Browsing Category
ରାଜ୍ୟ
ମୁଖ୍ୟମନ୍ତ୍ରୀ ଶୁଣିଲେ ଲୋକଙ୍କ ଅଭିଯୋଗ:…
ଭୁବନେଶ୍ଵର: ଲୋକଙ୍କ ମୁଖ୍ୟମନ୍ତ୍ରୀଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ପଞ୍ଚମ ପାଳି। ଆଜି ଏହି କାର୍ଯ୍ୟକ୍ରମରେ ଏକ ନିଆରା ମାନବିକତା ପଣ ଦେଖାଇଥିଲେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ପହଞ୍ଚି ଗାଡିରୁ ଓହ୍ଲାଇ ପ୍ରଥମେ ଯାଇଥିଲେ…
ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ସମ୍ପର୍କିତ…
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ‘ଜିରୋ କାଜୁଆଲ୍ଟି’ ସୁନିଶ୍ଚିତ କରିବାକୁ ପରାମର୍ଶ ଦେଇଛନ୍ତି। ଏହା ସହିତ ସମସ୍ତ ସମ୍ଭାବ୍ୟ ପ୍ରଭାବିତ ଅଞ୍ଚଳକୁ ଚିହ୍ନଟ କରି ବିପଦଶଙ୍କୁଳ…
ବାତ୍ୟା ଦାନା ଆଣୁଛି ବଡ଼ ବର୍ଷା: ୨୩ରୁ…
ଭୁବନେଶ୍ୱର:ବାତ୍ୟା ଦାନା ବଡ ବର୍ଷା ଆଣୁଛି। ରାଜ୍ୟରେ ୨୩ରୁ ବର୍ଷା ହେବ। ୨୪ ଏବଂ ୨୫ ତାରିଖ ଏହି ଦୁଇ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି କୁହାଯାଇଛି। ଉତ୍ତର ଓଡିଶାର ଜିଲ୍ଲା ଗୁଡିକ ଅଧିକ ପ୍ରଭାବିତ ହେବେ। ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି,ଗୋଟିଏ…
ମାଡି ଆସୁଛି ବାତ୍ୟା, ସୃଷ୍ଟି ହେଲା…
ଭୁବନେଶ୍ୱର: ଲଘୁଚାପର ରୂପ ନେଲା ଉତ୍ତର ଆଣ୍ଡାମାନ ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣି ବଳୟ।ପାଣିପାଗ ବିଭାଗ ଅନୁସାରେ ଆଜି ସକାଳ ୫ ଟା ୩୦ ମିନିଟରେ ଏହି ଲଘୁଚାପ ସୃଷ୍ଟି ହୋଇଛି। ଏହା ଆସନ୍ତାକାଲି ଅବପାତ ଏବଂ ବୁଧବାର ଦିନ ବାତ୍ୟାରେ ପରିଣତ ହେବ। ଏହି ବାତ୍ୟାର ନାମ ଦାନା…
ବାତ୍ୟା ମୁକାବିଲା ନେଇ ସରକାର ପ୍ରସ୍ତୁତ:…
ଭୁବନେଶ୍ୱର: ବାତ୍ୟାକୁ ନେଇ ଲୋକେ ବିଚଳିତ ହେବ ଦରକାର ନାହିଁ। ଅଯଥାରେ ଭୟଭୀତ ହୁଅନ୍ତୁ ନାହିଁ। ସରକାର ଏକଦମ ପ୍ରସ୍ତୁତ ଅଛନ୍ତି ବାତ୍ୟାକୁ ମୁକାବିଲା କରିବା ଦିଗରେ। ବାତ୍ୟା ଦାନା କୁ ନେଇ ଲୋକଙ୍କୁ ଏଭଳି କିଛି ପରାମର୍ଶ ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। କହିଛନ୍ତି। ପ୍ରଶାସନିକ କଳର…
କଳାବଜାରୀଙ୍କୁ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ…
ଭୁବନେଶ୍ୱର: କଳାବଜାରୀଙ୍କୁ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଚେତାବନୀ। ସମ୍ଭାବ୍ୟ ବାତ୍ୟାକୁ ଦେଖି ତାଗିଦ କରିଛନ୍ତି ମନ୍ତ୍ରୀ। ଅସାଧୁ ବ୍ୟବସାୟୀ କଳାବଜାରୀ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ। ଖାଦ୍ୟ ସାମଗ୍ରୀ ମହଜୁଦ ସ୍ଥାନ ଉପରେ ନଜର ରଖିବା ପାଇଁ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି…
ଦାନା ବାନ୍ଧୁଛି ବାତ୍ୟା ‘ଦାନା’: ଓଡିଶା…
ଭୁବନେଶ୍ବର: ଆସୁଛି ବାତ୍ୟା ଦାନା । ଆସନ୍ତା ୨୨ ତାରିଖରେ ଅବପାତର ରୂପ ନେଲା ପରେ ୨୩ରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା । ଏହାପରେ ତା ପରଦିନ ଅର୍ଥାତ୍ ୨୪ ତାରିଖ ସକାଳେ ଓଡିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବ । ତେବେ ଏହାରି ଭିତରେ ବାତ୍ୟାର ରୂପ ନେବାକୁ ବଳ ଗୋଟାଉଥିବା ଘୂର୍ଣ୍ଣବଳୟକୁ…
ଅସହ୍ୟ ହେଲା ପୁରୁଷ ବନ୍ଧୁଙ୍କ ବ୍ଲାକ…
ଭୁବନେଶ୍ୱର:ପ୍ରେମରେ ପ୍ରତାରଣା ଓ ପ୍ରେମିକ ଦ୍ଵାରା ଠକି ଯାଇ ଜୀବନ ହାରିଲେ ରଶ୍ମିତା ଦାସ ନାମକ ଜଣେ ଯୁବତୀ। ଚାକିରି କରାଇଦେବା ନେଇ ନାଁ ରେ ପ୍ରେମିକ ଯୁବତୀ ଓ ତାଙ୍କ ପରିବାରକୁ ବ୍ଲାକ ମେଲ କରିଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ। ପ୍ରେମିକ ନାଁ ଅଜିତ ଦାସ। ଅଜିତ ଘର ଜଗତସିଂହପୁରରେ। ୨୨…
ଓଡିଶା ସିଭିଲ ସର୍ଭିସ ପରୀକ୍ଷା ଫଳ: ୬୮୩…
ଭୁବନେଶ୍ୱର: ଓଡିଶା ପ୍ରଶାସନିକ ସେବା ବା ଓଏଏସ ୨୦୨୨ର ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ ୬୮୩ ଜଣ କୃତ କାର୍ଯ୍ୟ ହୋଇଛନ୍ତି। ପ୍ରଥମ ଦଶ ଜଣ ମଧ୍ୟରେ ୫ଜଣ ମହିଳା ଓ ୫ ପୁରୁଷ ଥିବାର ଜଣାପଡିଛି। ଶ୍ୱେତାଶ୍ରୀ ମହାପାତ୍ର ଓଏଏସ୍ ଟପ୍ପର ହୋଇଛନ୍ତି। ସେହିପରି ଦ୍ୱିତୀୟ ସ୍ଥାନରେ ପ୍ରିଙ୍କିଲ ପରବୀନ ପରିଡ଼ା…
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ: ଆଗକୁ…
ବ୍ୟୁରୋ :କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଏହା କ୍ରମଶଃ ଘନୀଭୂତ ହେଇ ୨୧ ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର। କ୍ରମେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ଆହୁରି ତୀବ୍ର ବା ଘନୀଭୂତ ହୋଇ ୨୩ ତାରିଖରେ ଅବପାତରେ ପରିଣତ ହେବ। ଏହାର…