୨୪ରୁ ପୁଣି ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର:ଆସନ୍ତା ୨୪ ତାରିଖରୁ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା।ଏକ୍ସରେ ସୂଚନା ଦେଲେ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ।ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ପାଇଁ ବର୍ଷା ଆଶଙ୍କା କରାଯାଉଛି। ଦକ୍ଷିଣ ଉପକୂଳ ଓ ପାର୍ଶ୍ବବର୍ତ୍ତୀ ଉତ୍ତର ଉପକୂଳରେ ବର୍ଷା ସମ୍ଭାବନା ରହିଛି। ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ପାଇଁ ବର୍ଷା ଆଶଙ୍କା ରହିଛି।
ଦକ୍ଷିଣ ଉପକୂଳ ଓ ପାଶର୍ବବର୍ତ୍ତୀ ଉତ୍ତର ଉପକୂଳରେ ବର୍ଷା ସମ୍ଭାବନା ରହିବା ନେଇ ସୂଚନା ମିଳିଛି। ୨୪ ଓ ୨୫ରେ ପୁଣି ବର୍ଷା ସହ ଘନ କୁହୁଡି କଲବଲ କରିବ। ପଶ୍ଚିମା ଝଡ ପ୍ରଭାବରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।