Browsing Category
ରାଜ୍ୟ
ମୋ ବସ୍ର ସ୍ପିଡରେ ଲାଗିମ ଲଗାମ : ୪୦ରୁ…
ଭୁବନେଶ୍ୱର: ସାବାଡ ହେବେ ଅମାନିଆ ମୋ’ ବସ୍ ଡ୍ରାଇଭର ଓ କର୍ମଚାରୀ! ଚେତାବନୀ ଦେଲେ ମନ୍ତ୍ରୀ। ସହର ଭିତରେ ବୁଲୁଥିବା ମୋ’ ବସ୍ର ସ୍ପିଡ୍ ଲିମିଟ୍ ୪୦ରୁ ଅଧିକ ରହିବ ନାହିଁ। ଯେଉଁ ବସ୍ ଗୁଡ଼ିକ ବାହାରକୁ ଯାଉଛି, ତାହାର ସ୍ପିଡ୍ ୫୦ ରହିବ। ଏହି ନିର୍ଦ୍ଦେଶକୁ ଯଥାଶୀଘ୍ର ଲାଗୁ କରିବା ପାଇଁ…
ସନ୍ଧ୍ୟା ସୁଦ୍ଧା ମିଳିବ ବାତ୍ୟା…
ଭୁବନେଶ୍ୱର:ସନ୍ଧ୍ୟା ସୁଦ୍ଧା ଯିବ ବାତ୍ୟା କ୍ଷୟକ୍ଷତି ଟଙ୍କା। ଆଜି ସଂଧ୍ୟା ସୁଦ୍ଧା ବିଭିନ୍ନ ଜିଲ୍ଲାକୁ ଅନଲାଇନରେ ପଠାଯିବ ବାତ୍ୟା କ୍ଷୟକ୍ଷତି ଟଙ୍କା ବନ୍ୟା ବାତ୍ୟା କ୍ଷୟକ୍ଷତିରେ ଚୂଡାନ୍ତ ରିପୋର୍ଟ ୪୨୩ କୋଟି ୫୫୩ଲକ୍ଷ ଟଙ୍କା । ଆଜି ଟଙ୍କା ଗଲା ପରେ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ମାନଙ୍କୁ…
ଭିଜିଲାନ୍ସ ଜାଲରେ ଇଡକୋ ଜୁନିୟର…
ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଇଡକୋ ଜୁନିୟର ମ୍ୟାନେଜର। ଜୁନିୟର ମ୍ୟାନେଜର ବିଜୟ କୁମାର ଉଦୟସିଂହଙ୍କ ଘରେ ଭିଜିଲାନ୍ସ ରେଡ୍। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ବର, ଖୋର୍ଦ୍ଧା ଓ ପୁରୀର ୬ଟି ସ୍ଥାନରେ ଏକକାଳୀନ ରେଡ୍।
ସୂଚନା ଅନୁସାରେ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି…
ପଦ୍ମ ଧରିଲେ ସୁନନ୍ଦା: ବରୀ ପୂର୍ବତନ…
ଭୁବନେଶ୍ୱର: ପଦ୍ମ ଧରିଲେ ବରୀର ପୂର୍ବତନ ବିଧାୟିକା। ନିକଟରେ ବିଜେଡି ଛାଡିଥିଲେ ଏବେ ବିଜେପିରେ ଅନୁଷ୍ଠାନିକ ଭାବେ ସାମିଲ ହୋଇଛନ୍ତି। କେବେଳ ସୁନନ୍ଦା ନୁହନ୍ତି ବିଜେଡି ଛାଡି ବିଜେପି ମୁଁହା ବ୍ଲକ ପଞ୍ଚାୟସ୍ତରର ନେତା। ପଂଚାୟତ ପୌର ନିର୍ବାଚନ ପାଇଁ ଏବେଠୁ ସଜବାଜ। ବିଜେଡି କଂଗ୍ରେସ ଛାଡି ବିଜେପି ରେ…
ସାଧାରଣ ବଣ୍ଟନ ବ୍ୟବସ୍ଥାର ସମୀକ୍ଷା କଲେ…
ଭୁବନେଶ୍ୱର: ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରି ହିତାଧିକାରୀ ମାନଙ୍କୁ ତିନି ମାସର ଚାଉଳ ଆଗୁଆ ପ୍ରଦାନ କରିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପ୍ରତ୍ୟେକ ହିତାଧିକାରୀ ତିନି ମାସ (ଅକ୍ଟୋବରରୁ ଡିସେମ୍ବର) ପାଇଁ ୧୫…
ଇନଭେଷ୍ଟମେଣ୍ଟ ନାଁରେ ବଡ଼ ଧରଣର ଠକେଇ:…
ବ୍ୟୁରୋ: ହ୍ଵାଟ୍ସଆପ ଗ୍ରୁପରେ ବଡ ଠକେଇ। ଇନଭେଷ୍ଟମେଣ୍ଟ ନାଁରେ ବଡ଼ ଧରଣର ଠକେଇର ଖୋଲିଛି ଗୁମର।ଏହି ଘଟଣାରେ ୬ କୋଟି ୨୮ ଲକ୍ଷ ଟଙ୍କାର ଠକେଇର ଶିକାର ହୋଇଥିଲେ ଜେଏସପିଏଲ କର୍ମଚାରୀ କୁନ୍ତଳା ମଜୁମଦାର। କ୍ରାଇମବ୍ରାଞ୍ଚ ବିଭିନ୍ନ ରାଜ୍ୟରୁ ୨୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିବା ବେଳେ ଏବେ ଏହି ମାମଲା…
ଓଡ଼ିଶାରେ ହାତୀଙ୍କ ପାଇଁ ଜାଗା ଅଭାବ:…
ଭୁବନେଶ୍ୱର: ଓଡିଶାରେ ହାତୀଙ୍କ ପାଇଁ ଜାଗା ନାହିଁ। କ୍ଷମତା ଅନୁସାରେ ରାଜ୍ୟରେ ଅଧିକ ସଂଖ୍ୟକ ହାତୀ ରହିଛନ୍ତି।ଯେତିକି ହାତୀ ରହି ପାରିବା କଥା ତାହାଠୁ ୪୦୦ ଅଧିକ ଅଛନ୍ତି କହିଛନ୍ତି ବନ୍ୟପ୍ରାଣୀ ପିସିସିଏଫ।ବାଙ୍ଗାଲୋର ସ୍ଥିତ ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ସାଇନ୍ସେସର ଏଲିଫ୍ୟାଣ୍ଟ ସେଣ୍ଟର ଷ୍ଟଡି…
ଆସିଲା ବାତ୍ୟା ‘ଦାନା’ କ୍ଷୟକ୍ଷତି…
ଭୁବନେଶ୍ବର: ଆଜି ବାତ୍ୟା ଦାନା ଘଟାଇଥିବା କ୍ଷୟକ୍ଷତିର ରିପୋର୍ଟ ଆସିଛି। ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପ୍ରାଥମିକ ଆକଳନ ଅନୁସାରେ ପ୍ରାୟ ୬ଶହ କୋଟି ଟଙ୍କାର କ୍ଷତି ହୋଇଛି। ବାଲେଶ୍ୱର, ଭଦ୍ରକ ଏବଂ କେନ୍ଦ୍ରାପଡ଼ା ଜିଲ୍ଲା ବେଶୀ…
ନଭେମ୍ବର ୨୧ ତାରିଖରୁ ଆରମ୍ଭ ହେବ ଧାନ…
ଭୁବନେଶ୍ୱର: ଧାନ କିଣା କୁ ନେଇ ମନ୍ତ୍ରୀସ୍ତରୀୟ ବୈଠକ ହୋଇଯାଇଛି ଆଉ ବୈଠକ ପରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି ଯେ ବରଗଡ଼ ଜିଲ୍ଲାରୁ ଆରମ୍ଭ ହେବ ଧାନ କିଣା । ଚାଷୀଙ୍କଠାରୁ ରାଜ୍ୟ ସରକାର ଧାନ କୁଇଣ୍ଟାଲ ପିଛା ୩୧ ଶହ ଟଙ୍କାରେ କିଣିବେ। ନଭେମ୍ବର ତୃତୀୟ ସପ୍ତାହ ଅର୍ଥାତ୍ ୨୧…
ବିଦେଶ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ:…
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ହେଲା ପରେ ମୋହନ ଚରଣ ମାଝୀ ପ୍ରଥମ ଥର ପାଇଁ ବିଦେଶ ଗସ୍ତ କରିବାକୁ ଯାଉଛନ୍ତି। ତାଙ୍କର ଏହି ଗସ୍ତ ସିଙ୍ଗାପୁରକୁ ହେବ। ଏହି ଗସ୍ତକାଳରେ ସେ ଓଡ଼ିଶାରେ ବ୍ୟବସାୟିକ ସଂପ୍ରସାରଣ ପାଇଁ ଅନ୍ତର୍ଜାତୀୟ ସ୍ତରରେ ଆଲୋଚନା କରିବେ। ଶ୍ରୀ ମାଝୀ ଆସନ୍ତା ୧୮ ତାରିଖ ଦିନ ସିଙ୍ଗାପୁର…