thelifelinemedia
Latest Odisha News, Breaking News Today

ବିଜେଡିରେ ମିଶିଲେ ପୂର୍ବତନ କଂଗ୍ରେସ ବିଧାୟକ ଚିରଞ୍ଜୀବ

ଭୁବନେଶ୍ଵର: ବିଜେଡିରେ ମିଶିଲେ ପୂର୍ବତନ କଂଗ୍ରେସ ବିଧାୟକ ଚିରଞ୍ଜୀବ ବିଶ୍ବାଳ । ଶଙ୍ଖ ଭବନରେ ହଜାର ହଜାର ସମର୍ଥକଙ୍କ ସହ ଆସି ବିଜେଡିରେ ସାମିଲ ହେଲେ ଚିରଞ୍ଜିବୀ । ୨ ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ ଓ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି ଚିରଞ୍ଜିବୀ । ଗତକାଲି କଂଗ୍ରେସରୁ ଇସ୍ତଫା ଦେଇଥିଲେ ଚିରଞ୍ଜୀବ ।

Leave A Reply

Your email address will not be published.