thelifelinemedia
Latest Odisha News, Breaking News Today

୧୭ରେ ଗଡ଼ିବ ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ ଟ୍ରେନ୍

ଭୁବନେଶ୍ୱର: ଆସନ୍ତା ୧୭ ତାରିଖରେ ଗଡ଼ିବ ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସ୍। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଟ୍ରେନର ଶୁଭାରମ୍ଭ କରିବେ। ତେବେ ଏହି ଟ୍ରେନ ଓଡ଼ିଶାର ଖରିଆର ରୋଡ, କଣ୍ଟାବାଞ୍ଜି, ଟିଟିଲାଗଡ଼, କେସିଙ୍ଗା ଓ ରାୟଗଡ଼ାରେ ରଣହି କରି ବିଶାଖାପାଟଣାରେ ପହଞ୍ଚିବ।

ଏହା ପୂର୍ବରୁ ସମ୍ବଲପୁର ଡିଆରଏମ ତୁଷାରକାନ୍ତ ପାଣ୍ଡେ ଟିଟିଲାଗଡ଼ ରେଳ ଷ୍ଟେସନରେ ପହଞ୍ଚି ସମୀକ୍ଷା କରିଛନ୍ତି। ଏହି ଟ୍ରେନ ଗଡ଼ିବା ଦ୍ୱାରା ବିଶେଷ କରି ପଶ୍ଚିମ ଓଡ଼ିଶାର ବଲାଙ୍ଗିର, କଳାହାଣ୍ଡି, ନୂଆପଡ଼ାର ଲୋକେ ସୁବିଧା ପାଇବେ। ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସ ଦକ୍ଷିଣ ଓଡ଼ିଶାର ରାୟଗଡ଼ାରେ ରହଣି କରିବ।

Leave A Reply

Your email address will not be published.