thelifelinemedia
Latest Odisha News, Breaking News Today
Browsing Category

ରାଜ୍ୟ

୩୬ ଘଣ୍ଟା ମଧ୍ୟରେ ଅବପାତ ହେବ ସଦୃଶ…

ଭୁବନେଶ୍ୱର: ସଦୃଶ ଲଘୁଚାପରେ ପରିଣତ ହେଲା ଗତକାଲି କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ। ବର୍ତ୍ତମାନ ଏହା ପଶ୍ଚିମ କେନ୍ଦ୍ରୀୟ ଓ ତତ-ସଂଲଗ୍ନ ବଙ୍ଗୋପସାଗରର ଉତ୍ତର-ପଶ୍ଚିମ ଉପକୂଳରେ ସକ୍ରିୟ ରହିଛି। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ମୁହାଁ ହୋଇ ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା…

ବିଜେପିର ମିଛ ପ୍ରତିଶୃତି ବିଷୟରେ…

ଭୁବନେଶ୍ୱର: ଛାତ୍ରମାନେ ହେଉଛନ୍ତି ଭବିଷ୍ୟତର କର୍ଣ୍ଣଧାର ।ତୁମମାନଙ୍କ ନିଷ୍ଠାପର କାର୍ଯ୍ୟ ଏକ ସଶକ୍ତ ଓଡ଼ିଶା ପାଇଁ ପଥ ପ୍ରସ୍ତୁତ କରିବ। ଛାତ୍ର, ଯୁବ ଓ ମହିଳା ଶାଖା ସମସ୍ତଙ୍କୁ ଏକଜୁଟ ହୋଇ କାମ କରିବାକୁ ନବୀନ ପଟ୍ଟନାୟକଙ୍କ ଆହ୍ୱାନ। ବିଜୁ ଛାତ୍ର ଜନତା ଦଳର କର୍ମକର୍ତ୍ତାମାନଙ୍କର ଏକ ବୈଠକ ଆଜି…

ନୂଆଖାଇ ପାଇଁ ସେପ୍ଟେମ୍ବର ୯ ଛୁଟି: ବନ୍ଦ…

ଭୁବନେଶ୍ୱର: ଆସନ୍ତା ସେପ୍ଟେମ୍ବର ୯ତାରିଖକୁ ଛୁଟି ଘୋଷଣା କରିଛନ୍ତି ସରକାର। ନୂଆଖାଇ ପର୍ବ ଅବସରରେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରାଯାଇଛି। ପଶ୍ଚିମ ଓଡ଼ିଶାର ଲୋକପ୍ରିୟ ଗଣପର୍ବ ନୂଆଖାଇ ଆସନ୍ତା ସେପ୍ଟେମ୍ବର ୯ ତାରିଖରେ ପାଳନ ହେବ। ଏହି ପର୍ବ ପାଇଁ ପଶ୍ଚିମ ଓଡ଼ିଶାରେ ଏବେ ଠାରୁ ପ୍ରସ୍ତୁତି…

ଡାକ୍ତର ହେବେ ବଣ୍ଡା ଜନଜାତି ଛାତ୍ର…

ଭୁବନେଶ୍ୱର: ଲୋକସେବା ଭବନଠାରେ ବ୍ରହ୍ମପୁର ଏମ୍‌.କେ.ସି.ଜି ମେଡିକାଲ କଲେଜରେ ଏମ୍‌ବିବିଏସ୍‌ ପାଠ୍ୟକ୍ରମ ପାଇଁ ନିଟ୍‌-୨୦୨୪ ଦ୍ବାରା ଯୋଗ୍ୟ ବିବେଚିତ ହୋଇଥିବା ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକ୍‌ ଅନ୍ତର୍ଗତ ବଡବେଲ ଗ୍ରାମର ବଣ୍ଡା ଜନଜାତି ଛାତ୍ର ମଙ୍ଗଳା ମୁଦୁଲିଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ…

ବରଗଡ ରୋଡ୍-ନୂଆପଡା ନୂଆ ରେଳପଥ ମଞ୍ଜୁରି:…

ଭୁବନେଶ୍ୱର: ଲୋକସେବା ଭବନଠାରେ ବରଗଡ ଜିଲ୍ଲାର ଏକ ପ୍ରତିନିଧି ମଣ୍ଡଳୀ ଟିମ ସାଂସଦ ପ୍ରଦୀପ ପୁରୋହିତଙ୍କ ନେତୃତ୍ୱରେ ଆସି ବରଗଡ ରୋଡ୍-ନୂଆପଡା ନୂତନ ରେଳପଥ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଦେଇଛନ୍ତି। ଏହି ପ୍ରକଳ୍ପ ପାଇଁ ସେମାନେ ମଧ୍ୟ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ…

ମଣିଷଙ୍କୁ ହୋଇନି ବାର୍ଡଫ୍ଲୁ

ଭୁବନେଶ୍ୱର: ମଣିଷଙ୍କୁ ବାର୍ଡ ଫ୍ଲୁ ସଂକ୍ରମଣ ହୋଇନି ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ତାଙ୍କ କହିବାନୁଯାୟୀ, ଯେଉଁ ନମୁନା ପରୀକ୍ଷା ପାଇଁ ଯାଇଥିଲା, ତାହା ନେଗେଟିଭ ଆସିଛି। ନିରାକରଣ ଦୃଷ୍ଟିରୁ ଜଣଙ୍କୁ ଆଇସୋସଲେସନରେ ରଖାଯାଇଛି। ବାର୍ଡ ଫ୍ଲୁ ନେଇ ସ୍ୱାସ୍ଥ୍ୟ…

ବଢ଼ିଲା ଚିନ୍ତା, କୁକୁଡ଼ା ପରେ ଏବେ କାଉ…

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାର ବିଭିନ୍ନ ସ୍ଥାନରେ କାଉ ମଡ଼କ ଦେଖିବାକୁ ମିଳିଛି । କେତେକ ସ୍ଥାନରେ କାଉ ମରି ପଡିଥିବା ବେଳେ ଆଉ କେଉଁଠି ତଳେ ପଡି ଛଟପଟ ହେଉଥିବା ଦେଖିବାକୁ ମିଳିଛି । ପିପିଲିରେ ବାର୍ଡ ଫ୍ଲୁ ବ୍ୟାପିବାରେ ଲାଗିଥିବା ବେଳେ ଜଗତସିଂହପୁର ଜିଲ୍ଲାରେ କାଉ ମଡ଼କକୁ ନେଇ ସାଧାରଣରେ…

ଆଜି ସୃଷ୍ଟି ହେବ ଲଘୁଚାପ, ୩୧ ଯାଏଁ…

ଭୁବନେଶ୍ୱର: ଆଜି ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର। ପୂର୍ବ କେନ୍ଦ୍ରୀୟ ଓ ସନ୍ନିକଟ ଉତ୍ତର ବଙ୍ଗୋପ ସାଗରରେ ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଆଗାମୀ ୨ ଦିନରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ମୁହାଇଁ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଦେଇ ଗତି କରିବ । ଏହାର ପ୍ରଭାବରେ…

ଓଡିଶା ପାଇଁ ଦୁଇଟି ରେଳପ୍ରକଳ୍ପ ମଞ୍ଜୁର:…

ଭୁବନେଶ୍ୱର: କେନ୍ଦ୍ର ଅର୍ଥନୈତିକ ବ୍ୟାପାର କ୍ୟାବିନେଟ୍‌ କମିଟି ବୈଠକରେ ଓଡିଶା ପାଇଁ ଦୁଇଟି ନୂଆ ରେଳ ପ୍ରକଳ୍ପ ମଞ୍ଜୁର କରାଯାଇଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିକଟରେ କୃତଜ୍ଞତା ପ୍ରକାଶ କରିଛନ୍ତି। ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ମଧ୍ୟ…

ଏଣିକି ବିଧାନସଭାକୁ ମୋବାଇଲ ଓ ପାଣି ବୋତଲ…

ଭୁବନେଶ୍ୱର: ବିଧାନସଭାକୁ ମୋବାଇଲ ଓ ପାଣି ବୋତଲ ବ୍ୟବହାରକୁ ବାରଣ । କୌଣସି ବିଧାୟକ ଏବଂ ମନ୍ତ୍ରୀ ବିଧାନସଭା ଭିତରକୁ ମୋବାଇଲ କିମ୍ବା ପାଣି ବୋତଲ ନେଇ ଯାଇପାରିବେ ନାହିଁ। ଏନେଇ ରୋକଠୋକ୍ ଶୁଣାଇ ଦେଇଛନ୍ତି ବାଚସ୍ପତି ସୁରମା ପାଢୀ। ଗୃହରେ ଜଣେ ବିଧାୟକ ଫଟୋ ଉଠାଇଥିବା ଦେଖିବା ପରେ…