thelifelinemedia
Latest Odisha News, Breaking News Today

୨୦ରୁ ଠିକାଦାରଙ୍କ ରାଜ୍ୟବ୍ୟାପୀ ଆନ୍ଦୋଳନ:ଆସନ୍ତା ୨୦ରୁ ୩ ପ୍ରମୁଖ ଠିକାଦାର ସଂଘର ରାଜ୍ୟବ୍ୟାପୀ ଆନ୍ଦୋଳନ

ଏକାଠି ହେବେ ୭୦ ହଜାର ଠିକାଦାର ଓ ୩ ପ୍ରମୁଖ ଠିକାଦାର ସଂଘ। ପ୍ରେସମିଟ୍‌ରେ ମିଳିତ ମଞ୍ଚ ଓଡ଼ିଶା ଠିକାଦାର ମହାସଂଘର ଚେତାବନୀ

ଭୁବନେଶ୍ୱର: ଠିକାଦାରଙ୍କ ରାଜ୍ୟବ୍ୟାପୀ ଆନ୍ଦୋଳନ ଚେତାବନୀ। ଆସନ୍ତା ୨୦ରୁ ଆନ୍ଦୋଳନ ନେଇ ଚେତାବନୀ ଦେଇଛନ୍ତି। ୧୮ ସୁଦ୍ଧା ୮ ଦଫା ଦାବି ପୂରଣ ନ ହେଲେ ୨୦ରୁ ଆନ୍ଦୋଳନ ଚେତାବନୀ। ରାଜ୍ୟବ୍ୟାପୀ ଠପ୍ ହେବ ସମସ୍ତ ସରକାରୀ ନିର୍ମାଣ କାର୍ଯ୍ୟ। ଏକାଠି ହେବେ ୭୦ ହଜାର ଠିକାଦାର ଓ ୩ ପ୍ରମୁଖ ଠିକାଦାର ସଂଘ। ପ୍ରେସମିଟ୍‌ରେ ମିଳିତ ମଞ୍ଚ ଓଡ଼ିଶା ଠିକାଦାର ମହାସଂଘର ଚେତାବନୀ।

ରାଜଧାନୀ ରାଜରାସ୍ତାରେ ବିଶାଳ ସମାବେଶ କରିବ ମହାସଂଘ। ଯାହାକୁ ନେଇ ମହାସଂଘ ପ୍ରସ୍ତୁତ ହୋଇଛି। ଟେଣ୍ଡର ସୀମା ବୃଦ୍ଧି, ଜରିମାନା ଛାଡ଼ ଆଦି ୮ ଦଫା ଦାବି କରିଛି ମହାସଂଘ। ଦାବି ପୂରଣ ପାଇଁ ମହାସଂଘ ରାଜରାସ୍ତାକୁ ଓହ୍ଲାଇବ ଯାହାକୁ ନେଇ ବିଭିନ୍ନ ସଂଗଠନର ସମର୍ଥନ ଲୋଡ଼ିଛି ମହାସଂଘ ।

Leave A Reply

Your email address will not be published.