thelifelinemedia
Latest Odisha News, Breaking News Today

ହସ୍ପିଟାଲରେ ଭର୍ତ୍ତି ହେଲେ ଧର୍ମେନ୍ଦ୍ର

ନୂଆଦିଲ୍ଲୀ: ବରିଷ୍ଠ ଅଭିନେତା ଧର୍ମେନ୍ଦ୍ର ଦେଓଲ ଅସୁସ୍ଥ ହୋଇପଡିଛନ୍ତି। ଗତ ରାତିରେ ଛାତିରେ ଯନ୍ତ୍ରଣା ହେବା ପରେ ତାଙ୍କୁ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।

ସୂଚନା ଅନୁସାରେ ଧର୍ମେନ୍ଦ୍ରଙ୍କୁ ନିଶ୍ବାସ ନେବାରେ ଅସୁବିଧା ହେବାରୁ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି । ଧର୍ମେନ୍ଦ୍ରଙ୍କୁ ଏବେ ୮୯ ବର୍ଷ।

ଚଳିତବର୍ଷ ଆରମ୍ଭରେ ତାଙ୍କ ଆଖି ସର୍ଜରୀ ହୋଇଥିଲା । ହସ୍ପିଟାଲରୁ ବାହାରୁଥିବାର ଏକ ଭିଡିଓ ଭାଇରାଲ ହୋଇଥିଲା ।

Leave A Reply

Your email address will not be published.