thelifelinemedia
Latest Odisha News, Breaking News Today
Browsing Category

ରାଜ୍ୟ

ଶାଳିନତା ଉଲ୍ଲଂଘନ କରି ଅସଭ୍ୟ ଟିପ୍ପଣୀ…

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ଭାବେ ଦେଶର ଯେକୈାଣସି ରାଜ୍ୟକୁ ଯେତେବେଳେ ବି ଯାଇପାରିବେ । ଏଥି ପାଇଁ କାହାର ଅନୁମତି ନେବା ଆବଶ୍ୟକ ନାହିଁ । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସଂପର୍କରେ ପ୍ରଶ୍ନ ପଚାରି କଂଗ୍ରେସ ଦଳ ଆଜି ର୍ନିବୋଧତାର ପରିଚୟ ଦେଇଛି । ଦେଶର ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ…

ପୁଣି ଏକ ଲଘୁଚାପ, ୩୦ରୁ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୧ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା । ୩୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନସାଗର ଅଞ୍ଚଳରେ ଏକ ନୂତନ ଘୂର୍ଣ୍ଣିବଳୟ ପ୍ରବେଶ କରିବ । ପ୍ରଭାବରେ ଉତ୍ତର ପାର୍ଶ୍ଵବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର…

ଓଡ଼ିଶାରେ ମୋଦି

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଝାରସୁଗୁଡାର ଅମଲୀପାଲିସ୍ଥିତ ପଡ଼ିଆରେ ଯୁବ ସମାବେଶରେ ପହଞ୍ଚି ବିଭିନ୍ନ ଜିଲ୍ଲାରୁ ଆସିଥିବା ଛାତ୍ରଛାତ୍ରୀଙ୍କୁ ସମ୍ବୋଧିତ କରିବେ। ପ୍ରଧାନମନ୍ତ୍ରୀ ଝାରସୁଗୁଡ଼ା ବିବାନ ବନ୍ଦରରେ ଓହ୍ଲାଇଛନ୍ତି। ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କରିବା ପାଇଁ…

ପ୍ରବଳ ବର୍ଷା, ଓଡିଶାକୁ ରେଡ ଆଲର୍ଟ ଜାରି

ଭୁବନେଶ୍ୱର: ଆସନ୍ତାକାଲି ବଙ୍ଗୋପସାଗରରେ ଲଘୁଚାପ ଏବଂ ଡିପ୍ରେସନ ସୃଷ୍ଟି ହେବ ଯେଉଁଥିପାଇଁ କଳାହାଣ୍ଡି ଜିଲ୍ଲା ପାଇଁ ରେଡ୍ ଆଲର୍ଟ ଘୋଷଣା କରାଯାଇଛି। ତେଣୁ କଳାହାଣ୍ଡି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ଏବଂ ବଜ୍ରପାତ ସହିତ ଝଡ଼ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ କଳାହାଣ୍ଡି ଜିଲ୍ଲାର…

ଆସନ୍ତାକାଲି ଓଡିଶା ଆସିବେ…

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ଝାରସୁଗୁଡ଼ା ଆସିବେ। ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗସ୍ତ ପାଇଁ ଝାରସୁଗୁଡ଼ାରେ ଏବେ ରାଜଧାନୀ ଭ୍ରମ ସୃଷ୍ଟି ହୋଇଛି। ଏହି ପରିପ୍ରେକ୍ଷୀରେ ଆଜି ସନ୍ଧ୍ୟାରେ ଝାରସୁଗୁଡ଼ା ସହରରେ ବିଜେପିର ଏକ ବଡ଼ଧରଣର ବାଇକ ରାଲି ଅନୁଷ୍ଠିତ ହୋଇଛି। ଏହି ରାଲି…

ଭିଜୁଛି ସାରା ଓଡ଼ିଶା, ଦୁଇ ଦିନ ପ୍ରବଳ…

ଭୁବନେଶ୍ଵର:ପ୍ରବଳ ବର୍ଷାରେ ଭିଜୁଛି ସାରା ଓଡ଼ିଶା। ଲଘୁଚାପ ଫଳରେ ତିନି ଦିନ ପ୍ରବଳ ବର୍ଷା। କୋରାପୁଟ ଓ ମାଲକାନଗିରିକୁ ଆରେଞ୍ଜ ଆଲାର୍ଟ ଥିବା ବେଳେ ବାକି ସବୁ ଜିଲ୍ଳା ପାଈଁ ୟେଲୋ ଆଲର୍ଟ ରହିଛି। ଗୋଟିଏ ପଟେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ଉତ୍ତର ଓଡ଼ିଶା ସଂଲଗ୍ନ ଗାଙ୍ଗେୟ…

ଓଡ଼ିଶା ନଲେଜ କର୍ପୋରେସନ୍ ଲିମିଟେଡ୍᠎᠎ର…

ଭୁବନେଶ୍ୱର: ଓଡ଼ିଶା ନଲେଜ କର୍ପୋରେସନ୍ ଲିମିଟେଡ୍᠎᠎ର (ଓକେସିଏଲ୍) ନେଟ୍᠎᠎ୱାର୍କ୍ପ ଟର୍ନର୍ସ୍ମିଟ୍ ୨୦୨୫ ଏକ ଉତ୍ସାହପୂର୍ଣ୍ଣ ଏବଂ ନବୀନ ପରିବେଶରେ ରେଳ ଅଡିଟୋରିୟମ୍, ଚନ୍ଦ୍ରଶେଖରପୁର, ଭୁବନେଶ୍ୱରରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ସ୍ତରର ପ୍ରତିନିଧି, ବିଭିନ୍ନ ଉଦ୍ୟୋଗର…

ବିକଶିତ ଭାରତ ଅଭିମୁଖେ ଭାରତୀୟ: ଜୟଶଙ୍କର

ଭୁବନେଶ୍ୱର:ପ୍ରବାସୀ ଭାରତୀୟ ଦିବସରେ ଯୋଗ ଦେଇ ବିକଶିତ ଭାରତ ଅଭିମୁଖେ ଭାରତୀୟ ବୋଲି ମତ ଦେଇଛନ୍ତି ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟ ଶଙ୍କର। ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରିଥିଲେ ବୈଦେଶିକ ବ୍ୟାପାର ମନ୍ତ୍ରୀ। କହିଥିଲେ ବିକଶିତ ଭାରତ ଅଭିମୁଖେ ଆମେ ଗତି କରୁଛେ।ପ୍ରଧାନମନ୍ତ୍ରୀଙ୍କ…

ସବୁ ମାମଲାରେ ବ୍ରହ୍ମପୁର ସାଂସଦ ପ୍ରଦୀପ…

ବ୍ରହ୍ମପୁର: ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ ସମସ୍ତ ମାମଲାରେ ଦୋଷମୁକ୍ତ ହୋଇଛନ୍ତି।ଆଜି ୩ଟି ମାମଲାରୁ ଦୋଷମୁକ୍ତ କଲେ ବ୍ରହ୍ମପୁର JMFC ଗ୍ରାମାଞ୍ଚଳ।ଟାଟାରେ ଚାକିରି ନାଁରେ ଠକେଇ ଅଭିଯୋଗ ମାମଲାରେ ନିର୍ଦ୍ଦୋଷ।ଗତକାଲି ତାଙ୍କୁ ଦୁଇଟି ମାମଲାରେ ଦୋଷମୁକ୍ତ ଘୋଷଣା କରିଥିଲେ ନ୍ୟାୟାଳୟ। ଆଜି…

ପ୍ରବାସୀ ଭାରତୀୟ ଦିବସ:ଓଡିଶାବାସୀଙ୍କ…

ଭୁବନେଶ୍ୱର:ରାଜଧାନୀ ଭୁବନେଶ୍ୱରରେ ଆରମ୍ଭ ହୋଇଛି ମେଗା ପ୍ରବାସୀ ଭାରତୀୟ ଦିବସ।ଓଡିଶାବାସୀଙ୍କ ତରଫରୁ ସମସ୍ତଙ୍କୁ ସ୍ଵାଗତ କଲେ ମୁଖ୍ୟମନ୍ତ୍ରୀ । ଆପଣ ମାନଙ୍କ ଉପସ୍ଥିତି ଭୁବନେଶ୍ଵର ପାଇଁ ଆଣିଛି ଖୁସିର ଲହରୀ । ଏହି ସମୟ ଆପଣ ମାନଙ୍କ ସ୍ମୃତିରେ ରହିବ। ଏହି କାର୍ଯ୍ୟକ୍ରମ ଆୟୋଜନ ଓଡ଼ିଶା ପାଇଁ ଗର୍ବର…