thelifelinemedia
Latest Odisha News, Breaking News Today
Browsing Category

ରାଜ୍ୟ

ସୁଭଦ୍ରା ହିତାଧିକାରୀଙ୍କ ଖାତାକୁ ଗଲା ୧…

ଭୁବନେଶ୍ୱର: ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ସଞ୍ଚୟ ଖାତାକୁ ୧ ଟଙ୍କା ପଠାଯାଇଛି । ପରୀକ୍ଷାମୂଳକ ଭାବେ ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ୧ ଟଙ୍କା ଲେଖାଏଁ ପଠାଯାଇଛି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି ପରୀକ୍ଷା ମୂଳକ ଭାବେ ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ…

ହଠାତ ରାଗିଯାଇ ମାଆକୁ ହତ୍ୟା କରିଥିଲେ…

କଟକ : ସଡନ୍ ପ୍ରୋଭୋକେଶନ ବା ହଠାତ୍ ରାଗିଯାଇ ମାଆକୁ ଦୁଇ ପୁଅ ହତ୍ୟା କରିଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡୁଛି।କଟକ ମହାନଦୀବିହାର ଅଞ୍ଚଳରେ ମାଆଙ୍କୁ ହତ୍ୟା ଘଟଣାରେ ଅତିରିକ୍ତ ଡିସିପି ଅନିଲ ମିଶ୍ରଙ୍କ ସୂଚନା ଦେଇ କହିଛନ୍ତି ଯେ ଦୁଇ ପୁଅ ହଠାତ ରାଗିଯାଇ ଏଭଳି କାଣ୍ଡ ଭିଆଇଛନ୍ତି।…

ଓଡିଶା ପାଇଲା ଆଉ ୨ଟି ବନ୍ଦେ ଭାରତ…

ଭୁବନେଶ୍ୱର/ବ୍ରହ୍ମପୁର : ଓଡ଼ିଶାକୁ ମିଳିଲା ଦୁଇଟି ବନ୍ଦେ ଭାରତ ଏକ୍ସପ୍ରେସ।ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିଛନ୍ତି। ବ୍ରହ୍ମପୁର ରେଳ ଷ୍ଟେସନ ଏବଂ ରାଉରକେଲା ଷ୍ଟେସନରେ ଏ ନେଇ ଆୟୋଜିତ ହୋଇଥିଲା ବିଶାଳ କାର୍ଯ୍ୟକ୍ରମ। ବ୍ରହ୍ମପୁର…

ସୁଭଦ୍ରା ଯୋଜନା: ଏବେ ସୁଦ୍ଧା ଆବେଦନ…

ଭୁବନେଶ୍ୱର: ଆସନ୍ତା ୧୭ରେ ସୁଭଦ୍ରା ଯୋଜନା ଶୁଭାରମ୍ଭ ହେବାକୁ ଯାଉଛି। ପ୍ରଧାନମନ୍ତ୍ରୀ ମୋଦି ଏହାର ଶୁଭାରମ୍ଭ କରିବେ। ୧୭ରେ ପ୍ରଥମ କିସ୍ତି ମିଳିବାକୁ ଯାଉଛି। ୟାରି ଭିତରେ ୬୦ଲକ୍ଷ ହିତାଧିକାରୀ ସୁଭଦ୍ରା ଯୋଜନାରେ ଆବେଦନ କରିସାରିଛନ୍ତି ବୋଲି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା କହିଛନ୍ତି। ସୁଭଦ୍ରା…

ଚିନ୍ତା ବଢ଼ିଲା ସ୍କ୍ରବ୍ ଟାଇଫସ୍

ଭୁବନେଶ୍ବର: ମ୍ୟାଲେରିଆ, ଡେଙ୍ଗୁ ପରେ ଏବେ ରାଜ୍ୟ‌ର ଚିନ୍ତା ବଢ଼ାଇଛି ସ୍କ୍ରବ୍ ଟାଇଫସ୍। ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମୌସୁମୀ ଋତୁରେ ସ୍କ୍ରବ୍ ଟାଇଫସ୍‌ ଡରାଇବାକୁ ଆରମ୍ଭ କଲାଣି। ବର୍ତ୍ତମାନ ସୁଦ୍ଧା ବରଗଡ଼, ଜଗତସିଂହପୁର, ମୟୂରଭଞ୍ଜ ଭଳି ଜିଲ୍ଲାରେ ବହୁ ସଂଖ୍ୟାରେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।…

୧୭ରେ ଗଡ଼ିବ ଦୁର୍ଗ-ବିଶାଖାପାଟଣା ବନ୍ଦେ…

ଭୁବନେଶ୍ୱର: ଆସନ୍ତା ୧୭ ତାରିଖରେ ଗଡ଼ିବ ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସ୍। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଟ୍ରେନର ଶୁଭାରମ୍ଭ କରିବେ। ତେବେ ଏହି ଟ୍ରେନ ଓଡ଼ିଶାର ଖରିଆର ରୋଡ, କଣ୍ଟାବାଞ୍ଜି, ଟିଟିଲାଗଡ଼, କେସିଙ୍ଗା ଓ ରାୟଗଡ଼ାରେ ରଣହି କରି ବିଶାଖାପାଟଣାରେ ପହଞ୍ଚିବ। ଏହା…

ମାଆକୁ ମାରିଲା ସୈତାନ ପୁଅ: ଗଳା କାଟି…

କଟକ: ଯେଉଁ ମା ଜନ୍ମଦେଇ କୋଳେଇ କାଖେଇ ମଣିଷ କଲା ସେଇ ମାକୁ ଅତି ନୃଂଶସ ଭାବେ ହତ୍ୟା କଲା ପୁଅ। ବିଭତ୍ସ.. ଅମାନୁଷିକ.. ବର୍ବର.. ଯେତେ ନିନ୍ଦା କଲେ କମ ପଡ଼ିଯିବ। ଦୁଇ ପୁଅ ମିଶି ଜନ୍ମକଲା ମାଆକୁ ହତ୍ୟା କରିବା ଘଟଣା ସାରା ରାଜ୍ୟରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଘଟଣା ଘଟିଛି କଟକ ମହାନଦୀବିହାର ସେକ୍ଟର…

ଆସିଲା ନୂଆ ଅବକାରୀ ନୀତି, ଆଉ ପୁରୀରେ…

ଭୁବନେଶ୍ୱର: ରାଜ୍ୟରେ ପ୍ରଥମ ଥର ସରକାର କରିବା ପରେ ନିଜସ୍ୱ ଅବକାରୀ ନୀତି ଆଣିଛନ୍ତି ମୋହନ ସରକାର । ନୂଆ ମଦ ନୀତି ଆଜି ଘୋଷଣା ହୋଇଥିବା ବେଳେ ସେଥିରେ ଏକ ବଡ଼ ପରିବର୍ତ୍ତନ ଆଣିଛନ୍ତି ରାଜ୍ୟ ସରକାର । ପୁରୀ ବିଚ୍‌ରେ ଖୋଲିବନି ମଦ କ୍ୟାବିନ୍ । ପୁରୀ ବେଳାଭୂମି ସହ ପୁରୀ ପୌରାଞ୍ଚଳରେ ବି ମଦ କ୍ୟାବିନ୍…

ପୁଣି ଭୁବନେଶ୍ୱର ବିମାନ ବନ୍ଦରରୁ ଜବତ…

ଭୁବନେଶ୍ୱର: ପୁଣି ଭୁବନେଶ୍ୱର ବିମାନ ବନ୍ଦରରୁ ଜବତ ହେଲା ୨୦ କେଜି ସୁନା। ମୁମ୍ବାଇରୁ ଆସୁଥିବା ଇଣ୍ଡିଗୋ ବିମାନରୁ ସୁନା ଜବତ କରିଛି CT & GST। ଏହି ମାମଲାରେ କିଛି ବ୍ୟବସାୟୀଙ୍କୁ ପଚରାଉଚରା କରାଯାଇଛି। ୨୦ କେଜି ସୁନାରୁ ୧୬କେଜି ସୁନାର ହିସାବ ଆପାତତ ଠିକ୍ ଥିବା ବେଳେ ୪କେଜି ସୁନାର ହିସାବ…

ବାର୍ଡ ଫ୍ଲୁ ବଢ଼ିଲା ଚିନ୍ତା, ୩ ମାସ…

ପୁରୀ: ପୁରୀ ଜିଲ୍ଲାରେ ବାର୍ଡ ଫ୍ଲୁ ସଂକ୍ରମଣ ସ୍ଥିତି ଉଦବେଗଜନକ ରହିଛି। ଏଥିପାଇଁ ବାର୍ଡ ଫ୍ଲୁ ସଂକ୍ରମିତ ଅଞ୍ଚଳରେ ୩ ମାସ କୁକୁଡ଼ା ଚାଷ ବନ୍ଦ ରଖିବା ପାଇଁ ପୁରୀ ପ୍ରଶାସନ କଟକଣା ଲଗାଇଛି। ପିପିଲି, ଡେଲାଙ୍ଗ, ନିମାପଡ଼ା ଓ ସତ୍ୟବାଦୀରେ଼ କୁକୁଡ଼ା ଚାଷ ବନ୍ଦ ରଖିବା ପାଇଁ କୁହାଯାଇଛି। ଏଥିସହ ସଂକ୍ରମିତ…