thelifelinemedia
Latest Odisha News, Breaking News Today
Browsing Category

ରାଜ୍ୟ

ଦୀପାବଳି ପାଇଁ ସ୍କୁଲ, କଲେଜ ଛୁଟି

ଭୁବନେଶ୍ୱର: ଆସନ୍ତା ସୋମବାର ଦୀପାବଳି ପାଇଁ ସ୍କୁଲ ଛୁଟି। ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି ହୋଇଛି। ସେପଟେ ସୋମବାର କଲେଜ ଓ ବିଶ୍ଵ ବିଦ୍ୟାଳୟ ମଧ୍ୟ ଛୁଟି ଘୋଷଣା ହୋଇଛି । ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏହି ସୂଚନା ମିଳିଛି। ଦୀପାବଳି ପାଇଁ ଅତିରିକ୍ତ ଛୁଟି ଭାବେ ଘୋଷଣା…

୨୧ରେ ଲଘୁଚାପ

ଭୁବନେଶ୍ୱର: ବଙ୍ଗୋପସାଗରରେ ଦୁଇଟି ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ଏହା ୧୯୯୯ ମସିହା ମହାବାତ୍ୟାର ଇତିହାସକୁ ଦୋହରାଇବ ବୋଲି ଆକଳନ କରାଯାଉଛି। ୨୧ ତାରିଖ ସୁଦ୍ଧା ଦକ୍ଷିଣପୂର୍ବ ବଙ୍ଗୋପସାଗର​‌ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହା…

ସୋମବାର ଦୀପାବଳୀ ଛୁଟି ଘୋଷଣା କଲେ ରାଜ୍ୟ…

ଭୁବନେଶ୍ଵର: ଆସନ୍ତା ସୋମବାର ଓଡ଼ିଶାରେ ଦୀପାବଳି ଛୁଟି ହେବ। ଅର୍ଥାତ 20 ତାରିଖରେ ଦୀପାବଳି ଛୁଟି ନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି। ପୂର୍ବରୁ କେବେ ଦୀପାବଳୀ ପାଳନ ହେବା ନେଇ ଦ୍ୱନ୍ଦ ଉପୁଜିଥିଲା। 20 ନା 21 ତାରିଖରେ ଦୀପାବଳି ନେଇ ଲୋକେ ଦ୍ୱନ୍ଦରେ ଥିଲେ। ଦୀପାବଳି ପାଳନ ନେଇ ପୂର୍ବରୁ ମୁକ୍ତି…

ଆସିଲା ବିଜେପିର ଷ୍ଟାର୍ ପ୍ରଚାରକ ତାଲିକା

ଭୁବନେଶ୍ୱର: ନୂଆପଡା ଉପନିର୍ବାଚନ ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କଲା ବିଜେପି । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ବରେ ପ୍ରଚାର ମୈଦାନକୁ ଓହ୍ଲାଇବ ଦଳ। ବିଜେପି ରାଜ୍ୟ ସଭାପତିଙ୍କ ସମେତ ୩ କେନ୍ଦ୍ରମନ୍ତ୍ରୀ, ଓଡ଼ିଶାର ୬ ମନ୍ତ୍ରୀ ଓ ୮ ଛତିଶଗଡ ନେତା ସାମିଲ ହୋଇଛନ୍ତି । ଛତିଶଗଡ…

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର: ଆସନ୍ତା ୨୪ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇ ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତି କରି ଅଧିକ ଘନୀଭୂତ ହେବା ନେଇ ସୂଚନା ରହିଛି। ସେପଟେ ରାଜ୍ୟରେ ଏବେ ଖରାଟିଆ ଓ ଶୁଖିଲା ପାଗ…

ସରକାରୀ କର୍ମଚାରୀଙ୍କୁ ଦୀପାବଳି ଭେଟି

ଭୁବନେଶ୍ଵର: ଦୀପାବଳି ପୂର୍ବରୁ ରାଜ୍ୟ ସରକାରୀ କର୍ମଚାରୀଙ୍କୁ ବଡ଼ ଭେଟି ଦେଇଛନ୍ତି ମୋହନ ସରକାର।ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ହୋଇଛି।ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୫ ପ୍ରତିଶତରୁ ୫୮ ପ୍ରତିଶତକୁ ବୃଦ୍ଧି ପାଇଲା।ଏହା ଜୁଲାଇ ପହିଲା ୨୦୨୫ରୁ…

ନବୀନଙ୍କ ଜନ୍ମଦିନ: 79 ବର୍ଷରେ ପାଦ ଦେଲେ…

ଭୁବନେଶ୍ଵର: ଆଜି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । 79 ବର୍ଷରେ ପାଦ ଥାପିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସଂଘର୍ଷ ରୁ ଶୀର୍ଷ । 24 ବର୍ଷର ମୁଖ୍ୟମନ୍ତ୍ରୀତ୍ୱର ରେକର୍ଡ଼ ।ଜାତୀୟ ରାଜନୀତିରେ ପ୍ରଭାବୀ ବ୍ୟକ୍ତିତ୍ଵ ହେଉଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…

ନାଣ୍ଡୁ ଅପରାଧୀ ଚରିତ୍ରର ବ୍ୟକ୍ତି: ଭକ୍ତ…

ଭୁବନେଶ୍ଵର: କଂଗ୍ରେସ ଭବନ ବାହାରେ ହାଇଡ୍ରାମାକୁ ନେଇ ପିସିସି ସଭାପତି ଭକ୍ତ ଦାସ ସ୍ପଷ୍ଟମତ ରଖିଛନ୍ତି। ସେ କହିଛନ୍ତି ନାଣ୍ଡୁ ଧଳ ଜଣେ ଅପରାଧିକ ଚରିତ୍ରର ବ୍ୟକ୍ତି । ସେ କଂଗ୍ରେସର ସଦସ୍ୟ ହୋଇପାରିବେ ନାହିଁ। ସଦସ୍ୟତା ମଗାଯାଏ, ଛଡାଇକି ନିଆଯାଏନାହିଁ। ରାହୁଲ ଗାନ୍ଧୀଙ୍କ ପାଖକୁ ଯଦି ଯାଇପାରିବେ…

ସ୍ନେହାଙ୍ଗିନୀ ଛୁରିଆ ହେଲେ ବିଜେଡିର…

ଭୁବନେଶ୍ୱର: ସ୍ନେହାଙ୍ଗିନୀ ଛୁରିଆ ହେଲେ ବିଜେଡିର ନୂଆପଡ଼ା ପ୍ରାର୍ଥୀ। ବିଜେଡି ସଭାପତି ନବୀନ ପଟ୍ଟନାୟକ ବୁଧବାର ସନ୍ଧ୍ୟାରେ ନବୀନ ନିବାସଠାରେ ଏ ନେଇ ଘୋଷଣା କରିଛନ୍ତି। ନୂଆପଡ଼ା ବିଧାନସଭା ଆସନରେ ପୂର୍ବରୁ ବିଜେପି ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କରିଥିବା ସମୟରେ କଂଗ୍ରେସ ଘାସିରାମ ମାଝୀଙ୍କୁ…

ଜୟ ଢୋଲକିଆ ହେବେ ବିଜେପି ପ୍ରାର୍ଥୀ

ଭୁବନେଶ୍ୱର: ଜୟ ଢୋଲକିଆ ହେବେ ବିଜେପିର ନୂଆପଡ଼ା ପ୍ରାର୍ଥୀ । ସବୁକିଛି ଫାଇନାଲ୍ ହୋଇସାରିଛି, କେବଳ ଘୋଷଣା ବାକି ଅଛି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟସଭା ସାଂସଦ ସୁଜିତ୍ କୁମାର । ତାଙ୍କ ସୂଚନା ମୁତାବକ, ବିଜେପି ନୂଆପଡ଼ା ଉପ-ନିର୍ବାଚନ ପାଇଁ ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କରିବ । ଆସନ୍ତା ୧୬…