thelifelinemedia
Latest Odisha News, Breaking News Today

ହାତ ଛାଡି ପଦ୍ମ ଧରିଲେ ପ୍ରସନ୍ନ ପାଟ୍ଟଶାଣୀ

ନିର୍ବାଚନ ହାରିବା ପରେ ବିଜେଡିକୁ ଲାଗିଛି ଆଉ ଏକ ଶକ୍ତ ଝଟକା । ଦଳର ଜଣେ ବରିଷ୍ଠ ନେତା ବିଜେଡି ଛାଡ଼ି ବିଜେପିରେ ସାମିଲ ହୋଇଛନ୍ତି । ଭୁବନେଶ୍ୱର ଲୋକସଭା ଆସନର ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀ ଆଜି ଦଳ ଛାଡ଼ି ପଦ୍ମ ଧରିଛନ୍ତି ପ୍ରସନ୍ନ ପାଟ୍ଟଶାଣୀ । ୨୦୨୪ ନିର୍ବାଚନରେ ବିଜେଡିର ପରାଜୟ ପରେ ବିଜେପିକୁ ନିଜର କରିଛନ୍ତି ।

ଏ ନେଇ ଦୀର୍ଘ ଦିନରୁ ଆଲୋଚନା ଲାଗି ରହିଥିବା ବେଳେ ଆଜି ଏହା ସତରେ ପରିଣତ ହୋଇଛି ।

Leave A Reply

Your email address will not be published.