thelifelinemedia
Latest Odisha News, Breaking News Today
Browsing Category

ରାଜ୍ୟ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୭୦ କୋଭିଡ୍…

ଭୁବନେଶ୍ୱର: ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୭୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୦୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୬୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୫୭ ଜଣ…

ଆଇଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳ ବଦଳ

ଭୁବନେଶ୍ୱର: ଆଇଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳ ବଦଳ କରିଛନ୍ତି ରାଜ୍ୟ ସରକାର । ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗର ସଚିବ ବିଷ୍ଣୁପଦ ସେଠୀ ହେଲେ ଉଚ୍ଚ ଶିକ୍ଷା ସଚିବ । ବିଷ୍ଣୁପଦଙ୍କୁ ଅତିରିକ୍ତ ଭାବେ ବାଣିଜ୍ୟ ଓ ପରିବହନ ବିଭାଗର ଦାୟିତ୍ୱ ଦିଆଯାଇଛି । କେନ୍ଦ୍ରୀୟ ଡେପୁଟେସନ୍‌ରୁ ଫେରିଥିବା ଆଇଏଏସ୍‌…

କମିଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ…

ଭୁବନେଶ୍ୱର: ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୨୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୩୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୮୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୬୬ ଜଣ…

ଭୁଷୁଡି ପଡିଛି ଟ୍ରାଫିକ୍ ବ୍ୟବସ୍ଥା,…

ନୂଆପଡା: ନୂଆପଡା ଜିଲ୍ଲାର ଖଡ଼ିଆଳ ବହୁ ପୂରାତନ ଏବଂ ଏକ ପ୍ରମୁଖ ସହର । ଶିକ୍ଷା, ସ୍ୱାସ୍ଥ୍ୟ, ବାଣିଜ୍ୟ ବ୍ୟବସାୟ ପାଇଁ ଜିଲ୍ଲାର ଅଧିକାଂଶ ଲୋକ ଏହା ଉପରେ ନିର୍ଭର କରନ୍ତି । ହେଲେ ଟ୍ରାଫିକ ବ୍ୟବସ୍ଥା ଠିକ ନଥିବାରୁ ବିଭିନ୍ନ ସମୟରେ ଦୁର୍ଘଟଣା ଘଟି ଧନ ଜୀବନ ନଷ୍ଟ ହେଉଛି । ସୋମବାର ରାତିରେ ଏକ…

ରାଜ୍ୟରେ କମିଲା ଦୈନିକ କରୋନା…

ଭୁବନେଶ୍ବର: ଆଜି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ କମିଛି। ଏହା ହଜାରେ ତଳକୁ ରହିଛି। ଗତକାଲି ୭୯୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୪୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୩୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୦୮ଜଣ…

ଆଇପିଏସ୍‌-ଓପିଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ବର: ଆଇପିଏସ୍‌ ଓ ଓପିଏସ୍‌ ସ୍ତରରେ ଅଦଳବଦଳ ହୋଇଛି। ଏନେଇ ରାଜ୍ୟ ସରକାରଙ୍କ ତରଫରୁ ସୂଚନା ଦିଆଯାଇଛି। ବୌଦ୍ଧ ଓ ଦେବଗଡ଼ ଜିଲ୍ଲା ଏସ୍‌ପିଙ୍କୁ ବଦଳି ହୋଇଛି। ପ୍ରହ୍ଲାଦ ସହାଇ ମୀନାଙ୍କୁ ବୌଦ୍ଧର ନୂଆ ଏସ୍‌ପି ଭାବେ ନିଯୁକ୍ତି ମିଳିଛି। କ୍ରାଇମ୍ ଡିସିପି ପ୍ରମୋଦ ରଥଙ୍କୁ ଦେବଗଡ଼ ଏସ୍‌ପି ଭାବେ…

୨୪ ଘଣ୍ଟା ମଧ୍ୟରେ ୧୮ ଜିଲ୍ଲାରେ…

ଭୁବନେଶ୍ୱର: ରାଜ୍ୟ ଉପର ଦେଇ ଯାଇଥିବା ମୌସୁମୀ ଟ୍ରଫ୍‌ ଲାଇନ୍‌ ବର୍ତ୍ତମାନ ଦୁର୍ବଳ ଅବସ୍ଥାରେ ଗତି କରୁଛି। ସେଥିପାଇଁ ରାଜ୍ୟରେ ମୌସୁମୀ ବର୍ଷାର ସମ୍ଭାବନା ନାହିଁ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଜିଲ୍ଲାଗୁଡ଼ିକରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା…

ନାବାଳିକା ଦୁଷ୍କର୍ମକାରୀକୁ ୨୫ ବର୍ଷ…

ଫୁଲବାଣୀ: ଆଜି ଫୁଲବାଣୀ ପୋକ୍‌ସୋ କୋର୍ଟର ଅତିରିକ୍ତ ଜିଲ୍ଲା‌ ଦୌରାଜଜ୍‌ ଏକ ନାବାଳିକା ଦୁଷ୍କର୍ମ ମାମଲାର ବିଚାର କରି ଦୁଷ୍କର୍ମକାରୀ ଯୁବକକୁ ୨୫ ବର୍ଷ ସଶ୍ରମ କାରାଦଣ୍ଡ ସହିତ ୨୦ ହଜାର ଟଙ୍କା ଜରିମାନା ଶୁଣାଣି କରିଛନ୍ତି।  ଜୋରିମାନା ଅନାଦେୟ ରହିଲେ ଅଧିକ ଏକ ବର୍ଷ ଜେଲ୍‌ ଭୋଗିବାକୁ କୋର୍ଟ…

ମାସକୁ ଦୁଇ ଦିନ ସମ୍ବଲପୁରୀ ପୋଷାକ…

ଝାରସୁଗୁଡ଼ା: ମାସକୁ ଦୁଇ ଦିନ ସମ୍ବଲପୁରୀ ପୋଷାକ ପିନ୍ଧି ଅଫିସ ଆସିବା ପାଇଁ ଜିଲ୍ଲାପାଳ ସରୋଜ ସାମଲ ଆଜି ନିର୍ଦ୍ଦେଶନାମା ଜାରି କରିଛନ୍ତି। ଗତ କାଲି ସମ୍ବଲପୁରୀ ଦିନ୍ ଅବସରରେ ଏହି ନିର୍ଦ୍ଦେଶନାମା ପ୍ରକାଶ ପାଇଛି। ପ୍ରତିମାସ ଦ୍ବିତୀୟ ଓ ଚତୁର୍ଥ ଶୁକ୍ରବାର ଦିନ ସମସ୍ତ କାର୍ଯ୍ୟାଳୟର ଅଧିକାରୀ,…

୩ ଦିନ ପୂର୍ବରୁ ଶେଷ ହେଲା ବିଧାନସଭାର…

ଭୁବନେଶ୍ୱର: ଶେଷ ହେଲା ବିଧାନସଭାର ବଜେଟ ଅଧିବେଶନ। ଅନିର୍ଦ୍ଦିଷ୍ଟ କାଳ ପାଇଁ ବିଧାନସଭାକୁ ମୁଲତବୀ କରାଯାଇଛି। ୩ ଦିନ ପୂର୍ବରୁ ଅଧିବେଶନ ଶେଷ ହୋଇଛି । ଜୁଲାଇ ୨ରୁ ଅଧିବେଶନ ଆରମ୍ଭ ହୋଇଥିଲା। ପ୍ରଥମ ଦିନରେ ବଜେଟ ଉପସ୍ଥାପନ ହୋଇଥିଲା। ୨୧ଟି କାର୍ଯ୍ୟ ଦିବସ ବସିଥିଲା। ଏହି ସମୟ ମଧ୍ୟରେ ୧୧ଟି…