Browsing Category
ରାଜ୍ୟ
ଖୋଲିବ ହୀରାକୁଦ ଜଳଭଣ୍ଡାରର ଗେଟ୍
ହୀରାକୁଦ: ଗୁରୁବାର ପୁଣି ଖୋଲିବ ହୀରାକୁଦ ଜଳଭଣ୍ଡାରର ଗେଟ୍ । ଦିନ ୧୧.୩୦ଟା ପରେ ଆଜି ପୁଣି ବନ୍ୟାଜଳ ନିଷ୍କାସନ କରାଯିବା ନେଇ ଡ୍ୟାମ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ଉପରମୁଣ୍ଡରେ କ୍ରମାଗତ ବର୍ଷା ଓ ଜଳସ୍ତର ବୃଦ୍ଧି ଯୋଗୁଁ ଏପରି ନିଷ୍ପତ୍ତି ନେଇଛନ୍ତି ।
ପର୍ଯ୍ୟାୟକ୍ରମରେ ଆଜି ୧୧.୩୦ ପରେ…
ଭାଇ-ଭଉଣୀର ପବିତ୍ର ସମ୍ପର୍କର ପର୍ବ
ଆଜି ରକ୍ଷାବନ୍ଧନ । ଭାଇ-ଭଉଣୀର ପବିତ୍ର ସମ୍ପର୍କର ପର୍ବ । ଭାଇ ଭଉଣୀର ସ୍ନେହ ବନ୍ଧନକୁ ଦୃଢ କରିଥାଏ ରେଶମୀ ଡୋରି । ଭାଇ ହାତରେ ରାକ୍ଷୀ ବାନ୍ଧି ସୁରକ୍ଷା ମାଗିଥାଏ ଭଉଣୀ ରକ୍ଷା କରିବା ପାଇଁ ବନ୍ଧାଯାଉଥିବା ପବିତ୍ର ସୂତାକୁ ରାକ୍ଷୀ ପୂର୍ଣ୍ଣିମା କୁହାଯାଏ ।
ଭଉଣୀଟିଏ ଭାଇର ଶୁଭମନାସୀ ଭାଇର ହାତରେ…
ସ୍ୱାଭାବିକ୍ ହେଲା ଲିଙ୍ଗରାଜଙ୍କ…
ଭୁବନେଶ୍ୱର : ସ୍ୱାଭାବିକ ହେଲା ଲିଙ୍ଗରାଜ ମନ୍ଦିରର ନୀତିକାନ୍ତି । ଗତ ୯ ତାରିଖ ସନ୍ଧ୍ୟା ୪ ଟାରୁ ବନ୍ଦ ଥିଲା ନୀତି । ଏଥିପାଇଁ ମହାପ୍ରଭୁ ଲିଙ୍ଗରାଜଙ୍କୁ ଉପାସରେ ରହିବାକୁ ପଡିଥିଲା । ଏନେଇ ସୂଚନା ଦେଇଛନ୍ତି ପୂଜାପଣ୍ଡା ନିଯୋଗ ସମ୍ପାଦକ ସଚିକାନ୍ତ ପୂଜାପଣ୍ଡା । ସୂଚନା ଥାଉକି, ଶ୍ରୀ ଲିଙ୍ଗରାଜଙ୍କ…
୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୩୦ କୋଭିଡ୍…
ଭୁବନେଶ୍ୱର ୧୧।୦୮ : ରାଜ୍ୟରେ ଖସୁଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୩୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୧୧ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୧୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୨୩…
ରାକ୍ଷୀ ପୂର୍ଣ୍ଣିମା ଅବସରରେ…
ଭୁବନେଶ୍ବର: ରାକ୍ଷୀ ପୂର୍ଣିମା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। କୋଭିଡକୁ ଦୃଷ୍ଟିରେ ରଖି ଗହଳି ନ କରି ଜନସାଧାରଣ ନିରାପଦରେ ରକ୍ଷାବନ୍ଧନ ପର୍ବ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏଥି ସହିତ ଆସନ୍ତାକାଲି ରକ୍ଷାବନ୍ଧନ ପାଇଁ ନବୀନ…
୧୩ରେ ଆଉ ଏକ ଲଘୁଚାପ
ଭୁବନେଶ୍ୱର: ଅଗଷ୍ଟ ୧୩ ତାରିଖ, ଶନିବାର ଦିନ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଚିହ୍ନିତ ହେବାର ସମ୍ଭାବନା ଅଛି ଏବଂ ଏହା ପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଆଡକୁ ଗତି କରିବାର ସମ୍ଭାବନା ଅଛି। ଏହି ଲଘୁଚାପ ପ୍ରଭାବରେ…
ମହିମା ମିଶ୍ରଙ୍କ ସାନପୁଅ ଚର୍ଚ୍ଚିତ…
ଭୁବନେଶ୍ବର: ପାରାଦୀପ ବନ୍ଦରରେ ଘରୋଇ ସଂସ୍ଥାକୁ ଅନୁକମ୍ପା ଓ ଲାଞ୍ଚ ମାମଲାରେ ଶିଳ୍ପପତି ମହିମା ମିଶ୍ରଙ୍କ ସାନପୁଅ ଚର୍ଚ୍ଚିତ ମିଶ୍ରଙ୍କ ଜାମିନ୍ ଆବେଦନ ଖାରଜ ହୋଇଛି। ସିବିଆଇ କୋର୍ଟ ଚର୍ଚ୍ଚିତ ଓ ଦେବପ୍ରିୟ ମହାନ୍ତିଙ୍କ ଜାମିନ୍ ଖାରଜ କରିଛନ୍ତି। ଏହି ମାମଲାରେ କେବଳ ବିଲ୍ଡର ଶିଶିର ଦାସଙ୍କୁ…
ନାବାଳିକା ଦୁଷ୍କର୍ମ ମାମଲା: ଅଭିଯୁକ୍ତକୁ…
ଜଣେ ନାବାଳିକାଙ୍କୁ ଅସଦାଚରଣର ପ୍ରତିବାଦ କରିବାରୁ ସମ୍ପୃଙ୍କ ପୀଡ଼ିତାଙ୍କ ଦାଦାଙ୍କୁ ହତ୍ୟା କରାଯାଇଥିଲା ୨୦୧୫ ଏପ୍ରିଲ ୧୪ରେ ଘଟିଥିବା ଏହି ଅପରାଧର ବିଚାର କରି ଢେଙ୍କାନାଳ ଅତିରିକ୍ତ ଜିଲ୍ଲା ଦୌରାଜଜ୍ ସ୍ୱତନ୍ତ୍ର ପୋକସୋ ଅଦାଲତ ଆଜି ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରିବା ସହିତ ୭ବର୍ଷ ସଶ୍ରମ…
ପ୍ରକାଶ ପାଇଲା ଯୁକ୍ତ ଦୁଇ କଳା ଓ…
ଭୁବନେଶ୍ୱର: ପ୍ରକାଶ ପାଇଲା ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଫଳ ପ୍ରକାଶ କରାଯାଇଛି । କଳାରେ ପାସ୍ ହାର ମୋଟ ୮୧.୧୦ ପ୍ରତିଶତ ରହିଛି । ଖୋର୍ଦ୍ଧା ଜିଲ୍ଲାରେ ପାସ୍ ହାର ସର୍ବାଧିକ ରହିଛି । କଳାରେ ଛାତ୍ରଙ୍କ ପାସ୍ହାର ଅପେକ୍ଷା…
ଭୁବନେଶ୍ୱରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ…
କଟକ: ଓଡିଶାରେ ଗୃହମନ୍ତ୍ରୀ ଅମିତ ଶାହ । ଆଜି ଭୁବନେଶ୍ୱର ଓ କଟକରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ପବିତ୍ର ଶ୍ରାବଣ ଶେଷ ସୋମବାରରେ ଶ୍ରୀ ଲିଙ୍ଗରାଜଙ୍କୁ ଦର୍ଶନ କରିବେ । ଶାହଙ୍କ ଓଡ଼ିଶା ଗସ୍ତ…