Browsing Category
ରାଜ୍ୟ
ଲ୍ୟାଣ୍ଡଫଲ୍ ପରେ ସାମାନ୍ୟ ରିକର୍ଭ…
ଭୁବନେଶ୍ୱର: ଓଡ଼ିଶା ଉପକୂଳକୁ ମାଡ଼ି ଆସୁଛି ବାତ୍ୟା ଦାନା। ଭୀଷଣ ରୂପ ଧାରଣ କରି ସମୁଦ୍ରରୁ ସ୍ଥଳଭାଗ ମୁହାଁ ହୋଇଛି ସାମୁଦ୍ରିକ ଝଡ଼। ଆଜି ରାତିରୁ ଆସନ୍ତାକାଲି ସକାଳ ଭିତରେ ଭିତରକନିକା ଓ ଧାମରା ମଧ୍ୟରେ ତାହା ଲ୍ୟାଣ୍ଡଫଲ୍ କରିବ । ମାତ୍ର ଲ୍ୟାଣ୍ଡଫଲ୍ ପରେ ଏହାର ଗତିପଥ ସାମାନ୍ୟ ରିକର୍ଭ ହୋଇପାରେ।…
ବାତ୍ୟା ଦାନା ପାଇଁ ଶ୍ରୀମନ୍ଦିର ପ୍ରଶାସନ…
ପୁରୀ: ବାତ୍ୟା ଦାନାକୁ ନଜରରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଆବଶ୍ୟକ ସତର୍କତାମୂଳକ ପଦକ୍ଷେର ଗ୍ରହଣ କରାଯାଇଛି l ମୁଖ୍ୟ ପ୍ରଶାସକ ସମସ୍ତ ବ୍ୟବସ୍ଥାର ଟିକିନିଖି ଭାବେ ତଦାରଖ କରିବା ସହ ପ୍ରଶାସକ ତଥା ଅନ୍ୟ ଅଧିକାରୀ କର୍ମଚାରୀ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ମହାପ୍ରଭୁଙ୍କ ନୀତିକାନ୍ତି…
ବାତ୍ୟା ଦାନା ପାଇଁ ପ୍ରସ୍ତୁତି: ୧୪ ଟି…
ଭୁବନେଶ୍ବର: ବାତ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ଅଧିନରେ ଥିବା ସମସ୍ତ ଆବାସିକ ବିଦ୍ୟାଳୟ, ହଷ୍ଟେଲ, ଅନ୍ବେଷା ହଷ୍ଟେଲ୍ ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅନ୍ତର୍ଗତ ବିଦ୍ୟାଳୟ ସହ ଯୋଡ଼ି…
ମାଡି ଆସୁଛି ବାତ୍ୟା ଦାନା : ଘଣ୍ଟା…
ଭୁବନେଶ୍ୱର: ଉପକୂଳ ଆଡ଼କୁ ମାଡି ଆସୁଛି ବାତ୍ୟା ଦାନା। ଘଣ୍ଟା ପ୍ରତି ୧୩କିମି ବେଗରେ ବାତ୍ୟା ସ୍ଥଳଭାଗ ଆଡ଼କୁ ମାଡି ଆସୁଛି। ଏହା ଭିତର କନିକା ଓ ଧାମରା ମଧ୍ୟରେ ସ୍ଥଳଭାଗ ଛୁଇଁବ। ୨୪ ତାରିଖ ମଧ୍ୟ ରାତ୍ରିରୁ ୨୫ ତାରିଖ ସକାଳ ଭିତରେ ବାତ୍ୟାର ଲ୍ୟାଣ୍ଡ ଫଲ୍ ପକ୍ରିୟା ରହିବ। ୧ ଘଣ୍ଟା ରୁ ୨ ଘଣ୍ଟା ସ୍ଥଳ…
ବାତ୍ୟା ଲାଗି ରାଜ୍ୟ ବିଜେପିର ସମସ୍ତ…
ଭୁବନେଶ୍ୱର: ବାତ୍ୟା ପାଇଁ ବିଜେପିର ସମସ୍ତ କାର୍ଯ୍ୟକ୍ରମ ବନ୍ଦ ରହିବ ବୋଲି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି।ଦଳ, ମତ ନିର୍ବିଶେଷରେ ସମସ୍ତେ ଏହି ବିପର୍ଯ୍ୟୟକୁ ମୁକାବିଲା କରିବାକୁ ଆଗେଇ ଆସନ୍ତୁ ବୋଲି ଅନୁରୋଧ କରିଛନ୍ତି ରାଜ୍ୟ ସଭାପତି।ଲୋକଙ୍କ ସେବା ପାଇଁ ସମ୍ମସ୍ତ ବିଧାୟକ, ସାଂସଦ,…
ଭିତର କନିକା ଓ ଧାମରା ମଧ୍ୟରେ ଲ୍ୟାଣ୍ଡଫଲ…
ଭୁବନେଶ୍ୱର: ଭିତର କନିକା ଓ ଧାମରା ମଝିରେ ଲ୍ୟାଣ୍ଡଫଲ କରିବ ବାତ୍ୟା ଦାନା। ଭଦ୍ରକ ଏବଂ କେନ୍ଦ୍ରାପଡ଼ା ଏହି ଦୁଇ ଜିଲ୍ଲା ଅଧିକ କ୍ଷତିଗ୍ରସ୍ତ ହେବ। ବାତ୍ୟା ଦାନା ବର୍ତ୍ତମାନ ପାରାଦ୍ୱୀପ ଠାରୁ ୫୬୦ କିମି ଦୂରରେ ରହିଛି। ଘଣ୍ଟାପ୍ରତି ବେଗ ୧୫ କିମି ରହିଛି। ସମୁଦ୍ରରେ ଅଧିକ ବଳୁଆ ଓ ଶକ୍ତିଶାଳୀ ହେଉଛି…
ବାତ୍ୟା ଆଶ୍ରୟ ସ୍ଥଳୀ ପ୍ରସ୍ତୁତ: ରିଲିଫ…
ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ପାଇଁ ରାଜ୍ୟରେ ୨୫୦ ରିଲିଫ ସେଣ୍ଟର ପ୍ରସ୍ତୁତ ଅଛି। ୫୦୦ ରୁ ଉର୍ଦ୍ଧ୍ୱ ଅସ୍ଥାୟୀ ବାତ୍ୟା ଆଶ୍ରୟ ସ୍ଥଳୀ ପ୍ରସ୍ତୁତ ହେଉଛି। କଲେଜ ଓ ବିଦ୍ୟାଳୟ ଗୁଡିକୁ ଅସ୍ଥାୟୀ ବାତ୍ୟା ଆଶ୍ରୟ ସ୍ଥଳୀ ଭାବେ ବ୍ୟବହାର କରାଯିବ। ଶତ ପ୍ରତିଶତ ଲୋକଙ୍କୁ ସ୍ଥାନାନ୍ତରିତକୁ ଲକ୍ଷ୍ୟ ରଖାଯାଇଛି…
ବାତ୍ୟା ପାଇଁ ସ୍କୁଲ୍ ଛୁଟି: ୧୪…
ଭୁବନେଶ୍ୱର: ସମ୍ଭାବ୍ଯ ବାତ୍ୟାକୁ ଦୃଷ୍ଟିରେ ରଖି ପ୍ରଭାବିତ ହେବାକୁ ଥିବା ଜିଲ୍ଲା ଗୁଡିକରେ ସ୍କୁଲ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ୧୪ ଜିଲ୍ଲାର ସମସ୍ତ ବିଦ୍ୟାଳୟ ଚଳିତ ଅକ୍ଟୋବର ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ତିନିଦିନ ଲାଗି ବନ୍ଦ ରହିବ। ସେହି ଜିଲ୍ଲା ଗୁଡିକ ହେଉଛି ଗଞ୍ଜାମ, ପୁରୀ,…
ବଢିଲା ରାଜ୍ୟ ସରକାରୀ କର୍ମଚାରୀଙ୍କ…
ଭୁବନେଶ୍ୱର:ବଢ଼ିଲା ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା। ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଘୋଷଣା କରିଛନ୍ତି। ଏହାଦ୍ୱାରା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୦ ପ୍ରତିଶତରୁ ୫୩ ପ୍ରତିଶତକୁ ବୃଦ୍ଧି ପାଇଛି। ଏହା ଜୁଲାଇ…
ସୃଷ୍ଟି ହେଲା ଅବପାତ: ଅବପାତରେ ପରିଣତ…
ଭୁବନେଶ୍ୱର: ସୃଷ୍ଟି ହେଲା ଅବପାତ। ଗତ କାଲିର ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ଆଜି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତ ରେ ପରିଣତ ହୋଇଛି ତଥା ଏହା ପାରାଦ୍ୱୀପ ଠାରୁ ଦକ୍ଷିଣପୂର୍ବ ଦିଗରେ ୭୩୦ କିମି ଦୂରତାରେ କେନ୍ଦ୍ରୀଭୂତ ଅଛି। ଆଜି ସନ୍ଧ୍ୟା ସୁଦ୍ଧା ନେବ…