ନୂଆ ବର୍ଷ ପାଳନ ମନା
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଇଂରାଜୀ ନବବର୍ଷ ୨୦୨୬ ଉପଲକ୍ଷେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଏବଂ ଶୁଭକାମନା ଜଣାଇଛନ୍ତି। ଜାନୁଆରି ୧ ତାରିଖ ଏକ କାର୍ଯ୍ୟ ଦିବସ ହୋଇଥିବାରୁ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(CMO) ଏବଂ ସମସ୍ତ ରାଜ୍ୟ ସରକାରୀ କାର୍ଯ୍ୟାଳୟ ସ୍ୱାଭାବିକ ଭାବରେ କାର୍ଯ୍ୟ କରିବ।