thelifelinemedia
Latest Odisha News, Breaking News Today
Browsing Category

ଅପରାଧ

ଜମି ଜବରଦଖଲ ପାଇଁ ମୁଣ୍ଡ ଗଡ଼ିଲା

ରାଉରକେଲା: ସରକାରୀ ଜମି ଜବର ଦଖଲ ବିବାଦକୁ ନେଇ ରାଉରକେଲାରେ ଆଜି ଗୁଳି ଫୁଟିଛି। ଗୁଳିମାଡରେ ଗୁରୁତର ଆହତ ବାଞ୍ଛା ତନ୍ତୀ ନାମକ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଝିରପାଣି ଥାନା ଅନ୍ତର୍ଗତ ଝରିଆଟୋଲା ବସ୍ତିରେ ଆଜି ସକାଳେ ଏଡି ଅଘଟଣ ଘଟିଥିବାବେଳେ ଅଭିଯୁକ୍ତମାନେ ଫେରାର ଅଛନ୍ତି। ଅଞ୍ଚଳରେ ଖାଲି…

ଯୌତୁକ ନିର୍ଯ୍ୟାତନା, ଶାଶୂ କାଟିଦେଲା…

ଫୁଲବାଣୀ: ଯୌତୁକ ପାଇଁ ଶାଶୁ ବୋହୁର ଆଙ୍ଗୁଠିକୁ ଧାରୁଆ ଅସ୍ତ୍ରରେ କାଟି ଶରୀରରୁ କରିଦେଲା ଅଲଗା । ଏହିଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ସଦର ଥାନା ଅନ୍ତର୍ଗତ ବିଲାବାଡ଼ି ଗ୍ରାମ ପଞ୍ଚାୟତର ଡଙ୍ଗା ଗ୍ରାମରେ । ପୀଡିତା ଝୁଲଣା ବେହେରା ଆଜିକୁ ଦଶ ବର୍ଷ ପୂର୍ବେ ଭଲ ପାଇ…

ଅର୍ଚ୍ଚନା ନାଗ ମାମଲା: ଏସ୍‌ଆଇଟିର ବୈଠକ,…

କଟକ, ୧୩/୧୧: ମାତ୍ର ଦୁଇ ଦିନର ତଦନ୍ତରୁ ଧରାପଡ଼ିଲାଣି ୧୦ କୋଟି ଟଙ୍କାରୁ ଉର୍ଦ୍ଧ୍ୱ ସମ୍ପତ୍ତି । ଏହିଭଳି କଳା ସମ୍ରାଜ୍ୟର ମାଲିକାଣୀ ସାଜିଥିଲେ ଅର୍ଚ୍ଚନା ନାଗ । ଖୋଳତାଡ଼ ଜାରି ରହିଛି । ଆଗକୁ ଆହୁରି ଅଧିକ ବେଆଇନ ସମ୍ପତ୍ତି ମିଳିବାର ସମ୍ଭାବନା ଅଛି ବୋଲି ଆଜି ନୂଆଦିଲ୍ଲୀରେ ବସିଥିବା ଏସଆଇଟି…

ବାରିପଦା ୧୧/୧୧: ନାବାଳିକା ଦୁଷ୍କର୍ମ ମାମଲାରେ ୩ ଅଭିଯୁକ୍ତକୁ ୧୦ବର୍ଷ କାରାଦଣ୍ଡା ସହ ଜରିମାନା ଶୁଣାଇଲେ ସତନ୍ତ୍ର ପୋକ୍ସ କୋର୍ଟ ବିଚାରପତି ସୁନିତା ଜେନା। ଜଣେ ନାବାଳିକାକୁ ଦୁଷ୍କର୍ମ ଓ ଗର୍ଭବତି କରିବା ଅଭିଯୋଗରେ ପୋକ୍ସୋ କୋର୍ଟ ଏହି ରାୟ ଶୁଣାଇଛନ୍ତି। ଅଭିଯୁକ୍ତଙ୍କ ପରିଚୟ ବାଙ୍କା ସୋନିଆ,…

ଅର୍ଚ୍ଚନା ନାଗ ମାମଲାରେ ଜଗବନ୍ଧୁଙ୍କ…

ପୋଲିସ୍ ଛାଡ଼ିଥିଲା ଇଡି ଧରିଲା । ଅର୍ଚ୍ଚନା ନାଗ ମାମଲାର ଅନ୍ୟ କାର୍ପଟଦାର ଖଗେଶ୍ୱର ପାତ୍ରକୁ ୨୦ ଘଣ୍ଟାର ଜେରା ପରେ ଗିରଫ କରିଛି ଇଡି । ଜେରା ବେଳେ ବହୁ ବିସ୍ଫୋରକ ତଥ୍ୟ ମିଳିଛି । ହନିଟ୍ରାପ ଦ୍ୱାରା ଅର୍ଚ୍ଚନା ଆଣୁଥିବା କଳା ଟଙ୍କାକୁ ସୋରୁମ ଜରିଆରେ ଧଳା କରୁଥିଲା ଖଗେଶ୍ୱର । ଏପରିକି ୫ଟି…

ଖଗେଶ୍ୱର ପାତ୍ରଙ୍କୁ ୧୦ ଦିନିଆ…

ଅର୍ଚ୍ଚନା ନାଗଙ୍କ ସହଯୋଗୀ ଖଗେଶ୍ବର ପାତ୍ରଙ୍କୁ ରିମାଣ୍ଡରେ ନେଲା ଇଡି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଖଗେଶ୍ବରଙ୍କୁ ୧୦ଦିନ ପାଇଁ ରିମାଣ୍ଡରେ ନେଇଥିବା ଜଣାପଡ଼ିଛି। ଏହି ରିମାଣ୍ଡ ଅବଧିରେ ଖଗେଶ୍ୱରଙ୍କ ଆର୍ଥିକ କାରବାର, ବ୍ୟାଙ୍କ୍ ଟ୍ରାଞ୍ଜେକସନ, ପୈତୃକ ସମ୍ପତ୍ତିର ଇଡି ଖୋଳତାଡ଼ କରିବ ବୋଲି…

ଖାକିରେ ଲାଗିଲା ଦାଗ, ପୋଲିସ ମାଡରେ…

ପୁରୀରେ ହବିଷ୍ୟାଳୀଙ୍କୁ ମାଡ । ପୋଲିସ ମାଡରେ ଗୁରୁତର ହେଲେ ମହିଳା । ପଞ୍ଚୁକରେ ହବିଷ୍ୟାଳୀଙ୍କୁ ମାଡି ମାରିଛନ୍ତି ପୋଲିସ । ମହାକାର୍ତ୍ତିକ ଧାର୍ମିକ ମାସ ପଞ୍ଚୁକରେ ଭକ୍ତଙ୍କୁ ଆକ୍ରମଣ କରିଛି ପୋଲିସ । ଶ୍ରୀମନ୍ଦିର ଜଗମୋହନ ଭିତରେ ହବିଷ୍ୟାଳୀଙ୍କୁ ମାଡ ମାରିଛନ୍ତି ପୋଲିସ । ପୋଲିସ ମାଡରେ ଜଣେ…

ପୋଲିସ ଚାକିରି ନାଁରେ ୧.୪୭ କୋଟି ଠକେଇ…

ଭୁବନେଶ୍ୱର ୦୬।୧୧ : ପୁଲିସ ସବ୍‌ଇନ୍ସପେକ୍ଟର ଚାକିରି ନାଁରେ ୧.୪୭ କୋଟି ଟଙ୍କା ଠକେଇ ଅଭିଯୋଗରେ ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟ) ପୁଣି ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ ବାଲେଶ୍ୱର ଜିଲ୍ଲା ଡୁମେଇପୁଗର ଗାଁର ଜୟନ୍ତ ଓରଫ ବୁବୁ (୩୨) । ଜୟନ୍ତ ଜଣେ ପୂର୍ବତନ ମନ୍ତ୍ରୀଙ୍କ…

ବିଚାରଧୀନ କଏଦୀଙ୍କ ମୃତ୍ୟୁ, ଏଟିଏମ୍…

ବିଚାରଧୀନ କଏଦୀଙ୍କ ମୃତ୍ୟୁ । ମୃତକ ଏକ ଏଟିଏମ ଲୁଟ୍ ମାମଲାରେ ଗିରଫ ହୋଇଥିଲେ। ତାଙ୍କ ନାମ ନିରଞ୍ଜନ ପାଣି ଓରଫ୍ ନିର ବୋଲି ଜଣାପଡିଛି । ଘର ଭଦ୍ରକ ଜିଲ୍ଲା ବାସୁଦେବପୁର ଥାନା ଅନ୍ତର୍ଗତ ଅଲବଗା ଗାଁରେ ବୋଲି ଜଣାପଡିଛି । ସୂଚନା ଅନୁସାରେ, ଅକ୍ଟୋବର ମାସ ୩ ତାରିଖ ଦିନ ବରପଦା ଶ୍ରୀରାମଚନ୍ଦ୍ରପୁର…

ରାଜଧାନୀରେ ରେଭ୍ ପାର୍ଟି ଉପରେ ଚଢାଉ,…

ଭୁବନେଶ୍ବର: ବାଜୁଥିଲା ଡିଜେ,  ଚାଲିଥିଲା ରେଭ୍ ପାର୍ଟି।  ତାହା ପୁଣି ମଧ୍ୟ ରାତ୍ରି ପର୍ଯ୍ୟନ୍ତ। ଖବର ପାଇ ଚନ୍ଦକା ସ୍ଥିତ ଏକ ଘରୋଇ ରିସୋର୍ଟରେ ଚଢାଉ କଲା କମିସନରେଟ୍ ପୋଲିସ୍। ଦୁଇ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ଗ୍ରାହକମାନେ ଫେରାର ହେବାରେ ସକ୍ଷମ ହୋଇଛନ୍ତି। ବିଳମ୍ବିତ ରାତି ଯାଏ ମଦର ଆସର…