thelifelinemedia
Latest Odisha News, Breaking News Today

୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨୩ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) କହିଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷା ସହିତ କିଛି ସ୍ଥାନରେ ବଜ୍ରପାତ ହେବାର ମଧ୍ୟ ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଆଇଏମଡି ଆଜି ସନ୍ଧ୍ୟାରେ ସାରା ରାଜ୍ୟର ୨୩ଟି ଜିଲ୍ଲା ପାଇଁ ହଳଦିଆ ଚେତାବନୀ ବା ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି।

ଆଇଏମଡି ପକ୍ଷରୁ ଆହୁରି ମଧ୍ୟ କୁହାଯାଇଛିି ଯେ ସେପ୍ଟେଟର ୬ରୁ ରାଜ୍ୟରେ ବର୍ଷାର ତୀବ୍ରତା ବୃଦ୍ଧି ପାଇବ ଏବଂ ବର୍ଷା ସେପ୍ଟେଟର ୮ ପର୍ଯ୍ୟନ୍ତ ଜାରି ରହିବ।

Leave A Reply

Your email address will not be published.