thelifelinemedia
Latest Odisha News, Breaking News Today
Browsing Category

ରାଜ୍ୟ

ମାଡ଼ି ଆସୁଛି ମୋନ୍ଥା: ସୃଷ୍ଟି ହେଲା…

ଭୁବନେଶ୍ଵର: ଉପକୂଳ ଆଡକୁ ମାଡ଼ି ଆସୁଛି ଭୀଷଣ ବାତ୍ୟା ମୋନ୍ଥା। ସମୁଦ୍ରରେ ବଳ ଗୋଟାଇ ଗଭୀର ଅବପାତରେ ପରିଣତ ହେଲା ସୃଷ୍ଟ ଲଘୁଚାପ।ସକାଳ ସାଢେ ୫ଟାରେ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ଆଗାମୀ ୧୨ ଘଣ୍ଟା ଅର୍ଥାତ ଆଜି ସନ୍ଧ୍ୟା ସୁଦ୍ଧା ବାତ୍ୟା ସମ୍ଭାବନା। ୨୪ ଘଣ୍ଟାରେ ସକ୍ରିୟ ହୋଇ ଆହୁରି…

କ୍ୟାବିନେଟରେ ୫ ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟର ୨୯ ତମ  ବୈଠକ ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ବୈଠକ ପରେ ମୁଖ୍ୟ ଶାସନ ସଚିବ କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ।…

ବାଲେଶ୍ଵର ଓ ଗଞ୍ଜାମରେ ଛୁଟି ବାତିଲ୍‌

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ପାଇଁ ବାଲେଶ୍ଵର ଏବଂ ଗଞ୍ଜାମ ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି । ପରିସ୍ଥିତି ନିୟନ୍ତ୍ରଣାଧୀନ ହେବା ପର୍ଯ୍ୟନ୍ତ କର୍ମଚାରୀ ମାନଙ୍କର ଛୁଟି ବାତିଲ ହୋଇଛି। ଯେଉଁ କର୍ମଚାରୀମାନେ ଛୁଟିରେ ଅଛନ୍ତି, ସୋମନଙ୍କୁ ତୁରନ୍ତ କାର୍ଯ୍ୟରେ ଯୋଗଦେବାକୁ…

ବାତ୍ୟା ମୁକାବିଲା ପାଇଁ ସରକାର ପ୍ରସ୍ତୁତ

ଭୁବନେଶ୍ଵର: ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାର ଏକଦମ୍ ପ୍ରସ୍ତୁତ ଅଛନ୍ତି ବୋଲି କହିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। କହିଛନ୍ତି ମୁକାବିଲା ପାଇଁ ଆମେ ପ୍ରସ୍ତୁତ ।ଓଡ଼ିଶା ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ ରାଜ୍ୟ, ଆମେ ସବୁବେଳେ ପ୍ରସ୍ତୁତ ରହି ଆସିଛି।କୃଷି ଓ ଶକ୍ତି ବିଭାଗ ସହ ଯୋଗାଯୋଗରେ…

୨୭ ସକାଳେ ନେଇପାରେ ବାତ୍ୟାର ରୂପ

ଭୁବନେଶ୍ୱର: ଆଗାମୀ ୨୫ ତାରିଖରେ ଅବପାତର ରୂପ ନେବ ଲଘୁଚାପ। ଆସନ୍ତାକାଲି ସୁଦୃଶ୍ୟ ଲଘୁଚାପର ରୂପ ନେବ। ୨୬ ତାରିଖ ବେଳକୁ ଗଭୀର ଅଭପାତର ରୂପ ନେବ। ୨୭ ସକାଳେ ବାତ୍ୟାର ରୂପ ନେଇପାରେ ଲଘୁଚାପ। ଏନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ। ଏବେ ଲଘୁଚାପ ଧୀରେ ଧୀରେ ଉତ୍ତର-ପଶ୍ଚିମ ଉତ୍ତର ଦିଗରେ…

କମିଲା ସୁନା ଦର

ଭୁବନେଶ୍ୱର: କମିଲା ସୁନା ଓ ରୂପା ମୂଲ୍ୟ । କାରଣ ନିବେଶକମାନେ ସୁନା ବଜାରରେ ଆଉ ନିବେଶ କରୁନାହାଁନ୍ତି । ଏହି ସପ୍ତାହ ଶେଷରେ ଆମେରିକୀୟ ମୁଦ୍ରାସ୍ପୀତି ତଥ୍ୟକୁ ଅପେକ୍ଷା କରିଛନ୍ତି ନିବେଶକ । ମୁମ୍ବଇରେ ୨୪କ୍ୟାରେଟ୍ ସୁନାର ମୂଲ୍ୟ ୧୦ଗ୍ରାମ ପ୍ରତି ୧,୨୫,୮୮୦ ଥିବାବେଳେ ୨୨କ୍ୟାରେଟ୍ ସୁନାର ମୂଲ୍ୟ…

ପୁଣି ମହାନଦୀକୁ ଡେଇଁଲେ ଯୁବତୀ !

କଟକ: କଟକ ମହାନଦୀରେ ପୁଣି ଅଘଟଣ। ଯୋବ୍ରା ବ୍ୟାରେଜରୁ ଜଣେ ଯୁବତୀ ଡେଇଁ ପଡିଥିବା ସୂଚନା ମିଳିଛି। ଯୁବତୀ ଜଣକ ଜଗତସିଂହପୁରର ଶିବାନୀ ମଲ୍ଲିକ ବୋଲି ଜଣାପଡିଛି। ବ୍ୟାରେଜ ଉପରୁ ମହିଳାଙ୍କ ସ୍କୁଟି ଜବତ କରାଯାଇଛି। ଶିବାନୀ ପୂର୍ବରୁ ମାନସିକ ଦୁଃଶ୍ଚିନ୍ତାରେ ଥିବା ସୂଚନା ମିଳିଛି। ଖବର ପାଇ ପୁଲିସ୍‌…

SI ପରୀକ୍ଷା ସ୍କାମ୍‌; CBI ତଦନ୍ତ…

ଭୁବନେଶ୍ଵର: ପୋଲିସ SI ସ୍କାମରେ CBI ତଦନ୍ତ ପାଇଁ ସୁପାରିସ୍‌ କଲେ ମୁଖ୍ୟମନ୍ତ୍ରୀ। ଦୁର୍ନୀତିରେ ଆନ୍ତଃରାଜ୍ୟ ସଂଗଠିତ କ୍ରିମିନାଲ ଗ୍ୟାଙ୍ଗର ସଂପୃକ୍ତି ସନ୍ଦେହ ରହିଛି। ଦୁର୍ନୀତିର ଚେର ଆନ୍ଧ୍ର ଓ ପଶ୍ଚିମବଙ୍ଗ ସହିତ ଅନ୍ୟାନ୍ୟ ରାଜ୍ୟକୁ ବ୍ୟାପି ଥାଇପାରେ। ଏସବୁକୁ ଦୃଷ୍ଟିରେ ରଖି ଦୁର୍ନୀତିର…

ପୀତବାସଙ୍କ ଘର ପାଖରେ ଭଡ଼ାରେ ଥିଲେ ସୁଟର

ବ୍ରହ୍ମପୁର:ପୀତବାସ ପଣ୍ଡାଙ୍କ ଘର ପାଖରେ ଭଡ଼ାରେ ଆସି ରହିଥିଲେ ସୁଟର। ପ୍ରଥମ ଉଦ୍ୟମ ବିଫଳ ହେବା ପରେ ମାତ୍ର ୨ ଶହ ମିଟର ଦୂରରେ ରହିଥିଲେ।ସବୁ ରେକି କରିବା ପରେ ଅକ୍ଟୋବର ୬ରେ କାର୍ଯ୍ୟକାରୀ କରିଥିଲେ। ଚିଣ୍ଟୁ ପ୍ରଧାନ ବେଙ୍ଗାଳୁରୁରୁ ଆସିଥିଲେ, ଯୋଡ଼ି ହୋଇଥିଲେ କୁରୁପତି ଭୂୟାଁ। ଘଟଣା ଦିନ ନୂଆ…

ପୀତବାସ ପଣ୍ଡା ହତ୍ୟା ମାମଲା: ବିଜେଡି…

ବ୍ରହ୍ମପୁର: ବହୁ ଚର୍ଚ୍ଚିତ ପୀତବାସ ପଣ୍ଡା ହତ୍ୟା ମାମଲାରେ ବିଜେଡି ନେତା ବିକ୍ରମ ପଣ୍ଡା ଗିରଫ ହୋଇଛନ୍ତି। ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡା ହତ୍ୟା ଘଟଣାରେ ଗଞ୍ଜାମ ବିଜେଡି ସଭାପତି ବିକ୍ରମ ପଣ୍ଡା ଗିରଫ ହୋଇଛନ୍ତି। ବିକ୍ରମ ପଣ୍ଡାଙ୍କ ସମେତ ୪ ଜଣ ଗିରଫ. ପୂର୍ବତନ ମେୟର ଶିବଶଙ୍କର ଦାସ…