Browsing Category
ରାଜ୍ୟ
ମେଘନାଦ ପାଚେରୀରେ ଫାଟ: ମନ୍ତ୍ରୀ କହିଲେ…
ପୁରୀ: ଶ୍ରୀମନ୍ଦିରର ସୁଉଚ୍ଚ ସୁଦୀର୍ଘ ସୁରକ୍ଷା ପାଚେରୀ । ୨୦ ଫୁଟ ଉଚ୍ଚତା ଏବଂ ଛଅ ଫୁଟ ମୋଟେଇ ବିଶିଷ୍ଟ ଏହି ପ୍ରାଚୀର ଶ୍ରୀମନ୍ଦିରର ସୁରକ୍ଷା ବଳୟ ଭାବରେ କାହିଁ କେତେ ଯୁଗରୁ ଛିଡା ହୋଇଆସିଛି । ନାଁ ତାର ମେଘନାଦ ପାଚେରୀ । ପୁରାଣ କହେ ଏହା ସମୁଦ୍ରର ଘୁ ଘୁ ଶବ୍ଦକୁ ମଧ୍ୟ ଶ୍ରୀମନ୍ଦିର ମଧ୍ୟକୁ…
କନ୍ଧମାଳରେ ଆମ୍ବ ଟାକୁଆ ଖାଇ ମୃତ୍ୟୁ…
ଭୁବନେଶ୍ୱର:କନ୍ଧମାଳ ଦାରିଙ୍ଗବାଡ଼ି ଅଞ୍ଚଳରେ ଆମ୍ବ ଟାକୁଆ ଖାଇ ମୃତ୍ୟୁ ଘଟିବା ଘଟଣା। ରାଜ୍ୟ ସରକାରଙ୍କ ଉପରେ ବର୍ଷିଲା ବିଜେଡି। ରାଜ୍ୟ ସରକାର ଏହି ଘଟଣାକୁ ଗୁରୁତର ସହ ନେଇ ନାହାନ୍ତି । ଘଟଣାକୁ ଚପାଇବା ଦେବା ଲାଗି ରାଜ୍ୟଠୁ ନେଇ ଜିଲ୍ଲାସ୍ତର ପର୍ଯ୍ୟନ୍ତ କାର୍ଯ୍ୟ କରାଯାଉଛି। ଉପ ମୁଖ୍ୟମନ୍ତ୍ରୀ…
ମାନିଲେନି ନିୟମ, ଫୁଟାଇଲେ ବାଣ: ବେହାଲ…
ଭୁବନେଶ୍ବର: ସରିଛି ଆଲୋକର ପର୍ବ ଦିପାବଳୀ ହେଲେ ଏହାର ପ୍ରଭାବରେ ବେହାଲ ହୋଇପଡିଛି ଟ୍ବିନ୍ ସିଟି । ଦିପାବଳୀରେ ପ୍ରବଳ ବାଣ ଫୁଟାଇବାରୁ ପ୍ରଦୂଷଣ ମାତ୍ରା ବଢିଛି । ଆଜି ଭୋରରୁ ଟ୍ବିନ୍ ସିଟିରେ ଘନ କୁହୁଡ଼ି ଦୃଶ୍ୟମାନ ହେଉଛି । ଏତେ କୁହୁଡ଼ି ଯେ, ମୁହଁକୁ ମୁହଁ ଦିଶୁନାହିଁ । ଫଳରେ ଗାଡ଼ି ଚଳାଚଳରେ…
ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ…
ଭୁବନେଶ୍ୱର: ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ୭ ଦିନିଆ ଲଣ୍ଡନ ଗସ୍ତରେ ଯାଇଛନ୍ତି। ବିଶ୍ୱ ପର୍ଯ୍ୟଟନ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ବିଦେଶୀ ପର୍ଯ୍ୟଟକଙ୍କୁ ଓଡ଼ିଶାକୁ ଆକୃଷ୍ଟ କରିବା ପାଇଁ 7 ଦିନିଆ ଲଣ୍ଡନ ଗସ୍ତରେ ଯାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ବିଶ୍ୱ ପର୍ଯ୍ୟଟନ କନକ୍ଳେଭରେ ଯୋଗ…
ନଭେମ୍ବର ଶେଷ ସୁଦ୍ଧା ଖାତାକୁ ଚଢିବ…
ଭୁବନେଶ୍ବର: ସୁଭଦ୍ରାକୁ ନେଇ ବଡ ଅପଡେଟ୍ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ପୁଣି ଖାତାକୁ ଚଢିବ ସୁଭଦ୍ରା ଟଙ୍କା । ନଭେମ୍ବର ଶେଷ ସୁଦ୍ଧା ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଛଡାଯିବ । ନଭେମ୍ବର ଶେଷ ସପ୍ତାହରେ ୨୦ ଲକ୍ଷରୁ…
ରତ୍ନଭଣ୍ଡାର ଭିତରେ ନାହିଁ ସୁଡ଼ଙ୍ଗ:…
ଭୁବନେଶ୍ୱର: ରତ୍ନଭଣ୍ଡାରକୁ ନେଇ ବଡ ଖବର ସାମ୍ନାକୁ ଆସିଛି। ରତ୍ନ ଭଣ୍ଡାରରେ ସୁଡ଼ଙ୍ଗ ଅଛି କି ନାହିଁ ୟାକୁ ନେଇ ଅନେକ ଚର୍ଚ୍ଚା ଆଲୋଚନା ଚାଲିଥିବା ବେଳେ ଏବେ ସବୁ ଚର୍ଚ୍ଚାରେ ପୂର୍ଣ୍ଣଛେଦ ପଡିଛି।ରତ୍ନଭଣ୍ଡାର ଭିତରେ କୌଣସି ସୁଡଙ୍ଗ କିମ୍ବା ଗୁପ୍ତ କୋଠରୀ ନାହିଁ। ଜିପିଆର ସର୍ଭେ ପରେ ପ୍ରାରମ୍ଭିକ…
ଆସୁଛି ଆଉ ଏକ ଲଘୁଚାପ, ପୁଣି ଭିଜିବ…
ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ । ପୁଣି ଭିଜିବ ଓଡିଶା । ୫ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ଦକ୍ଷିଣ ଓଡିଶା ସମେତ ଆନ୍ଧ୍ରରେ ବର୍ଷା ସମ୍ଭାବନା ରହିଛି । ୮ ରୁ ୧୧ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଉପକୂଳରେ ବର୍ଷା ସମ୍ଭାବନା ରହିଛି ।…
ଲଣ୍ଡନ ଗସ୍ତରେ ଯିବେ ଉପ ମୁଖ୍ୟମନ୍ତ୍ରୀ…
ଭୁବନେଶ୍ୱର: ଆସନ୍ତା ନଭେମ୍ବର 2 ତାରିଖରୁ 9 ତାରିଖ ପର୍ଯ୍ୟନ୍ତ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ‘Tourism Odyssey: Strengthening ties with Diaspora and Industry Leaders” କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ପାଇଁ ସାତଦିନିଆ ଲଣ୍ଡନ ଗସ୍ତ କରିବେ। ଏହି କାର୍ଯ୍ୟକ୍ରମ ମାଧ୍ୟମରେ…
ବିଜେଡିରେ ନେତୃତ୍ୱ ସଙ୍କଟ, ୨୯…
ଭୁବନେଶ୍ୱର: ୨୦୨୯ ମସିହା ପର୍ଯ୍ୟନ୍ତ ବିଜେଡି ରହିବ ନାହିଁ। ମୋର ସନ୍ଦେହ ହେଉଛି ବିଜେଡି ୨୯ ବେଳକୁ ମୁଲପୋଛ ହୋଇ ସାରିଥିବ। ଏମିତି କହି ବିଜେଡିକୁ ଟାର୍ଗେଟ କରିଛନ୍ତି ବିଜେପିର ବରିଷ୍ଠ ବିଧାୟକ ଜୟ ନାରାୟଣ ମିଶ୍ର। କହିଛନ୍ତି ବିଜେଡିର ଆୟୁଷ ବହୁତ କ୍ଷୀଣ । ବିଜେଡିର ପ୍ରତି ନେତା ଏବେ ନିଜ ଭବିଷ୍ୟତକୁ…
ଗାଁରେ ଦୀପାବଳି ପାଳିବେ ମୁଖ୍ୟମନ୍ତ୍ରୀ:…
ଭୁବନେଶ୍ୱର: ଗାଁରେ ଦୀପାବଳି ପାଳିବେ ମୁଖ୍ୟମନ୍ତ୍ରୀ। ଆଦିବାସୀ ପରମ୍ପରା ଅନୁଯାୟୀ ଦୀପାବଳି ପାଳିବେ। ଏଥିପାଇଁ ମୁଖ୍ୟମନ୍ତ୍ରୀ ୨ ଦିନିଆ ଗସ୍ତରେ କେନ୍ଦୁଝର ଯାଇଛନ୍ତି । ସୋହରାଇ ପୂଜାରେ ହେବେ ସାମିଲ ହେବେ। ଆଜିଠାରୁ ଦୁଇ ଦିନିଆ କେନ୍ଦୁଝର ଗସ୍ତରେ ଯାଇଛନ୍ତି ଗାଁରେ ପରିବାର ସହ ଏବଂ ଗାଁ ଲୋକଙ୍କ…