thelifelinemedia
Latest Odisha News, Breaking News Today
Browsing Category

ରାଜ୍ୟ

ମାର୍ଗଶିର ମାସ ଗୁରୁବାରରେ ମା…

ଭୁବନେଶ୍ୱର: ରାଜ୍ୟର ସମସ୍ତ ମା ମାନଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନିବେଦନ। ମାର୍ଗଶିର ମାସ ଗୁରୁବାରରେ ମା ଲକ୍ଷ୍ମୀଙ୍କ ନିକଟରେ ମାଣ୍ଡିଆ ଏବଂ ମାଣ୍ଡିଆ ଦ୍ୱାରା ପ୍ରସ୍ତୁତ ଭୋଗ ଲାଗି କରିବାକୁ ରାଜ୍ୟର ସମସ୍ତ ମା ମାନଙ୍କୁ ନିବେଦନ କଲେ ମୁଖ୍ୟମନ୍ତ୍ରୀ। ଏହାସହ ମାଣ୍ଡିଆ ଦ୍ୱାରା ପ୍ରସ୍ତୁତ…

ଓଡ଼ିଶା ହେବ ମିଲେଟ ହବ୍ : ରାଜ୍ୟରେ ମିଲେଟ…

ଭୁବନେଶ୍ୱର: ଓଡିଶା ହେବ ମିଲେଟ ହବ। ଭାରତ ର ମିଲେଟ ହବ ଓଡିଶା ହେବ। ଦୁଇ ଦିନିଆ ‘ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଓ ବିସ୍ମୃତ ଖାଦ୍ୟ ସମ୍ମିଳନୀ’କୁ ଉଦ୍‌ଘାଟନ କରି ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କହିଛନ୍ତି ରାଜ୍ୟରେ ମିଲେଟ ଜାତୀୟ ଫସଲର ଉତ୍ପାଦନ ଏବଂ ବ୍ୟବହାରକୁ ବୃଦ୍ଧି କରିବା ସହ ଓଡ଼ିଶାକୁ…

ମିଛ କହିଛନ୍ତି ମନ୍ତ୍ରୀ ସୁରେଶ ପୂଜାରୀ :…

ଭୁବନେଶ୍ୱର: ନିଜ ପରିଧି ବାହାରକୁ ଯାଇ କାମ କରୁଛନ୍ତି ମନ୍ତ୍ରୀ ସୁରେଶ ପୂଜାରୀ। ଝାରସୁଗୁଡା ଲଖନପୁର ଠାରେ ଫ୍ଲାଏ ଆସର ଫିଲିଂ କୁ ନେଇ ଯେଉଁ ବିବାଦ ସୃଷ୍ଟି ହେଉଛି ତାକୁ ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଯେଉଁ ମନ୍ତବ୍ୟ ଦେଇଛନ୍ତି ତା ଉପରେ ସ୍ପଷ୍ଟତା ଆସିବା ଦରକାର ବୋଲି ବିଜେଡି ନେତ୍ରୀ…

ଚଳିତ ଶିକ୍ଷା ବର୍ଷରୁ ପ୍ରଚଳନ ହେବ ଜାତୀୟ…

ଭୁବନେଶ୍ୱର: ଉଚ୍ଚ ଶିକ୍ଷା କ୍ଷେତ୍ରରେ ୨୦୨୪-୨୫ ଶିକ୍ଷା ବର୍ଷରେ ଜାତୀୟ ଶିକ୍ଷା ନୀତି ୨୦୨୦ କାର୍ଯ୍ୟକାରୀ ହେବ। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଓଡ଼ିଶା ସରକାର ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟ ଏବଂ ଅନୁବନ୍ଧିତ…

୧୫ରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ…

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୁଣି ଓଡ଼ିଶା ଗସ୍ତରେ ଆସିବେ। ସେ ଆସନ୍ତା ୧୫ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଉରକେଲାରେ ଆୟୋଜିତ ‘ଜନଜାତି…

ଆଇଏଏସ୍‌ ସ୍ତରରେ ଅଦଳବଦଳ: ବଦଳିଲେ ଯୋଗାଣ…

ଭୁବନେଶ୍ବର: ରାଜ୍ୟ ସରକାର ଶନିବାର ବରିଷ୍ଠ ଆଇଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ରାଜ୍ୟ ସରକାର ବିଶାଳ ଦେବଙ୍କୁ ଶକ୍ତି ବିଭାଗର ଦାୟିତ୍ବ ପ୍ରଦାନ କରିଛନ୍ତି। ସଂଜୟ ସିଂଙ୍କୁ ଖାଦ୍ୟ ଯୋଗାଣ…

ଓଡିଶାରେ ଲଭ୍ ଜିହାଦ: ଜାଲ ବିଛାଇଥିଲା…

ଭୁବନେଶ୍ୱର: ଲଭ ଜିହାଦର ଜାଲ ବିଛାଇ ଥିଲା। ଅନ ଲାଇନ ଗେମରୁ ସମ୍ପର୍କ। ପରେ ସମ୍ପର୍କ ହେଲା ମଜଭୁତ। ପୁରୀରେ ଏକାଠି ହେଲେ ଯୁବକ ଯୁବତୀ। ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ କଲା ଯୁବକ। ଆଉ ଭିଡିଓ ଭାଇରାଲ ଧମକ ନେଇ ଯୁବତୀଙ୍କୁ କରୁଥିଲା ବ୍ଲାକ ମେଲ। ଏଭଳି ଏକ ଘଟଣାରେ ଖୁଲାସା କରିଛି ପୋଲିସ। ଅଭିଯୁକ୍ତ…

ଆସନ୍ତା ୨୪ରେ ମିଳିବ ସୁଭଦ୍ରା ଟଙ୍କା:…

ଭୁବନେଶ୍ୱର : ଆସନ୍ତା ୨୪ ତାରିଖରେ ମିଳିବ ସୁଭଦ୍ରା ଟଙ୍କା। ସୁଭଦ୍ରା ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଯିବ । ଆସନ୍ତା ୨୪ ତାରିଖରେ ମହିଳାଙ୍କ ଖାତାକୁ ତୃତୀୟ ପର୍ଯ୍ୟାୟ ଟଙ୍କା ଯିବା ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ…

ଘର ପାଇଁ ଶିକ୍ଷକଙ୍କୁ ମିଳିବ ଟଙ୍କା:…

କଟକ: ଏଣିକି ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀଙ୍କୁ ମିଳିବ ଗୃହ ନିର୍ମାଣ ପାଇଁ ଅଗ୍ରୀମ ଟଙ୍କା। ନୂଆ ଜମି କିଣିବା ଲାଗି ମଧ୍ୟ ଅଗ୍ରୀମ ଦିଆଯିବ। ନୂଆ ଜମି କିଣିଲେ ଅଗ୍ରୀମ ଟଙ୍କା ପାଇବେ ଶିକ୍ଷକ।ପୁରୁଣା ଜମିରେ ନୂଆ କୋଠା ନିର୍ମାଣ ଏବଂ ନିର୍ମିତ ହୋଇଥିବା କୋଠା କିଣିବା ଲାଗି ମଧ୍ୟ ଅଗ୍ରୀମ ଅର୍ଥ ମିଳିବ।…

ଆଗାମୀ ଦିନରେ ବିଦ୍ୟୁତ ଚାହିଦାକୁ ନେଇ…

ଭୁବନେଶ୍ୱର: ୨୦୨୯-୩୦ ସୁଦ୍ଧା ରାଜ୍ୟର ବିଦ୍ୟୁତ ଚାହିଦାର ପିକ୍ ଡିମାଣ୍ଡ ପ୍ରାୟ ୧୦ ହଜାର ମେଗା ୱାଟ୍‌ରେ ପହଞ୍ଚିବ। ଏହାକୁ ଦୃଷ୍ଟିରେ ରଖି ରୋଡମ୍ୟାପ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟରେ ବିଦ୍ୟୁତ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ।ଏହି…