thelifelinemedia
Latest Odisha News, Breaking News Today

ରାଜ୍ୟରେ ଆଗୁଆ ଖରାଛୁଟି ଘୋଷଣା

ଏପ୍ରିଲ ୨୭ ତାରିଖରୁ ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନ ପ୍ରାପ୍ତ ଏବଂ ବେସରକାରୀ ସ୍କୁଲରେ ଖରାଛୁଟି ଆରମ୍ଭ ହେବ

ଭୁବନେଶ୍ୱର:ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟର ସମସ୍ତ ବିଦ୍ୟାଳୟରେ ଆଗୁଆ ଖରାଛୁଟି ଘୋଷଣା କରାଯାଇଛି। ଆସନ୍ତା ୨୭ ତାରିଖରୁ ରାଜ୍ୟର ସମସ୍ତ ସ୍କୁଲ ବନ୍ଦ ରହିବ।

ପିଲାଙ୍କ ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ପଦକ୍ଷେପ ନେଇଛନ୍ତି। ଏପ୍ରିଲ ୨୭ ତାରିଖରୁ ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନ ପ୍ରାପ୍ତ ଏବଂ ବେସରକାରୀ ସ୍କୁଲରେ ଖରାଛୁଟି ଆରମ୍ଭ ହେବ। ଗଣଶିକ୍ଷା ବିଭାଗର ଏହି ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ପ୍ରଦାନ କରିଛନ୍ତି।ରାଜ୍ୟର ସମସ୍ତ ବିଦ୍ୟାଳୟରେ ଆଗୁଆ ଖରାଛୁଟି ଘୋଷଣା କରାଯାଇଛି। ଆସନ୍ତା ୨୭ ତାରିଖରୁ ରାଜ୍ୟର ସମସ୍ତ ସ୍କୁଲ ବନ୍ଦ ରହିବ। ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି।

Leave A Reply

Your email address will not be published.