thelifelinemedia
Latest Odisha News, Breaking News Today

ଆସିଲା ପ୍ରାରମ୍ଭିକ ଟ୍ରେଣ୍ଡ, ନବୀନ ରହିଛନ୍ତି ଆଗୁଆ

ଭୁବନେଶ୍ୱର: ସକାଳୁ ଭୋଟ୍ ଗଣତି ଆରମ୍ଭ ହେବା ସହିତ ଏବେ ଆସିବାରେ ଲାଗିଛି ପ୍ରାରମ୍ଭିକ ଟ୍ରେଣ୍ଡ। ରାଜ୍ୟରେ ୭୦ଟି କେନ୍ଦ୍ରରେ ଆରମ୍ଭ ହୋଇଛି ଭୋଟ୍ ଗଣତି । ପ୍ରଥମେ ପୋଷ୍ଟାଲ ବାଲାଟ ଭୋଟ ଗଣତି ଆରମ୍ଭ ହୋଇଛି । ପୋଷ୍ଟାଲ ବାଲାଟ ଗଣତି ଶେଷ ପରେ ଇଭିଏମ ଗଣତି ଆରମ୍ଭ ହୋଇଛି।
ତେବେ ପ୍ରାରମ୍ଭିକ ଟ୍ରେଣ୍ଡ ଅନୁସାରେ କଣ୍ଟାବାଞ୍ଜିରେ ବିଜେଡି ପ୍ରାର୍ଥୀ ନବୀନ ପଟ୍ଟନାୟକ ଆଗୁଆ ରହିଛନ୍ତି। ପୋଷ୍ଟାଲ ବାଲଟ ଗଣତିରେ ବିଜେଡି ପ୍ରାର୍ଥୀ ନବୀନ ପଟ୍ଟନାୟକ ଆଗୁଆ ରହିଥିବା ଜଣାପଡିଛି।

Leave A Reply

Your email address will not be published.