Browsing Category
ରାଜ୍ୟ
୧୬ରେ ନୂଆପଡା ଯିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆସନ୍ତା ୧୬ତାରିଖରେ ନୂଆପଡା ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୧୬ରେ ବିଜେପି ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ ବେଳେ ଉପସ୍ଥିତ ରହିବେ ମୁଖ୍ୟମନ୍ତ୍ରୀ । ନାମାଙ୍କନ ବେଳେ ଉପସ୍ଥିତ ରହିବା ସହ ବିଶାଳ ସମାବେଶ କରିବେ ବୋଲି ସୂଚନା ମିଳିଛି । ଏନେଇ ବିଜେପି ରାଜ୍ୟସଭା ସାଂସଦ ସୁଜିତ କୁମାର…
ମହିଳାଙ୍କୁ କାର ଦେବେ ମୋହନ ସରକାର
ଭୁବନେଶ୍ଵର: ରାଜ୍ୟରେ ମହିଳା ମାନଙ୍କୁ ସଶକ୍ତ ରୋଜଗାରକ୍ଷମ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ଆତ୍ମନିର୍ଭର ମହିଳା ଆମ ସୁବାହକ ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି। ଏ ନେଇ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା।
ସେ କହିଛନ୍ତି ୪ ବର୍ଷରେ ୧୧୦୦ ମହିଳାଙ୍କୁ କାର କିଣିବା ପାଇଁ…
ଏଥର ମାତ୍ର ଦୁଇ ଘଣ୍ଟା ଫୁଟିବ ବାଣ
ଭୁବନେଶ୍ୱର: ପାଖେଇ ଆସୁଛି ଆଲୋକର ପର୍ବ ଦୀପାବଳି । ଏଥିଲାଗି ସବୁଠି ପ୍ରସ୍ତୁତି ଜୋରଦାର ଚାଲିଛି। ଚଳିତବର୍ଷ ଅକ୍ଟୋବର ୨୦ ତାରିଖରେ ସାରା ଦେଶ ପାଳନ କରିବ ଦୀପାବଳି। ଏହାପୂର୍ବରୁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ବାଣ ଫୁଟାଇବାର ସମୟକୁ ନେଇ ଗାଇଡଲାଇନ୍ ଆସିଛି।
ଚଳିତ ବର୍ଷ ଦୀପାବଳିରେ…
ନୂଆପଡା ଉପନିର୍ବାଚନ ପାଇଁ ବିଜ୍ଞପ୍ତି…
ନୂଆପଡା:
ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି । ଫଳରେ ଆଜିଠାରୁ ନାମାଙ୍କନ ଦାଖଲ କରିପାରିବେ ପ୍ରାର୍ଥୀ । ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଆଶାୟୀ ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରିପାରିବେ । ଏହାପରେ ୨୨ରେ ପ୍ରାର୍ଥୀପତ୍ର ଯାଞ୍ଚ ଏବଂ ଚୂଡାନ୍ତ ପ୍ରାର୍ଥୀ ତାଲିକା…
ଜୟ ପୋଷ୍ୟ ପୁତ୍ର,ରାଜୁ ଢୋଲକିଆଙ୍କ ରକ୍ତ…
ଭୁବନେଶ୍ୱର:ଫୁଲ ଧରିବା ପରେ ଜୟ ଢୋଲକିଆଙ୍କୁ ଟାର୍ଗେଟ କରିଛି ବିଜେଡ଼ି।ଜୟ ବିକ୍ରି ହୋଇଗଲେ ବୋଲି କହିଛନ୍ତି ବିଜେଡ଼ି ବରିଷ୍ଠ ନେତା ପ୍ରତାପ ଜେନା।ପ୍ରେସମିଟ୍ କରି ଜୟ ଢୋଲକିଆଙ୍କୁ ଟାର୍ଗେଟ୍ କଲେ ପ୍ରତାପ ଜେନା। କହିଲେ,ଘୋଡ଼ା ବେପାରରେ ବିକ୍ରି ହୋଇଗଲେ ଜୟ ଢୋଲକିଆ।ରାଜୁ ଭାଇ ଯଦି ବଞ୍ଚିଥାନ୍ତେ…
ଓଡ଼ିଶାରୁ ବିଦାୟ ନେବ ମୌସୁମି, ୧୫ ରୁ ଶୀତ…
ଭୁବନେଶ୍ୱର: ଦୁଇ ଦିନ ମଧ୍ୟରେ ଓଡ଼ିଶାରୁ ବିଦାୟ ନେବ ମୌସୁମୀ । ରାଜ୍ୟର କିଛି ସ୍ଥାନରୁ ମୌସୁମୀ ବିଦାୟ ନେବା ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି । ତେବେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ମେଘୁଆ ପାଗ ସହ କିଛି ସ୍ଥାନରେ ଲାଗିରହିଛି ବର୍ଷା ।
ଘୂର୍ଣ୍ଣିବଳୟ ପ୍ରଭାବରେ ବଜ୍ରପାତ ଜନିତ ବର୍ଷା…
ଆଜି 3 ଜିଲ୍ଲାବାସୀ ସାବଧାନ ରୁହ
ଭୁବନେଶ୍ଵର : ବିଦାୟ ବେଳାରେ ମୌସୁମୀ। ପ୍ରତ୍ୟାବର୍ତ୍ତନ କରୁଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆଗାମୀ ଦୁଇ ଦିନ ଝଡ ତୋଫାନ ବର୍ଷା ହେବ। ଆଜି ପାଇଁ ପ୍ରବଳ ବର୍ଷା ନେଇ ୩ ଜିଲ୍ଲା କୋରାପୁଟ, କଳାହାଣ୍ଡି ଓ ରାୟଗଡା ଜିଲ୍ଲାକୁ ୟେଲୋ ସତର୍କତା ଜାରି ହୋଇଛି।…
ବଦଳିବ ନୂଆପଡା ରାଜନୀତି, ଆଜି ପଦ୍ମ…
ଭୁବନେଶ୍ୱର:ନଭେମ୍ବର ୧୧ରେ ନୂଆପଡା ଉପନିର୍ବାଚନ। ଏହା ପୂର୍ବରୁ ବଡ଼ ରାଜନୈତିକ ଚର୍ଚ୍ଚା ଚାଲିଛି। ଆଜି ବିଜେପିରେ ମିଶିପାରନ୍ତି ଜୟ ଢୋଲକିଆ। ଦିବଙ୍ଗତ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପଦ୍ମ ଧରିପାରନ୍ତି । ବିଜେପିରେ ମିଶିଲେ ନୂଆପଡା ପାଇଁ…
IAS ସ୍ତରରେ ବଡ଼ ଧରଣର ଅଦଳବଦଳ
ଭୁବନେଶ୍ୱର: IAS ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଚଞ୍ଚଲ ରଣାଙ୍କୁ ବିଡିଏ ଉପାଧ୍ୟକ୍ଷ ଅତିରିକ୍ତ ଦାୟିତ୍ୱ ଦେଇଛନ୍ତି ରାଜ୍ୟ ସରକାର । ସେ ଏବେ ବିଏମ୍ସି କମିସନର ଦାୟିତ୍ୱରେ ବି ଅଛନ୍ତି । ସେହିଭଳି ଏନ୍ ଥିରୁମାଲା ନାଏକଙ୍କୁ ସ୍କୁଲ୍ ଓ ଗଣଶିକ୍ଷା ବିଭାଗ ସଚିବ ଦାୟିତ୍ୱ…
ଉପର ପଡ଼ିଆରେ ହେବ କଟକ ଐତିହାସକ…
କଟକ: କଟକ ବାଲିଯାତ୍ରା ସ୍ଥାନ ପରିବର୍ତ୍ତନ ପ୍ରସଙ୍ଗରେ ହସ୍ତକ୍ଷେପ କଲେନାହିଁ ହାଇକୋର୍ଟ । ଏହା ପ୍ରଶାସନର ଦାୟିତ୍ୱ ଏବଂ ଶୃଙ୍ଖଳିତ ଭାବେ କିପରି ବାଲିଯାତ୍ରା ସମ୍ପାଦନ କରିହେବ, ତା ଉପରେ ଗୁରୁତ୍ୱାରୋପ କରିଛନ୍ତି ହାଇକୋର୍ଟ ।
ଗୁରୁବାର କଟକ ସହର ସମସ୍ୟା ସମ୍ପର୍କିତ ମାମଲାର ଶୁଣାଣି କରିଛନ୍ତି…