Browsing Category
ରାଜନୀତି
କେନ୍ଦ୍ର ସରକାରଙ୍କ ୧୦୦ ଦିନର ରିପୋର୍ଟ :…
ଭୁବନେଶ୍ୱର: କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଶହେ ଦିନର ଉପଲବ୍ଧିର ରିପୋର୍ଟ ଦେଲା ବିଜେପି। ସଂକଳ୍ପ ପତ୍ରରେ ଦେଇଥିବା ପ୍ରତିଟି ପ୍ରତିଶ୍ରୁତି ପାଳନ କରିବା ପାଇଁ ସରକାର ନେଇଥିବା ପଦକ୍ଷେପ ଗୁଡ଼ିକର ଗୋଟି ଗୋଟି ହିସାବ ଦେଲେ ରାଜ୍ୟ ସଭାପତି ମନମୋହନ ସାମଲ।ଦେଶରେ ବିଜେପି ଏନଡିଏ ନେତୃତ୍ବ ସରକାରର ତୃତୀୟ…
ଦିଲ୍ଲୀ ପାଇଲା ନୂଆ ମୁଖ୍ୟମନ୍ତ୍ରୀ:…
ନୂଆଦିଲ୍ଲୀ: ଆତିଶୀ ହେବେ ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ପଦରୁ ଅରବିନ୍ଦ କେଜ୍ରିୱାଲ ଇସ୍ତଫା ଦେବା ପରେ ବିଧାୟକ ଦଳ ବୈଠକରେ ଆତିଶୀଙ୍କୁ ଦଳର ନେତା ଭାବେ ଚୟନ କରାଯାଇଛି।ଆତିଶୀ ଦିଲ୍ଲୀର ତୃତୀୟ ମହିଳା ମୁଖ୍ୟମନ୍ତ୍ରୀ ହେବେ । ଏହାପୂର୍ବରୁ ଦିବଂଗତ ସୁଷମା ସ୍ୱରାଜ ଏବଂ ଶୀଲା ଦୀକ୍ଷିତ…
ମୋହନ ମାଝୀ ଜଣେ ୟୁ-ଟର୍ଣ୍ଣ…
ଭୁବନେଶ୍ୱର: ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦିଗରେ ମୁଖ୍ୟମନ୍ତ୍ରୀ କେନ୍ଦ୍ର କୁ ବର୍ତ୍ତମାନ ସୁଦ୍ଧା ଚିଠି ଲେଖିଲେ ନାହିଁ । ଏଥିରୁ ସ୍ପଷ୍ଟ ହେଉଛି ବିଜେପି ସରକାରର ଇଛା ଶକ୍ତି ନାହିଁ ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ କରିବା ପାଇଁ। ମୋହନ ମାଝୀ ଜଣେ ୟୁ-ଟର୍ଣ୍ଣ ମୁଖ୍ୟମନ୍ତ୍ରୀ।…
କେଜ୍ରିଓ୍ବାଲଙ୍କ ଇସ୍ତଫା ଉପରେ ଡାଇଲଗ…
ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଦୁଇ ଦିନ ମଧ୍ୟରେ ତାଙ୍କ ପଦରୁ ଇସ୍ତଫା ଦେବେ ବୋଲି ଘୋଷଣା କରିଛନ୍ତି । ଆମ୍ ଆଦମୀ ପାର୍ଟିର ନେତାମାନେ ମଧ୍ୟ ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି । ଆପ୍ ସାଂସଦ ରାଘବ ଚଡ୍ଡା ଏହା ଉପରେ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ତାଙ୍କୁ ଅଭିଯୁକ୍ତ…
ଇସ୍ତଫା ଦେବେ କେଜ୍ରିୱାଲ: ଜାତୀୟ…
ନୂଆଦିଲ୍ଲୀ: ମଦ ନୀତି ମାମଲାରେ ତିହାର ଜେଲରୁ ମୁକ୍ତ ହେବାର ୨ ଦିନ ପରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ରବିବାର ଘୋଷଣା କରିଛନ୍ତି ଯେ ସେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଇସ୍ତଫା ଦେବେ। କେଜ୍ରିୱାଲ୍ ଗୁରୁତ୍ୱାରୋପ କରିଛନ୍ତି ଯେ ଆମ୍ ଆଦମୀ ପାର୍ଟି (ଆପ୍)ର ଭବିଷ୍ୟତ ବର୍ତ୍ତମାନ ଜନସାଧାରଣଙ୍କ…
କେଜ୍ରିୱାଲଙ୍କୁ ମିଳିଲା ଜାମିନ: ଖୁବ…
ନୂଆଦିଲ୍ଲୀ: ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ ଦ୍ଵାରା ଗିରଫ ହୋଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଜାମିନ ପ୍ରଦାନ କଲେ ସୁପ୍ରିମକୋର୍ଟ। ମାନ୍ୟବର ବିଚାରପତି ଜଷ୍ଟିସ୍ ସୂର୍ଯ୍ୟକାନ୍ତ ଓ ମାନ୍ୟବର ବିଚାରପତି ଜଷ୍ଟିସ ଉଜ୍ଜ୍ୱଳ ଭୂୟାଁଙ୍କୁ ନେଇ…
ରାଜ୍ୟରେ ବେକାରୀ ସଂଖ୍ୟା ବୃଦ୍ଧି…
ଭୁବନେଶ୍ୱର:ରାଜ୍ୟରେ ବେକାରୀ ସଂଖ୍ୟା ବୃଦ୍ଧି ପ୍ରସଙ୍ଗରେ ମୁଲତବୀ ପ୍ରସ୍ତାବ ଆଣି ରାଜ୍ଯ ସରକାରଙ୍କୁ ଘେରିବାକୁ ଉଦ୍ୟମ କରିଛି କଂଗ୍ରେସ। କଂଗ୍ରେସ ବିଧାୟିକା ସୋଫିଆ ଫିରଦୋସ କହିଛନ୍ତି JSW ଇଭି ପ୍ଲାଣ୍ଟ କଟକରେ ବସାଇବାକୁ ଥିବା ବେଳେ କାହିଁକି ଫେରିଯିବ ? ମହାରାଷ୍ଟ୍ର ଯଦି ତାଙ୍କୁ ସୁବିଧା ଦେଇ…
ପୋଲାଭରମ ପ୍ରକଳ୍ପ : ଆଦିବାସୀ ଭାଇ…
ଭୁବନେଶ୍ୱର: ପୋଲାଭରମ ପ୍ରକଳ୍ପକୁ ସବୁ ସ୍ତରରେ ଜୋରଦାର ବିରୋଧ କରାଯିବ। ଆଦିବାସୀ ଭାଇ ଭଉଣୀଙ୍କ ହକ ପାଇଁ ବିଜେଡିର ଲଢ଼େଇ ଜାରି ରହିବ ବୋଲି ନବୀନ ଆଜି ବିଜେଡି ନେତାକୁ ପରାମର୍ଶ ଦେଇଛନ୍ତି। ବିରୋଧି ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କୁ ବିଜୁ ଜନତା ଦଳର ପୋଲାଭରମ ନବୀନ ନିବାସରେ ଭେଟି ତାଙ୍କର ରିପୋର୍ଟ…
ନବୀନଙ୍କ ଉପରେ ଭରସା ପାଉନି : ଜଣଙ୍କ ପରେ…
ଭୁବନେଶ୍ୱର: ଜଟିଳ ସ୍ଥିତିରେ ବିଜେଡି ଶିବିର। ନବୀନଙ୍କ ଉପରେ ଭରସା ପାଉନି ଦଳୀୟ ନେତାଙ୍କର। ଦିନେ ସବୁଠୁ ଶକ୍ତିଶାଳୀ ଓ ବିଶ୍ୱସନୀୟ ନେତା ଭାବେ କର୍ମୀଙ୍କ ବିଶ୍ୱାସ ଜିତିପାରୁଥିବା ନବୀନ ଆଜି ଯେମତି ବିଶ୍ୱାସ ହରାଇଛନ୍ତି। ଦଳୀୟ ବରିଷ୍ଠ ନେତାଙ୍କ ବିଶ୍ୱାସ ପାଉନି ନବୀନଙ୍କ ଉପରେ। ଖାସକରି ବିଜେଡିର…