thelifelinemedia
Latest Odisha News, Breaking News Today

ଶେଷ ହେଲା ଉପନିର୍ବାଚନ ପ୍ରଚାରର

ନୂଆପଡ଼ା: ନୂଆପଡ଼ା ଉପନିର୍ବାଚନ ପାଇଁ ଆଜି ପ୍ରଚାରର ଶେଷଦିନ। ଆଜି ଅପରାହ୍ନ ୪ଟାରୁ ଲାଗୁ ହୋଇଛି ସାଇଲେନ୍ସ ପିରିୟଡ୍।ନୀରବ ଅବଧି ପୂର୍ବରୁ ସମସ୍ତ ପ୍ରଚାର ଶେଷ କରିବାକୁ ନିର୍ଦ୍ଦେଶ ରହିଛି।ବାହାର ଲୋକଙ୍କୁ ନୂଆପଡ଼ା ଛାଡ଼ିବାକୁ କଡ଼ା ନିର୍ଦ୍ଦେଶାନାମା। ଭୋଟିଂର ୪୮ ଘଣ୍ଟା ପୂର୍ବରୁ ନିର୍ବାଚନ କଣ୍ଟେଣ୍ଟ ପ୍ରସାରଣ ନ କରିବାକୁ ଅପିଲ ।ମୁକ୍ତ, ଅବାଧ ଓ ଶାନ୍ତିପୂର୍ଣ୍ଣ ପରିବେଶରେ ମତଦାନ କରିବାକୁ ନିର୍ଦ୍ଦେଶାବଳୀ ରହିଛି
ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶନାମା ଜାରି ହୋଇଛି।

ଆସନ୍ତା 11 ତାରିଖରେ ନେତା ବାଛିବେ ନୂଆପଡ଼ା ବାସୀ। ଦଳୀୟ ପ୍ରାର୍ଥମାନଙ୍କ ପାଇଁ ଜୋରଦାର ପ୍ରଚାର କରିଛନ୍ତି ପ୍ରମୁଖ ରାଜନୈତିକ ଦଳ ବିଜେପି ବିଜେଡ଼ି ଓ କଂଗ୍ରେସ। 14 ତାରିଖରେ ଉନିର୍ବାଚନ ଫଳାଫଳ ପ୍ରକାଶ ପାଇବ।

Leave A Reply

Your email address will not be published.