thelifelinemedia
Latest Odisha News, Breaking News Today

ଆସୁଛି ଆଉ ଏକ ଲଘୁଚାପ

୨୪ ଘଣ୍ଟା ଭିତରେ ଅବପାତରେ ପରିଣତ ହେବ ସୁଦୃଶ୍ୟ ଲଘୁଚାପ। ଯାହାର ପ୍ରଭାବରେ ରବିବାର ପର୍ଯ୍ୟନ୍ତ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହା ପରେ ୧୨ ଓ ୧୩ ତାରିଖରେ ବର୍ଷାର ପରିମାଣ କମିଯିବ।

ସେହିପରି ଆସନ୍ତା ୧୮ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଏ ନେଇ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆ ଯାଇଛି। ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର କୁ ଯିବାକୁ ବାରଣ କରାଯାଇଛି। ବର୍ତ୍ତମାନ ସମୁଦ୍ର ରେ ୪୦ ରୁ ୫୦ କିଲୋମିଟର ବେଗରେ ପବନ ପ୍ରବାହିତ ହେଉଛି ।

Leave A Reply

Your email address will not be published.