Browsing Category
ରାଜ୍ୟ
ଶକ୍ତିଶାଳୀ ହେଉଛି ଲଘୁଚାପ, ନେଇପାରେ…
ଭୁବନେଶ୍ୱର: ଓଡ଼ିଶା ଉପକୂଳ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି । ଏହା ସମୁଦ୍ରରେ ରହି ବଳ ଗୋଟାଉଛି । ଦୁଇ ଦିନ ସମୁଦ୍ରରେ ରହିବା ପରେ ୯ ତାରିଖରେ ଏହା ଅବପାତର ରୂପ ନେବ । ପରେ ଛତିଶଗଡ ଆଡ଼କୁ ମୁହାଁଇବ । ଏହା ଡିପ୍ ଡିପ୍ରେସନ୍ ବା ଗଭୀର ଅବପାତର ରୂପ…
୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୫୨ କୋଭିଡ୍…
ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୫୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୮୧ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୭୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୩୨ ଜଣ ସଂକ୍ରମିତ…
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ୧୧ ତାରିଖ ଯାଏ ପ୍ରବଳ ବର୍ଷିବ । ଆଜି ପାଇଁ ୧୧ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଆଜି ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।
ତେବେ ମାଲକାନଗିରି, କୋରାପୁଟ,ନବରଙ୍ଗପୁର, ନୂଆପଡ଼ା,…
କାଠଯୋଡ଼ି ନଦୀ ଉପରେ ହେବ ନୂଆ ବ୍ରିଜ୍
କଟକ: କାଠଯୋଡ଼ି ନଦୀ ଉପରେ ହେଵ ନୂଆ ଵ୍ରିଜ । ଵେଲଭ୍ୟୁ-ତ୍ରୀଶୁଳିଆ ମଧ୍ୟରେ ହେଵ ନୂଆ ଵ୍ରିଜ । ଵ୍ରିଜ ନିର୍ମାଣ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି । ସରକାରଙ୍କ ନିଷ୍ପତ୍ତି ନେଇ ସୂଚନା ଦେଇଛନ୍ତି କଟକର ପୂର୍ବତନ ବିଧାୟକ ଦେଵାଶିଷ ସାମନ୍ତରାୟ ।
କଟକ ଵିଜେଡିର ଜିଲ୍ଲା ସଭାପତି…
୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୩୦ କୋଭିଡ୍…
ଭୁବନେଶ୍ୱର : ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୩୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୨୭ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩୦୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୩୦ ଜଣ…
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୩୬ ଜଣ…
ଭୁବନେଶ୍ୱର: ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୩୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୮୮ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩୪୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୬୯…
୫ରୁ ବଦଳିବ ପାଗ
ଭୁବନେଶ୍ବର : ତାତିରୁ ସାମାନ୍ୟ ଆଶ୍ବସ୍ତି ମିଳିବ। ଆସନ୍ତା ୫ ତାରିଖଠାରୁ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ପାଣିପାଗ କେନ୍ଦ୍ର କହିଛନ୍ତି ଯେ ଆସନ୍ତା ଦୁଇ ଦିନ ଧରି ଉପକୂଳ ଓଡ଼ିଶା ସମେତ ରାଜ୍ୟର ଅଧିକାଂଶ ସ୍ଥାନରେ…
ବୁଷ୍ଟର ଡୋଜ୍ ପାଇଁ ଲୋକଙ୍କର ନାହିଁ…
ଭୁବନେଶ୍ୱର: ବୁଷ୍ଟର ଡୋଜ ନେବାକୁ ଆଗ୍ରହ ଦେଖାଉ ନାହାନ୍ତି ଲୋକ,ଚିନ୍ତା ପ୍ରକଟ କଲା ସ୍ୱାସ୍ଥ୍ୟ ବିଭାଗ । ବର୍ତ୍ତମାନ ସୁଦ୍ଧା ରାଜ୍ୟର ୮୭ ପ୍ରତିଶତ ଲୋକେ ନେଇ ନାହାନ୍ତି ବୁଷ୍ଟର ଡୋଜ । ଅର୍ଥାତ ରାଜ୍ୟର ୨ କୋଟି ୮୨ ଲକ୍ଷ ଲୋକେ ନେଇ ନାହାନ୍ତି ବୁଷ୍ଟର ଡୋଜ ବୋଲି କହିଛନ୍ତି ପରିବାର କଲ୍ୟାଣ…
ଜାତିଆଣ ଆକ୍ଷେପ ମାମଲା: ବର୍ଷା ଓ ତାଙ୍କ…
କଟକ: ବର୍ଷାଙ୍କୁ ମିଳିଲା ଅନ୍ତରୀଣ ସୁରକ୍ଷା । ବର୍ଷା, ତାଙ୍କ ଝିଆରୀ ଓ ମାଙ୍କୁ ଅନ୍ତରୀଣ ସୁରକ୍ଷା ଦେଲେ ହାଇକୋର୍ଟ । ଅନୁଭବଙ୍କ ସୁରକ୍ଷାକର୍ମୀଙ୍କୁ ଜାତିଆଣ ଆକ୍ଷେପ ନେଇ ଥିଲା ଅଭିଯୋଗ । ମାମଲାରେ ଆଗୁଆ ଜାମିନ ଆବେଦନ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ବର୍ଷା । ସୂଚନା ଥାଉକି, ସାଂସଦ…
IPS ସ୍ତରରେ ଅଦଳବଦଳ
ଭୁବନେଶ୍ବର: ଆଇପିଏସ୍ ସ୍ତରରେ ଅଦଳବଦଳ ହୋଇଛି । ସେଣ୍ଟ୍ରାଲ ଡେପୁଟେସନରୁ ଫେରିଥିବା ଯତୀନ୍ଦ୍ର କୋୟଲ ଆଇଜିପି, ପ୍ରୋଭିଜନିଙ୍ଗ ଭାବେ ନିଯୁକ୍ତ ହୋଇଛନ୍ତି । ସେହିପରି ଏସ୍. ପ୍ରବୀଣ କୁମାର ଆଇଜିପି ପର୍ସନେଲ ଭାବେ ନିଯୁକ୍ତି ହୋଇଛନ୍ତି । ପୂର୍ବରୁ ସେ ଆଇନଶୃଙ୍ଖଳା ଆଇଜି ଥିଲେ ।
ସେହିଭଳି ସଫିନ୍…