍କ କାର୍ଯ୍ୟକାଳ ଶେଷ ହୋଇଥିଲା । କେନ୍ଦ୍ର ସରକାରଙ୍କ ଅନୁମତି କ୍ରମେ…