thelifelinemedia
Latest Odisha News, Breaking News Today

୧୩ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର: ଅଗଷ୍ଟ ୧୩ ତାରିଖ, ଶନିବାର ଦିନ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଚିହ୍ନିତ ହେବାର ସମ୍ଭାବନା ଅଛି ଏବଂ ଏହା ପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଆଡକୁ ଗତି କରିବାର ସମ୍ଭାବନା ଅଛି। ଏହି ଲଘୁଚାପ ପ୍ରଭାବରେ ରାଜ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Leave A Reply

Your email address will not be published.